-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଜିଲ୍ଲା

ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକରେ ସମୀକ୍ଷା କଲେ ନରସିଂହ,  ଦୁର୍ନୀତିିର ମୁଳତ୍ପାଟନ ସାଙ୍ଗକୁ କୃଷି, ପାନୀୟ ଜଳ, ବନ୍ଧକଟାର ଉନ୍ନତି ଓ ଶିକ୍ଷା ଉପରେ ଗୁରୁତ୍ୱ (ବିକାଶ ପ୍ରକଳ୍ପରେ ଦୁର୍ନୀତି ଓ ଦୁର୍ନୀତିଗ୍ରସ୍ତଙ୍କୁ ବରଦାସ୍ତ କରାଯିବ ନାହିଁ - ନରସିଂହ)

19-Apr-2022



ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ)- କରୋନା ମହାମରୀ ସଂକ୍ରମଣ ଯୋଗୁଁ ଦୀର୍ଘ ଦେଢ ବର୍ଷ ପରେ ବିଧାନସଭା ନିର୍ବାଚନ ମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟି ବୈଠକ ବସିଛି । ଦୁଃଖର ବିଷୟ ଶେଷ ବୈଠକରେ ନିଆଯାଇଥିବା ବିଭିନ୍ନ ନିଷ୍ପତ୍ତି ଗୁଡିକୁ କାର୍ଯ୍ୟକାରି କରାଯାଇଛି କି ନାହିଁ ଅଧିକାରୀମାନେ ସ୍ପଷ୍ଟ ଭାବରେ କହିପାରୁନାହାନ୍ତି । ଏଥିରୁ ପ୍ରମାଣ ହେଉଛି ଗତ ବୈଠକରେ ଆଲୋଚନା ହୋଇ ନିଆଯାଇଥିବା ନିଷ୍ପତ୍ତି ଗୁଡିକୁ ଅଣଦେଖା କରାଯାଇଛି । ଅନେକ ଦୁର୍ନୀତି ଅନୁସନ୍ଧାନ ତଥା କାର୍ଯ୍ୟନୁଷ୍ଠାନ ପାଇଁ ଅଧିକାରୀମାନେ ଉତ୍ସାହ ନ ଦେଖାଇବା ଅତି ଦୁର୍ଭାଗ୍ୟଜନକ ତେଣୁ ମୋର ଅନୁରୋଧ ଯେତେ ଶୀଘ୍ର ହେବ ନିଷ୍ପତ୍ତି ହୋଇଥିବା ଦୁର୍ନୀତି ଓ ସେଥରେ ସାମିଲ ଥିବା ଜନପ୍ରତିନିଧି ହୁଅନ୍ତୁ କି ଅଧିକାରୀ ହୁଅନ୍ତୁ ତାଙ୍କୁ କୌଣସି ପ୍ରକାରେ ମଧ୍ୟ ବରଦାସ୍ତ ନ କରି ତାଙ୍କ ବିରୁଦ୍ଧରେ ଜିଲ୍ଲା ପ୍ରଶାସନ କାର୍ଯ୍ୟନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ସ୍ଥାନୀୟ ଜିଲ୍ଲାପାଳ କାର୍ଯ୍ୟାଳୟରେ ଅନୁଷ୍ଠିତ

ହୋଇଥିବା ନିଜ ନିର୍ବାଚନ ମଣ୍ଡଳିର ସମୀକ୍ଷା ବୈଠକରେ ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଉପସ୍ଥିତ ଅଧିକାରୀଙ୍କୁ କହିଛନ୍ତି । ଦିନ ୧୦ ଟାରେ ବିଧାୟକ ଶ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆରମ୍ଭ ହୋଇଥିବା ଏହି ସମୀକ୍ଷା ବୈଠକରେ ଜିଲ୍ଲାପାଳ ଚଞ୍ଚଳ ରଣା ଓ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ସିଂ ଲାଗୁରି ଏବଂ ଅତିରିକ୍ତ ପୋଲିସ ଅଧିକ୍ଷକ ମଞ୍ଚାସିନ ଥିଲେ । ବୈଠକରେ ଲକ୍ଷ୍ମୀଯୋର ସୌନ୍ଦର୍ଯିକରଣ କାମ ପାଇଁ ଦରକାର ହେଉଥିବା କିଛି ଭୂମି ଅଧିଗ୍ରହଣ କୁ ଆଖି ଆଗରେ ରଖି ସୌନ୍ଦର୍ଯିକରଣ କାମ ଯୋଜନା ପ୍ରସ୍ତୁତ ପାଇଁ  ଉପସ୍ଥିତ ଜଳସେଚନ ବିଭାଗର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ମହାରାଣୀ ସାଗର, ରାଣୀ ବନ୍ଧ ର ସୌନ୍ଦର୍ଯିକରଣ କାମ କାହିଁକି କାମ ଆରମ୍ଭ ହେଉନାହିଁ ବୋଲି ବୋଲି ଶ୍ରୀ ମିଶ୍ର ପ୍ରଶ୍ନ କରିଥିଲେ । କରଙ୍ଗାକଟା କାମ ଆରମ୍ଭ ହୋଇସାରିଛି । ବହୁ ଶିଘ୍ର ରାଣୀବନ୍ଧ କାମ ଆରମ୍ଭ ହେବ ଏବଂ ମହାରାଣୀ ସାଗର ପାଇଁ ନିଯୁକ୍ତି ହୋଇଥିବା ଏଜେନ୍ସି ଏନ୍‌ବିସିସି ସହିତ ତହସିଲ ଏବଂ ମ୍ୟୁନିସିପାଲିଟି ଅଧିକାରୀ ମହାରାଣୀ ସାଗର ଅଂଚଳକୁ ଯାଇ ଲେଆଉଟ କାମ ଶିଘ୍ର ଆରମ୍ଭ କରନ୍ତୁ ବୋଲି ଉପସ୍ଥିତ ଜିଲ୍ଲାପାଳ ଅଧିକାରୀଙ୍କୁ କହିଥିଲେ । ଜନସ୍ୱାସ୍ଥ୍ୟ ବିଭାଗ ତରଫରୁ ଟେଙ୍କର ଯୋଗେ ପିଇବା ପାଣି ଯୋଗାଣରେ ଏକ ସବିଶେଷ ପ୍ରୋଗ୍ରାମ ପ୍ରଦାନ କରିବା ଏବଂ ବିସ୍ତାପିତ ଙ୍କ ପାଇଁ ନିର୍ମାଣ ହେଉଥିବା ବାସଗୃହ ମାନଙ୍କରେ ପିଇବା ପାଣି ପାଇପ ସଂଯୋଗକୁ ତ୍ୱରାନ୍ୱିତ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ସହର ଚାରିକଡରେ ଚାଲିଥିବା ରିଂରୋଡ ନିର୍ମାଣ ଶେଷ ପର୍ଯ୍ୟାୟରେ ଅଛି । ଆଗାମୀ ୩ ମାସ ଭିତରେ ଏହା ସମ୍ପୁର୍ଣ୍ଣ ହୋଇଯିବ ବୋଲି ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ବିଧାୟକ ଶ୍ରୀ ମିଶ୍ରଙ୍କ ପ୍ରଶ୍ନର ଉତ୍ତରରେ କହିଥିଲେ । ଏନ୍‌ଏଚ୍ ତରଫରୁ ବ୍ଲେକସ୍ପଷ୍ଟ ଘୋଷଣା କରାଯାଇଥିବା ଦେଓଗାଁ ଛକରେ ଥିବା ଅନଧିକାର ନିର୍ମାଣକୁ ହଟାଇ ରାସ୍ତା ପ୍ରଶସ୍ତିକରଣ କରାଯିବା ଉପରେ ପଦକ୍ଷେପ ନେବାକୁ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ସହରରେ ଚାଲିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ସୁରକ୍ଷା ଦିଗରେ ବିଶେଷ ଧ୍ୟାନ ଦେବା ସହ ରାମଚନ୍ଦ୍ରପୁର, ଅର୍ଜୁନପୁର ଠାରେ ଆଉଟପୋର୍ଟ ଏବଂ ସହରର ମଧ୍ୟରେ ଆଉ ଗୋଟିଏ ଟାଉନ ଥାନା ପ୍ରସ୍ତାବ ସରକାରଙ୍କ ପାଖକୁ ଯାଇଛି ବୋଲି ଜିଲ୍ଲାପାଳ ଜଣାଇଥିଲେ । ଲୋଇସିଂହା ବ୍ଲକ ଅନ୍ତର୍ଗତ ଜଟିପାଲି ସ୍କୁଲକୁ ପୁଣି ଚାଲୁ କରିବା ପାଇଁ ବିଧାୟକ ଶ୍ରୀ ମିଶ୍ର ଉପସ୍ଥିତ ଥିବା ଜିଲ୍ଲା ଅଧିକାରୀଙ୍କୁ ସରକାରଙ୍କ ପାଖକୁ ଚିଠି ଲେଖିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ସୁଦପଡା ଛକଠାରେ ବିପଦପୂର୍ଣ୍ଣ ଭାବରେ ଥିବା ପ୍ରାଥମିକ ସ୍କୁଲ ନୁଆ ଜାଗା ଚିହ୍ନଟ କରିବାକୁ ବିଧାୟକ ଶ୍ରୀ ମିଶ୍ର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଲୋଚନା ବେଳେ ଡାକ୍ତର ସମସ୍ୟା, ବେଆଇନ ମଦ ବିକ୍ରି ଉପରେ ରୋକ ଲଗାଇବାକୁ ନିଷ୍ପତ୍ତି ହୋଇଥିଲା । ଫରେଷ୍ଟ ପାର୍କର ସୌନ୍ଦର୍ଯିକରଣ, ମୁଖ୍ୟ ରାସ୍ତାରୁ ପାର୍କ ମଧ୍ୟକୁ ଏକ ପୋଲ ନିର୍ମାଣ ତଥା ବିଜାଖମନ ଠାରେ ଏକ ଇକୋ ପାର୍କ ତିଆରି ପାଇଁ ଗତ ବୈଠକରେ ଏକ ନିଷ୍ପତ୍ତି ଉପରେ ବିଧାୟକ ଶ୍ରୀ ମିଶ୍ର ପ୍ରଶ୍ନ କରିଥିଲେ । ଦୁର୍ନୀତି ବିଷୟରେ ଆଲୋଚନା ବେଳେ ଚୁଡାପାଲି ଠାରେ ଡବ୍ଲୁଡିସି ପାଣ୍ଠିର ଦୁରୁପଯୋଗ ସକମା ଠାରେ ନିର୍ମାଣ ହୋଇଥିବା ଖେଳପଡିଆ ଦୁର୍ନିତି ର ଅନୁସନ୍ଧାନ ଏବଂ ମନହୀରା ରୁ ବହିସ୍କୃତ ପୂର୍ବତନ ସରପଞ୍ଚଙ୍କ ବିରୁଦ୍ଧରେ ଫୌଜଦାରୀ ମାମଳା ରୁଜୁ କରିବା ପାଇଁ ନିଷ୍ପତ୍ତି ହୋଇଥିଲା । କ୍ରୀଡା ଆଲୋଚନା ବେଳେ ପିଆର ହାଇସ୍କୁଲ ପଡିଆରେ ଏକ ସୁଇମିଂ ପୋଲ, ଟାଉନ ହାଇସ୍କୁଲ ଠାରେ ହକି ଷ୍ଟାଡିୟମ ନିର୍ମାଣ, ଜରାସିଂହା ମିନି ଷ୍ଟଡିୟମ ନିର୍ମଣା ଏବଂ ଦେଓଗାଁ, ଅର୍ଜୁନପୁର ଏବଂ ଚୁଡାପାଲି ଠାରେ ଗୋଟିଏ ଲେଖାଏଁ ଷ୍ଟାଡିୟମ ନିର୍ମାଣ ପାଇଁ ପ୍ରସ୍ତାବ ପଠାଇବାକୁ ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ସିଂ ଲାଗୁରିଙ୍କୁ ବିଧାୟକ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ଶେଷରେ ସମୟର ସ୍ୱଳ୍ପତା ଯୋଗୁଁ ବୈଠକକୁ ଅଧାରେ ବନ୍ଦ କରାଯାଇ ବୈଠକ ପାଇଁ ପରବର୍ତ୍ତି ସମୟ ଅଧିକାରୀମାନଙ୍କୁ ଜଣାଇ ଦିଆଯିବ ବୋଲି ଶ୍ରୀ ମିଶ୍ର ଆଜିର ବୈଠକକୁ ମୁଲତବି ଘୋଷଣା କରିଥିଲେ । ଆଜିର ସମୀକ୍ଷା ବୈଠକରେ ବିଭିନ୍ନ ବିଭାଗର ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like