-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   (19-Aug-2026)       ||      ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||     

HOME   ଜିଲ୍ଲା

ଆସନ୍ତା ୧୪ ତାରିଖରୁ ହରିଶଙ୍କର ଠାରେ ବୈଶାଖୀ ମେଳା ତଥା ନୃସିଂହ ଚତୁର୍ଦ୍ଦଶୀ : ପ୍ରସାଶନ ପକ୍ଷରୁ ପ୍ରସ୍ତୁତି

21-Apr-2022



ଖପ୍ରାଖୋଲ /ପାଟଣାଗଡ଼,(ବସନ୍ତ ମେହେର )ବଲାଙ୍ଗିର ଜିଲ୍ଲାର ଏକମାତ୍ର ଶୈବ ପୀଠ ହରିଶଙ୍କରରେ ଆସନ୍ତା ମାସ ୧୪ରୁ ୧୬ ପର୍ଯ୍ୟନ୍ତ ବୈଶାଖୀ ମେଳା ତଥା ନୃସିଂହ ଚତୁର୍ଦ୍ଦଶୀ ମେଳା ଅନୁଷ୍ଠିତ ହେବ । ସେଥିପାଇଁ ପାଟଣାଗଡ଼ ଉପଜିଲ୍ଲାପାଳଙ୍କ ଅଫିସ ପ୍ରକୋଷ୍ଠରେ ବିଜୟା ନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସହକାରୀ ଜିଲ୍ଲାପାଳ କ୍ଷୀରୋଦ ସାହୁ ପ୍ରଥମେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ପରେ ହରିଶଙ୍କର ମେଳା ଉପରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରାଯାଇଥିଲା । ଉପଖଣ୍ଡର ସମସ୍ତ ଅଧିକାରୀମାନେ ଯୋଗଦେଇ ଉକ୍ତ ମେଳାକୁ କିପରି ସଫଳ କରାଯିବ ସେନେଇ ଆଲୋଚନା କରିଥିଲେ ।
ସୂଚନାଯୋଗ୍ୟ, ଗତ ୨ବର୍ଷ ହେବ କରୋନା ଯୋଗୁ ମେଳା ବନ୍ଦ ରହିଥିଲା । ତେଣୁ ଏ ବର୍ଷ ନୃସିଂହ ମେଳାରେ ବହୁ ସଂଖ୍ୟକ ଭକ୍ତଙ୍କ ଭିଡ଼ ଆଶଙ୍କା ଦୃଷ୍ଟିରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରାଯାଇଛି । ମେଳାକୁ ଅଧିକ ଆକର୍ଷଣୀୟ କରାଯିବ ବୋଲି ଉପଜିଲ୍ଲାପାଳ ଶ୍ରୀ ସେଠୀ ସୂଚନା ଦେଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଖପ୍ରାଖୋଲ ବିଡ଼ିଓ ରଶ୍ମିରଞ୍ଜନ ରାଉତ, ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ପାଟଣାଗଡ଼ ଉପଖଣ୍ଡର ପୁଲିସ ଅଧିକାରୀ ଜ୍ୟୋର୍ତିମୟ ଭୁକ୍ତା, ଗ୍ରାମ୍ୟ ଜଳ ଯୋଗାଣ ଏସଡିପିଓ ଗଗନ କିଷାନ, ସ୍ଥାନୀୟ ପୂର୍ତ୍ତ ବିଭାଗର ଏସଡିଓ ଅରୁଣ ପ୍ରକାଶ ଟେଟୋ, ବିଦ୍ୟୁତ ବିଭାଗର ଏସଡିଓ ଦେବଦତ୍ତ ମହାପାତ୍ର ସମେତ ସମସ୍ତ ବିଦ୍ୟୁତ ଅଫିସର ଓ ପାଟଣାଗଡ଼ର ସାମ୍ବାଦିକମାନେ ଅଂଶଗ୍ରହଣ କରିଥିଲେ । ଶେଷରେ ସହକାରୀ ଜିଲ୍ଲାପାଳ କ୍ଷୀରୋଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମପାହାଡରେ ସହିଦ ଧରମସିଂମାଝୀ ମାନଧାତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି   19-Aug-2026
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026

You Might Also Like

                       
  ଜିଲ୍ଲା  

ବରୀ ରେ ବନ୍ୟା