-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   (19-Aug-2026)       ||      ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||     

HOME   ରାଜ୍ୟ

ତିନି ଦଶନ୍ଧିରୁ ଉର୍ଦ୍ଧ୍ୱକାଳ ଧରି ସାମାଜିକ ଓ ସାଂସ୍କୃତିକ କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ପାଇଁ ନୀଳାଦ୍ରି ବିହାର ଯୁବ ଓ ସାଂସ୍କୃତିକ ସଂଘ ସମ୍ବର୍ଦ୍ଧିତ “ମହାବୀର ନାଟ୍ୟ ଗୌରବ ସମ୍ମାନ ପ୍ରଦାନ”

21-Apr-2022



ଭୁବନେଶ୍ୱର(ପ୍ରେରଣା ଖବର) - ଦୀର୍ଘ ତିନି ଦଶନ୍ଧିରୁ ଉର୍ଦ୍ଧ୍ୱକାଳ ଧରି ସାମାଜିକ ଓ ସାଂସ୍କୃତିକ କ୍ଷେତ୍ରକୁ ଉଲ୍ଲେଖନୀୟ ଅବଦାନ ସହ ରାଜ୍ୟର ବିଭିନ୍ନ ପ୍ରାନ୍ତରେ କଳା ଓ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ବିଭିନ୍ନ ଅନୁଷ୍ଠାନ ଗଠନରେ ସାମିଲ ହେବା ସହ ଉତ୍ସାହ ପ୍ରଦାନ ସହ ବିଶେଷ କରି ନାଟକ ପରିବେଷଣ କରି ଯାତ୍ରା ସଂସ୍କୃତିକୁ ଉଦ୍‌ଜୀବିତ କରି ଆସୁଥିବା ରାଜ୍ୟର ଅଗ୍ରଣୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ନୀଳାଦ୍ରିବିହାର ଯୁବ ଓ ସାଂସ୍କୃତିକ ସଂଘକୁ ମହାବୀର ନାଟ୍ୟ ଗୌରବ ସମ୍ମାନ ପ୍ରଦାନ ସହିତ ସମ୍ବର୍ଦ୍ଧିତ କାରାଯାଇଛି । ଏହି ଉପଲକ୍ଷେ ମହାବୀର କ୍ରିୟା ଅନୁଷ୍ଠାନ କମିଟି ପକ୍ଷରୁ ମହାବୀର ଯୁବ ଓ ସାଂସ୍କୃତିକ ସଂଘ ତରଫରୁ ଆୟୋଜିତ ଏକ ବର୍ଣ୍ଣାଢ୍ୟ ଉତ୍ସବରେ ସଂଘର ସଭାପତି ଡ. ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ ତଥା ସଂପାଦକ ବିଶ୍ୱଜିତ୍ ପଟ୍ଟନାୟକଙ୍କୁ ଉପଢୌକନ, ମାନପତ୍ର ତଥା ପୁଷ୍ପଗୁଚ୍ଛ ଦିଆଯାଇ ଏହି ସମ୍ମାନ ଜନକ ସମ୍ମାନରେ ସମ୍ମାନୀତ କରାଯିବା ସହ ସଂଘକୁ ସମ୍ବର୍ଦ୍ଧିତ କରାଯାଇଥିଲା ।  ପରମ୍ପରାକୁ ବଜାୟ ରଖି ଏହି ଅବସରରେ ଦୁଇଟି ଅହୋରାତ୍ର ନାଟକ ଯଥା ସ୍ଥାନୀୟ କଳାକାରମାନଙ୍କୁ ନେଇ ‘ସୁଖ ପାଖେ ଦୁଃଖ ବନ୍ଧା ପଡିଛି’ ଏବଂ ମା ଗୌରି କ୍ଲବ୍‌ର କଳାକାରମାନଙ୍କ ଦ୍ୱାରା ‘କାଲିର ବନ୍ଧନ କଳା ଚନ୍ଦନ’  ମ ସ୍ଥ କରାଯାଇଥିଲା । ଏଥି ସହ ନାଟ୍ୟ ନିର୍ଦ୍ଦେଶକ ତ୍ରିଦେବ ଛୋଟରାୟ. ସଂଗୀତ ନିର୍ଦ୍ଦେଶକ ବିନୟ କୁମାର ଦାସଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମକୁ ସଂସ୍କୃତି ପ୍ରେମୀ, ଅଭିନେତା ଓ ସଂଗଠକ ପ୍ରଦୀପ କୁମାର ସ୍ୱାଇଁ ସଂଯୋଜନା କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନ ସଭାପତି ଦୁଃଶାସନ ସ୍ୱାଇଁ, ସଂପାଦକ ତଥା ପୂର୍ବତନ ବ୍ଲକ୍ ଚେୟାରମ୍ୟାନ କୈଳାସ ଚନ୍ଦ୍ର ସ୍ୱାଇଁ, କୋଷାଧ୍ୟକ୍ଷ ଭଗବାନ ସାହୁ ତଥା ଅନଷ୍ଠାନର ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । କଳା ଓ ସଂସ୍କୃତିକୁ ବଜାୟ ରଖିବା ଏକ ମହାନ ପର୍ବ ଏବଂ ତାକୁ ବ ।ଇ ରଖି ପାଳନ କରିବା ସମସ୍ତଙ୍କର ଦାୟିତ୍ୱ  ବୋଲି ସମ୍ବର୍ଦ୍ଧନା ଉତ୍ତରରେ ମତବ୍ୟକ୍ତ କରାଯାଇଥିଲା । ସଂଘର ଏହି ଆଭିମୁଖ୍ୟକୁ ସବୁ ମହଲରେ ପ୍ରଶଂସା କରାଯାଇଛି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୁଣ୍ଡା ସାହୁ ଅପହରଣ କାଣ୍ଡ ♦️ତଥାପି ଅପହରଣର କାରଣ ଅସ୍ପଷ୍ଟ !   19-Aug-2026
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026

You Might Also Like