-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   (20-Aug-2026)       ||      ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||     

HOME   ଜିଲ୍ଲା

ନାକଟିଦେଉଳରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟମେଳା ଅନୁଷ୍ଠିତ, ୮୯୨ ଜଣ ରୋଗୀ ସ୍ୱାସ୍ଥ୍ୟ ପରୀକ୍ଷା 

19-Apr-2022



ନାକଟିଦେଉଳ(କନ୍ଦର୍ପ ବେହେରା)ନାକଟିଦେଉଳ ମହାବିଦ୍ୟାଳୟ ପରିସରରେ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟମେଳା ଅନୁଷ୍ଠିତ ହୋଇଯାଇଛି । ଏହି ସ୍ୱାସ୍ଥ୍ୟମେଳାରେ ବିଶେଷଜ୍ଞ ଡାକ୍ତରଙ୍କ ଦ୍ୱାରା ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ମାଗଣା ଚିକିତ୍ସା ଓ ଔଷଧ ବଂଟନ କରାଯାଇଥିଲା । ଏଥିରେ ବିଶେଷଜ୍ଞ  ଡାକ୍ତରଙ୍କ ଦ୍ୱାରା ସ୍ତ୍ରୀ ଓ ପ୍ରସୂତି ସେବା, ଶିଶୁ ରୋଗ ଚିକିତ୍ସା, ଭେଷଜ ଚିକିତ୍ସା, ଦାନ୍ତ ରୋଗ ଚିକିତ୍ସା, ଆୟୁଷ ଚିକିତ୍ସା, ଯୋଗ, ମଧୁମେହ ନିରୁପଣ, ରକ୍ତଚାପ ନିରୂପଣ, ମୁଖ ଗହ୍ୱର ଓ କର୍କଟ ନିରୂପଣ, ସ୍ୱାସ୍ଥ୍ୟ ପରାମର୍ଶ ସେବା, କୋଭିଡ ପରୀକ୍ଷା ଓ ଟିକାକରଣ, ମାଗଣା ରୋଗ ନିର୍ଣ୍ଣୟ ,ମାଗଣା ଔଷଧ ପ୍ରଦାନ କରାଯାଇଥିଲା । ଏହି ଶିବିରକୁ ନାକଟିଦେଉଳ ବ୍ଲକ ଅଧ୍ୟକ୍ଷା ସ୍ୱରୁପାରାଣୀ ସାହୁ, ଜୋନ ୨ ଜିଲ୍ଲା ପରିଷଦ ସଭ୍ୟା ଟିକେଶ୍ୱରୀ ମେହେର, ନାକଟିଦେଉଳ ସରପଂଚ ଜିତେନ୍ଦ୍ରିୟ ସାହୁ, ଯୁକ୍ତ ୨ ଅଧ୍ୟକ୍ଷ କନ୍ଦର୍ପ ରାଉଳ, ଯୁକ୍ତ ୩ ଅଧ୍ୟକ୍ଷ ସୁଧିର କୁମାର ସାହୁ, ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ସ୍ୱାସ୍ଥ୍ୟ ଶିବିରକୁ ଉଦ୍‌ଘାଟନ କରିଥିଲେ । ଡ. ଅଜୟ କୁମାର ରାଉତ, ଡ. ରାମକୃଷ୍ଣ ପତି, ଡ. ଶରତ ଚନ୍ଦ୍ର ଘରାଇ, ଡ. ଚିନ୍ମୟ କର, ଡ. ଲିଲିବାଳା ବେହେରା, ଡ. ସ୍ୱବନିକା କୟାରକୁର ପ୍ରମୁଖ ବିଶେଷଜ୍ଞ ଡାକ୍ତର ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ନାକଟିଦେଉଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ. ଅମୁଲ୍ୟ ରତ୍ନ ମହନ୍ତ ଶିବିର ପରିଚାଳନା କରିଥିବା ବେଳେ ବ୍ଲକ କାର୍ଯ୍ୟକ୍ରମ ପରିଚାଳକ ମଧୁସୁଦନ ପୋଢ ସହଯୋଗ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ନାକଟିଦେଉଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର କର୍ମଚାରୀ ଓ ସ୍ୱାସ୍ଥ୍ୟ କର୍ମୀମାନେ ଉପସ୍ଥିତ ଥିଲେ । ଏହି ଶିବିରରେ ୮୯୨ ଜଣ ରୋଗୀ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ସେମାନଙ୍କୁ ମାଗଣାରେ ଔଷଧ ବଂଟନ କରାଯାଇଥିଲା
 


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ   20-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026

You Might Also Like