-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଦେଶ ବିଦେଶ

୧୩ନଦୀର ପୁନର୍ବିନ୍ୟାସ କରିବେ ଭାରତ ସରକାର

19-Apr-2022



ଦୁନିଆର ପ୍ରତ୍ୟେକ ପ୍ରାଚୀନ ସଭ୍ୟତା ନଦୀ କୂଳରେହିଁ ଗଢ଼ି
ଉଠିଥିଲା। ଏହିଠାରେ ଏହା ବିକଶିତ ହୋଇଥିଲା। ଅରଥା୍ତ୍
ନଦୀ କୂଳ ଗୋଟିଏ ଗୋଟିଏ ଇତିହାସର ପରିବାହକ।
ଆଜି ମଧ୍ୟ ଏକ ବୃହତ ଜନସଂଖ୍ୟା ସେମାନଙ୍କ
ଆବଶ୍ୟକତା ଉପରେ ନିର୍ଭରଶୀଳ। ଏହାସତ୍ତ୍ୱେ ଅନେକ
ନଦୀ ଧୀରେ ଧୀରେ ସେମାନଙ୍କର ମଳ ର ୂ ୂପ ହରାଉଛନ୍। ତି
୨୦୧୪ରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନମାମି ଗଙ୍ଗେ ଯୋଜନାରେ
ଗଙ୍ଗା ନଦୀକୁ ନବୀକରଣ କରିବା ପାଇଁ ପଦକ୍ଷେପ ନେଇଥିଲେ,
ତାପରେ ବର୍ତ୍ତମାନ ଝେଲମ୍, ଚେନାବ, ରବି, ବ୍ୟାସ, ସତଲେଜ୍, ଯମନା, ୁ
ବ୍ରହ୍ମପତ୍ର, ଲ ୁ ୁଣି, ନର୍ମଦା, ଗୋଦାବରୀ, ମହାନଦୀ, କୃଷ୍ଣ ଏବଂ କାବେରୀର
ପନୁର୍ବିନ୍ୟାସ ଲାଗି ପରିବେଶ ମନ୍ତ୍ରଣାଳୟ ଏହି ଦାୟିତ୍ୱ ଗ୍ରହଣ କରିଛି।
ବନବିଭାଗ ମାଧ୍ୟମରେ ଏହି ନଦୀଗଡୁକର ସଂରକ୍ଷଣ ପାଇଁ ଏକ ବି ଼ି ସ୍ତୃତ
ପ୍ରକଳ୍ପ ରିପୋର୍ଟ (ଡିପିଆର) ପ୍ରକାଶ ପାଇଛି। ମାର୍ ୧୪ ଚ୍ଚ ରେ କେନ୍ଦ୍ର

ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୁପେନ୍ଦ୍ର
ଯାଦବ ଏବଂ ଜଳଶକ୍ତିମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖୱାତ ଏକ
ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରକାଶ କରିଛନ୍। ଏହି ନ ତି ଦୀଗଡୁକର ଼ି
ସମଦୁାୟ ବେସିନ୍ କ୍ଷେତ୍ର ହେଉଛି ୧୮,୯୦,୧୧୦ ବର୍ଗକିମି।
ଅରଥା୍ତ୍ ଦେଶର ଭୌଗୋଳିକ କ୍ଷେତ୍ରର ୫୭.୪୫%। ଏହି
୧୩ ନଦୀର ଲମ୍ବ ହେଉଛି ୪୨,୮୩୦ କିଲୋମିଟର। ଏହି
ନଦୀକ୍ଷେତ୍ରକୁ ସରୁକ୍ଷିତ କରିବା ପାଇଁ ପ୍ରାୟ ୨୦ ହଜାର କୋଟି ଟଙ୍କା
ବ୍ୟୟରେ ନଦୀର ଉଭୟ ପାର୍ଶ୍ୱରେ ଗଛ ଲଗାଯିବ। ଏହା ୧୦ ବର୍ଷ
ମଧ୍ୟରେ ୫୦.୨୧ ନିୟୁତ ଟନ୍ କାର୍ବନ ଡାଇଅକ୍ସାଇଡ୍ ଶୋଷିବାରେ
ସାହାଯ୍ୟ କରିବ। ଏହି ନଦୀଗଡୁକ ସହ ଼ି ସେମାନଙ୍କର ଉପନଦୀଗଡୁକ ଼ି
କୂଳରେ ପ୍ରକୃତିକ କୃଷି, ବନୀକରଣ କରାଯାଇ ସେଗଡୁକ଼ିୁ ସମୃଦ୍ଧ
କରାଯିବ। ବନୀକରଣ ପାଇଁ ଏଠାରେ ଘାସ, ଔଷଧୀୟ ଉଦ୍ଭିଦ, ଶାଳ
ଏବଂ ଫଳ ଗଛ ରୋପଣ ଦ୍ୱାରା ଏଠାରେ ଅବକ୍ଷୟ ରୋକାଯାଇପାରିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like