-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ଆୟୁଷ୍ମାନ ଭାରତ -ଗୋଷ୍ଠୀ ସ୍ତରୀୟ ସ୍ୱାସ୍ଥ୍ୟ ମେଳାକାର୍ଯ୍ୟକ୍ରମ ପର୍ଲା ଠାରେ ଅନୁଷ୍ଠିତ।

20-Apr-2022



ଧର୍ମଗଡ଼  (ଜ୍ୟୋତିରଞ୍ଜନ ବେମାଲ )
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ପର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ଭାରତ ସରକାରଙ୍କ ଆୟୁଷ୍ମାନ ଭାରତଗୋଷ୍ଠୀ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଅନୁଷ୍ଟିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ କୁ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗଦେଇ  ଉଦଘାଟନ କରିଥିଲେ।ସମ୍ମାନୀୟ ଅତିଥି ଭାବେ ଧର୍ମଗଡ଼ ଅଧ୍ୟକ୍ଷା ବବିତା ପାଟଯୋଶୀ,ପର୍ଲା ସରପଞ୍ଚ ବ୍ରିଜ ଲାଲ ନାଏକ,ସମିତି ସଭ୍ୟା  ବେହେରା ସମିତି ସଭ୍ୟ କିଶୋର ନାଗ ପର୍ଲା। ଗୋଷ୍ଠୀ ଅଧିକାରୀ ଆଶୁତୋଷ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ।ମୁଖ୍ୟ ଅତିଥି ନିଜ ଅଭିଭାଷଣ ରେ ଭାରତ ଆୟୁଷ୍ମାନ  ଯୋଜନା ଗତ ୪ବର୍ଷରୁ ଆରମ୍ଭ ହୋଇଥିଲା ସୁଦ୍ଧା ଓଡିଶା ରାଜ୍ୟରେ ଲାଗୁହୋଇପାରୁନି ଯାହା ସ୍ୱାସ୍ଥ୍ୟ ସେବାରୁ ନିରୀହ ଗରିବ ବଞ୍ଚିତ ହେଉଛନ୍ତି ।ତେବେ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଲୋକଙ୍କୁ ବିଭିନ୍ନ ପ୍ରକାର ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ପ୍ରୟାସ କରାଯାଇଛି। ଏହି ଅବସରରେ ପର୍ଲା ଗୋଷ୍ଠୀ ପ୍ରାଙ୍ଗଣେ ବିଭିନ୍ନ ବିଭାଗ ଡାକ୍ତର ଙ୍କ ତତ୍ତ୍ୱାବଧାନରେ ମୋଟ ୭ଶହ ରୁ ଉର୍ଦ୍ଧ୍ବ ରୋଗୀ ଙ୍କ ପରୀକ୍ଷା ନିରକ୍ଷ କରି ଔଷଧ ବଣ୍ଟନ କରାଯାଇଥିଲା।କାର୍ଯ୍ୟକ୍ରମ କୁ ଜନସ୍ୱାସ୍ଥ ଅଧିକାରୀ କିଶୋର ଚନ୍ଦ୍ର ପଟେଲ ଓ ଦୀପକ ବେହେରା ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like