-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   (19-Aug-2026)       ||      ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   (19-Aug-2026)       ||      ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   (19-Aug-2026)       ||      ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   (19-Aug-2026)       ||      *ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   (19-Aug-2026)       ||      ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||     

HOME   ଜିଲ୍ଲା

ସମଗ୍ର ରାଜ୍ୟରେ କନ୍ଧମାଳ ଜିଲ୍ଲାର ଗୌରବ : ଆଇଟିଡିଏ ର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାଜ୍ୟରେ ପ୍ରଥମ

20-Apr-2022



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲାରେ  ଫୁଲବାଣୀ ଆଇଟିଡିଏ ରାଜ୍ୟରେ ଥିବା ୨୨ଗୋଟି ଆଇଟିଡିଏ ମଧ୍ୟରେ ଫୁଲବାଣୀ ଆଇଟିଡିଏ ହାସଲ କରିଛି ପ୍ରଥମ ସ୍ଥାନ । ଚଳିତବର୍ଷ ଜିଲ୍ଲା ପାଇଁ ଆଣିଦେଇଛି ଗୌରବ । ଫୁଲବାଣୀ, ଖଜୁରୀପଡ଼ା ଓ ଫିରିଙ୍ଗିଆ ବ୍ଲକକୁ ନେଇ ଫୁଲବାଣୀ ଆଇଟିଡିଏ ଗଠିତ । ଏହି ୩ଟି ବ୍ଳକର ଆଦିବାସୀ ମାନଙ୍କ ଜିବନ ଜୀବିକା ରେ ଉନ୍ନତି ଆଣିବା ସହ ସେମାନଙ୍କ ଜୀବନଶୈଳୀରେ ଯଥେଷ୍ଟ ପରିବର୍ତ୍ତନ ଆଣିପାରିଛି । ବିଭିନ୍ନ ଗ୍ରାମରେ ଥିବା ଗରୀବ ନାମ ମାତ୍ର ଚାଷୀଙ୍କୁ ଚିହ୍ନଟ କରି ସେମାନଙ୍କ ପଡିଆ ପଡିଥିବା ଜମିକୁ ମରାମତି କରିବାସହ ଚାଷ ପାଇଁ ମାଗଣାରେ ଉନ୍ନତ ଧରଣର ବିହନ ପ୍ରଦାନ, ପାଣି ପମ୍ପ ସମେତ ବିଭିନ୍ନ ପ୍ରକାର କୃଷି ଯନ୍ତ୍ରପାତି  ପ୍ରଦାନ ସାଙ୍ଗକୁ ବିଭିନ୍ନ ପ୍ରକାର ଧାନ ଓ ପନିପରିବା ଚାଷ ସମ୍ବନ୍ଧୀୟ ତାଲିମ ପ୍ରଦାନ କରି ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିପାରିଛି l ଏଥିସହ ମହିଳା ଏସଏଚଜି ଗଠନ କରି ଶତାଧିକ ଆଦିବାସୀ ମହିଳାଙ୍କୁ କୁକୁଡା, ମାଛ ଚାଷ, ଛେଳୀ ପାଳନ ପାଇଁ ପ୍ରୋସାହନ ଯୋଗାଇ ଦେବାରେ ପ୍ରମୁଖ ଭୂମିକା ଗ୍ରହଣ କରି ସଫଳତା ହାସଲ କରିଥିବାରୁ ଏହି ଆଇଟିଡିଏକୁ ସରକାର ପୁରସ୍କୃତ କରିଛନ୍ତି । ରାଜ୍ୟ ସରକାର ମାନପତ୍ର ସହ ପୁରସ୍କାର ରାଶି ବାବଦରେ ୧୦ ଲକ୍ଷ ଟଙ୍କା ମଧ୍ୟ ପ୍ରଦାନ କରିଛନ୍ତି l  ଜିଲ୍ଲାପାଳ ତଥା ଆଇଟିଡିଏ ଅଧ୍ୟକ୍ଷ ଡା. ବୁନ୍ଦା ଡି.ଙ୍କ ନିଷ୍ଠାପର ଉଦ୍ୟମ, ଆନ୍ତରୀକତା ଓ ଉଚିତ ମାର୍ଗଦର୍ଶନ ସାଙ୍ଗକୁ ପ୍ରକଳ୍ପ ପ୍ରଶାସକଙ୍କ କଠିନ ପରିଶ୍ରମ ଓ ଆଗ୍ରହ, ବିଶେଷକରି ସଠିକ ପରିଚାଳନା ଯୋଗୁଁ ଏହା ସମ୍ଭବ ହୋଇପାରିଛି । ପୁରସ୍କାର ପାଇବାପରେ ପ୍ରକଳ୍ପ ପ୍ରଶାସକଙ୍କ ନିକଟକୁ ବିଭିନ୍ନ ସ୍ତରରୁ ଶୁଭେଛାର ସୁଅ ଛୁଟିବାରେ ଲାଗିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଫୋଟୋଗ୍ରାଫି ଦିବସରେ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଫଟୋ ପ୍ରଦର୍ଶନୀ ll ପ୍ରଦର୍ଶିତ ହୋଇଛି ସଂସ୍କୃତି, ପରମ୍ପରା ଓ ଐତିହ୍ୟ ର ଅନେକ ଫଟୋ ll   19-Aug-2026
  ଜିଲ୍ଲା  
ଆରପାରିରେ ବିଶିଷ୍ଟ କୀର୍ତ୍ତନ ଗାୟକ ମକ୍ତାରି ସାହୁ। କୀର୍ତ୍ତନ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ।   19-Aug-2026
  ଜିଲ୍ଲା  
ନାକଟିଦେଉଳ ମାଟିର ଝିଅ କୁମୁଦିନୀଙ୍କୁ ଡିଜିପି ଡିସ୍କ କର୍ତ୍ତବ୍ୟନିଷ୍ଠା ଓ ଉଲ୍ଲେଖନୀୟ ସେବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ମଧ୍ୟ ସମ୍ବର୍ଦ୍ଧନା   19-Aug-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ ଦ୍ୱିତୀୟ ଦିବସ, ଖୁର୍ଡିଆବାହଲ,ସିଲାଟି, କଦଳିପାଳି,ଖଇରମାଲ ବିଜୟୀ।   19-Aug-2026
  ଜିଲ୍ଲା  
*ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଲାଗି ସମୀକ୍ଷା ବୈଠକ*-   19-Aug-2026
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026

You Might Also Like