-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   (20-Aug-2026)       ||      ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   (20-Aug-2026)       ||      ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||     

HOME   ଜିଲ୍ଲା

କାହାର ପୈାଷ ମାସ ତ କାହାର ସର୍ବନାଶ

19-Apr-2022



ବରଗଡ଼:-ଚାଷୀଙ୍କଠାରୁ ଅଣ୍ଡରରେ ଧାନ କିଣି ବ୍ୟବସାୟୀ ମାଲେ ମାଲ୍ ହେବାରେ ଲାଗିଥିବାବେଳେ ଦୁର୍ନୀତି ର ପଚାପଚା ଗନ୍ଧ ସ୍ପଷ୍ଟ ଭାବରେ ବାରି ହେଇ ଯାଉଛି ବରଗଡ ଜିଲ୍ଲାରେ । ଏହି ଧାନରେ ପ୍ରସ୍ତୁତ ବିଭିନ୍ନ କିସମର  ଚାଉଳ ଓ ତା’ର କାରବାର ସଂପର୍କରେ ବରଗଡ଼ ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟର ପ୍ରଥମ ଆପିଲେଟ୍‌ ଅଥୋରିଟିଙ୍କ ଠାରେ ଚାଷୀ ନେତା ଶ୍ରୀମାନ ରମେଶ ମହାପାତ୍ର ଆର୍‌ଟିଆଇ ଜରିଆରେ ତଥ୍ୟ ମାଗିଥିଲେ । କିନ୍ତୁ ବିଭିନ୍ନ କିସମର ଚାଉଳ ବିକ୍ରି ଏବଂ ପ୍ରସ୍ତୁତି ବାବଦରେ ଯୋଗାଣ ବିଭାଗ କାର୍ଯ୍ୟାଳୟରେ କୌଣସି ସୂଚନା ନାହିଁ ବୋଲି   ଜଣାଇ ଦିଆଯାଇଥିଲା । ପରେ ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ  ଶ୍ରୀମାନ ଏକ ପତ୍ର ଓଡ଼ିଆ ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଙ୍କ ଉଦ୍ଦେଶ୍ୟରେ ଶ୍ରୀମାନ ମହାପାତ୍ର ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋଙ୍କୁ ପ୍ରଦାନ କରିଛନ୍ତି । ଏଠାରେ ସୂଚେଇଦେବାକୁ ଚାହୁଁ ଯେ ବରଗଡ଼ ଜିଲ୍ଲାର ଚାଷୀ ଧାନ ବିକ୍ରି ପାଇଁ ଦହଗଞ୍ଜ  ହେଉଥିବାବେଳେ, ଏଭଳି ହଇରାଣ ହରକତ ରୁ ମୁକ୍ତି ପାଇଁ ଚାଷୀ ଅଣ୍ଡର ରେଟରେ କ୍ୟୁଇଟାଲ ପ୍ରତି ୧୧୦୦ ଟଙ୍କା/

୧୨୦୦ ଟଙ୍କାରେ  ଖୋଲା ବଜାରରେ ବିକ୍ରି କରିବାକୁ ବାଧ୍ୟ ହେଉଛି । ଖୋଲା ବଜାରରେ ଅସାଧୁ ବ୍ୟବସାୟୀମାନେ କମ ଦରରେ ଧାନ କିଣି ସେଥିରୁ ଉଷୁନା, ଅରୁଆ ଚାଉଳ, ମୁଢ଼ି ଚାଉଳ, ଚୁଡ଼ା, ଗୋ- ଖାଦ୍ୟ ତିଆରି କରି ଖୋଲା ବଜାରରେ ଖୁଲମଖୁଲା ବିକ୍ରି କରି ବେଶ ମାଲାମାଲ । ଏ ସବୁ ପ୍ରସଙ୍ଗକୁ ଲୋକଲୋଚନକୁ ଆଣିବା ପାଇଁ ସୂଚନା ଅଧିକାର ଆଇନ ବଳରେ ଜିଲ୍ଲା ଯୋଗାଣ ବିଭାଗରେ ଶ୍ରୀମାନ ମହାପାତ୍ର ଆରଟିଆଇ ରେ ତଥ୍ୟ ମାଗି ଶେଷ ରେ ନିରାଶ ହୋଇଛନ୍ତି । ତେବେ ବରଗଡ ଯୋଗାଣ ବିଭାଗ କାର୍ଯ୍ୟାଳୟରେ ଏପରି କୌଣସି ତଥ୍ୟ ନଥିବା ହାକିମ ବାବୁ ରୋକଠୋକ  ସୂଚନା ଦେଇଛନ୍ତି । ଏଭଳି ତଥ୍ୟ ବିହିନ ପ୍ରସଙ୍ଗ କୁ କେନ୍ଦ୍ର କରି  ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ କରିବା ପାଇଁ ଚାଷୀ ନେତା ରମେଶ ମହାପାତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଏକ ପତ୍ର ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଙ୍କ ଜରିଆରେ  ପ୍ରଦାନ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବିଜେଡି ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ   20-Aug-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲାର ନୀରିହ ଆଦିବାସୀ ଯୁବକର ୧ ଲକ୍ଷ ୨୦ହଜାର ଟଙ୍କା ଖାଇଗଲେ କେନ୍ଦୁଝର ର ଝିଅ   20-Aug-2026
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026

You Might Also Like