-+91-9937148622 |

prerana_bgr@rediffmail.com |

  Wednesday 19th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ବିଷଧର ସର୍ପ କାମୁଡ଼ା ରେ ମାଆ ଝିଅ ଉଭୟଙ୍କ ମୃତ୍ୟୁ

22-Apr-2022



ନୂଆପଡ଼ା:-ନୂଆପଡ଼ା ବ୍ଳକ ଅଧିନରେ ଯାଉଥିବା ଧରମବନ୍ଧା ପୋଲିସ ଷ୍ଟେସନ ଅନ୍ତର୍ଗତ କେନ୍ଦୁବାହାର ଗ୍ରାମର ଶ୍ୟାମଲାଲ ଶବର ଙ୍କ ଧର୍ମପତ୍ନୀ ନିରାଶା ଶବର ବୟସ ପାଖାପାଖି ୩୮ ବର୍ଷ ଏବଂ ଝିଅ ସବିତା ଶବର ବୟସ ୧୫ ବର୍ଷ ଯେ'କି ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିଲେ, ମା ଝିଅ ଗତକାଲି ରାତିରେ ଘରେ ତଳେ ଶୋଇଥିବା ସମୟରେ ତାଙ୍କ ପାଇଁ କାଳରାତ୍ରୀ ହୋଇଯାଇଥିଲା । ହଠାତ୍ ଶୋଇଥିବା ସମୟରେ ଏକ କଲେତ ସାପ ଦୁହିଁଙ୍କୁ କାମୁଡି  ଦେଇଥିଲା । ମା ଝିଅ ଉଭୟ ଙ୍କୁ ସଙ୍ଗେ ସଙ୍ଗେ ପରିବାର ଲୋକେ ନୂଆପଡ଼ା ଜିଲ୍ଲା ସରକାରୀ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଆଣିଥିଲେ ।ହେଲେ ସେମାନେ ଚେତାଶୂନ୍ୟ ଫଳତଃ ଡାକ୍ତର ତାଙ୍କୁ ବୁର୍ଲା ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରିଥିଲେ । ଆମ୍ବୁଲାନ୍ସ ରେ ସେମାନେ ବୁର୍ଲା ରାସ୍ତା ରେ ଥିବା ସମୟରେ ବାଟରେ ଉଭୟ ଙ୍କ ମୃତ୍ୟୁ ଘଟିଥିଲା ।ଏ ସମ୍ପର୍କରେ ଧରମବନ୍ଧା ଥାନାର ଭାରପ୍ରାପ୍ତ ଥାନାଧିକାରୀ ସଞ୍ଜୁକ୍ତା ବାର୍ଲା ଙ୍କୁ ପଚାରିବାରୁ ସେ ଏ ସମ୍ପର୍କରେ ଅବଗତ ଅଛନ୍ତି ।ଆମ ଷ୍ଟାଫ୍ ଘଟଣା ର ତଦନ୍ତ କରି ମୃତ ଶବପାଖକୁ ଯାଉଛନ୍ତି । ପୋଷ୍ଟମର୍ଟମ ପରେ ଦୁଇଜଣଙ୍କ ମୃତ ଶରୀରକୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା