-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

ଧାନମଣ୍ଡି ହସ୍ତାନ୍ତର କୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଚାଷୀ ଫେରାଦ: (ଏସ,ଏସ,ଜି) ଗ୍ରୁପ କୁ ଦାୟିତ୍ୱ ନ ଦେବାକୁ ଦାବି

01-Oct-2020



 

କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଶତାଧିକ ଚାଷୀ ଜିଲ୍ଲାପାଳଙ୍କ ଦ୍ଵାରସ୍ତ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ବିଗତ ଦିନ ମାନଙ୍କରେ ସରକାର ସେବା ସମବାୟ ସମିତି ମାନଙ୍କୁ ଚାଷୀ ଙ୍କ ଠାରୁ ମଣ୍ଡି ମାଧ୍ୟମରେ ଧାନ କ୍ରୟ କରିବାକୁ ଅନୁମତି ଦେଇଥିଲେ। ଯାହା ସଂସ୍ଥାର ଦକ୍ଷତା କର୍ମଚାରୀ ନିୟୋଜିତ ହୋଇ ସୁନ୍ଦର ଭାବେ ପରିଚାଳିତ କରିବା ରେ ସକ୍ଷମ ହେଉଥିଲେ। ତେବେ ଗତ ବର୍ଷ ଠାରୁ ସରକାର ବିଭିନ୍ନ ମହିଲା ଗୋଷ୍ଠୀ ମାନଙ୍କ ମାଧ୍ୟ ମରେ ଧାନ କ୍ରୟ କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଯାହାକି ଅନେକ ସ୍ଥାନରେ ଅପ୍ରୀତିକର ପରିସ୍ଥିତି ଉପୁଜିଥିବା ବେଳେ ଅନେକ ସମସ୍ୟା 
ଭିତରେ ଚାଷୀ ଛନ୍ଦୀ ପଡିଥିବା ନଜର କୁ ଆସିଥିଲା। ଚଳିତ ବର୍ଷରେ ତାର ପୁନରାବୃତ୍ତି ନହେବା ଆଶଙ୍କାରେ ଆଜି ଜିଲ୍ଲାପାଳଙ୍କ ନିକଟରେ ଲଡୁଗାଁ, ସୁନାମାଲ,ସୁପାଡ଼, ପିତବାସପୁର,ଆଇଲି,ମୁଡୁରା ବାହାଳି ଓ ଚିକିଲି ଗ୍ରାମର ଶତାଧିକ ଚାଷୀ ଲେଖିତ ଭାବେ ଗୁହାରି କରିଥିବା ଜଣାପଡିଛି। ସୂଚନା ମତେ ,କୋକସରା ବ୍ଲକ ର ଏହି ୭ଟିଗ୍ରାମ ର ଚାଷୀ ଦୀର୍ଘଦିନ ରୁ ଲଡୁଗାଁ ସେବା ସମବାୟ ସମିତି ମାଧ୍ୟମରେ ଧାନ କ୍ରୟ କରିଥାନ୍ତି। ଯାହା ସମିତି ପରିଚାଳନା ରେ କୌଣସି ତ୍ରୁଟିତା ପ୍ରଲକ୍ଷିତ ହୋଇନାହିଁ। ହେଲେ ଚଳିତ ବର୍ଷ ଧାନ କ୍ରୟ କରିବା ବ୍ୟବସ୍ତା ଭଳି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ କୁ ବେସରକାରୀ ସଂସ୍ଥା ବା ମହିଳା ଗୋଷ୍ଠୀ ଙ୍କ ହାତକୁ ଟେକି ଦେବା ଏକ ପ୍ରକାର ଚାଷୀ ଶୋଷଣ ନୀତିକୁ ପ୍ରାତ୍ସାହନ ଯୋଗାଇ ଦେବା ଭଳି ସଦୃଶ୍ୟ ବୋଲି ଚାଷୀ ମାନେ ମତ ରଖନ୍ତି । (Trinath Besra from Kalahandi)


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like