-+91-9937148622 |

prerana_bgr@rediffmail.com |

  Thursday 20th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

କ୍ଳଷ୍ଟରସ୍ତରୀୟ ମୌଳିକ ସାକ୍ଷରତା ଓ ଗଣିତ ଜ୍ଞାନ ଓରିଏଣ୍ଟସନ ମିଶନ ଅନୁଷ୍ଠିତ

20-Apr-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) : ସାରା ରାଜ୍ୟରେ କୋରନା ଯୋଗୁଁ ଦୁଇବର୍ଷ ବିଦ୍ୟାଳୟ ବନ୍ଦ ପରେ ସରକାରଙ୍କ ନିଷ୍ପତ୍ତି କ୍ରମେ ବର୍ତ୍ତମାନ ସମସ୍ତ ବିଦ୍ୟାଳୟ କୁ ଛାତ୍ରଛାତ୍ରୀ ମାନେ ଶିକ୍ଷା ଗ୍ରହଣ ପାଇଁ ଆସୁଛନ୍ତି ହେଲେ ପ୍ରଥମରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ମାନଙ୍କୁ ମୌଳିକ ସାକ୍ଷରତା ଓ ଗଣିତ ଜ୍ଞାନ ବଢେଇବା ପାଇଁ ହିଁଆଲ କ୍ଳଷ୍ଟରର ପ୍ରତ୍ୟେକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ଓ ଜନପ୍ରତିନିଧି ମାନଙ୍କୁ ନେଇ ଏକ ସଭା ଅନୁଷ୍ଠିତ ହୋଇଥିଲା।ଉନ୍ନିତ ଉଚ୍ଚ ବିଦ୍ୟାଳୟ, ଚଟୁଅନକାରେ ଶିକ୍ଷକ ବ୍ରଜ ମିଶ୍ରଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ଅତିଥି ଭାବରେ ଚଟୁଅନକା ସରପଂଚ ଶ୍ରୀ ଜ୍ଞାନ ରଂଜନ ତାଣ୍ଡି, ବୁରୋମାଲ ସରପଂଚ ଶ୍ରୀ ଜଗନ୍ନାଥ ନାଗ ଯୋଗଦେଇଥିଲେ।ସର୍ବ ପ୍ରଥମେ ମାଁ ସରସ୍ବତୀଙ୍କ ଫଟୋଚିତ୍ର ରେ ପୁଷ୍ପ, ଧୂପ ଅର୍ପଣ କରାଯାଇଥିଲା।ମାଝୀପଡା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତଥା ସାଧନକର୍ମୀ ଶ୍ରୀ ବିରଂଚି ନାରାୟଣ ଦାଶ ସ୍ୱ।ଗତ ଅଭିଭାଷଣ ଦେବା ସହିତ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ପରବର୍ତ୍ତୀ ସମୟରେ ସିଆରସିସି ଅମରେନ୍ଦ୍ର କୁମାର ବାଗ କିପରି କାର୍ଯ୍ୟକ୍ରମ ପାଇଁ କାଗଜପତ୍ର

ପ୍ରସ୍ତୁତ କରିବାକୁ ହେବ ତାରି ଉପରେ ଆଲୋଚନା କରିଥିଲେ।ସାଧନକର୍ମୀ ବିରଂଚି ନାରାୟଣ ଦାଶ  ଶିକ୍ଷକ ମାନେ ଛାତ୍ରଛାତ୍ରୀ ମାନଙ୍କ ସହିତ ବନ୍ଧୁତା ସ୍ଥାପନ କଲେ ସେମାନଙ୍କୁ ଶିକ୍ଷା ମନସ୍କ କରିହୁଏ ତେଣୁ ଜଣେ ମାଝୀପଡା ପ୍ରାଥମିକ ବିଦ୍ୟାଳୟର ଜଣେ ଭୁତପୂର୍ବ  ଭିନ୍ନକ୍ଷମ ଛାତ୍ର ଚକ୍ରଧର ମାଝୀର ଉଦାହରଣ ଦେବା ସହିତ ତାଙ୍କ ସହିତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ମଧ୍ୟରେ କଥାବାର୍ତ୍ତା କରେଇଥିଲେ।ପରିଶେଷରେ ଶିକ୍ଷୟିତ୍ରୀ ପୁଷ୍ପା ମଲ୍ଲିକ ଧନ୍ୟବାଦ ଅର୍ପଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ୱ।ର୍ଡ ସଭ୍ୟ ଶୋଭା ରଣା, ଶିକ୍ଷକ ସୌରଭ ବେହେରା, କିଶୋର ବରିହା, ଡିଙ୍ଗର ତାଣ୍ଡି ଆଦି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like