-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ରାଜ୍ୟ

୭ଟି ଜିଲ୍ଲାରୁ ୪ଲକ୍ଷ ୧୨ହଜାର ୨୯୬ଜଣ ଚାଷୀଙ୍କୁ ମିଳିଛି ଟୋକନ – ଖାଉଟି କଲ୍ୟାଣ ମନ୍ତ୍ରୀ

19-Nov-2020



ଭୁବନେଶ୍ବର (ପ୍ରେରଣା ଖବର) - ରାଜ୍ୟରେ ଧାନ ବିକ୍ରି ପାଇଁ ମଣ୍ଡି ଖୋଲିବା ଓ ଚାଷୀମାନେ ଟୋକନ ପାଇବା ସମସ୍ୟା ନେଇ ବାରମ୍ବାର ଅଭିଯୋଗ ଆସିବା ପରେ ରାଜ୍ୟ ସରକାର ସେ କ୍ଷେତ୍ରରେ ତତ୍ପରତା ଦେଖାଇଛନ୍ତି। ଆଜି ଖାଉଟି କଲ୍ୟାଣ ତଥା ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଟ୍ୱିଟ କରିଛନ୍ତି। ରାଜ୍ୟର ୭ଟି ଜିଲ୍ଲାରୁ ମୋଟ ୪ ଲକ୍ଷ ୬୧ ହଜାର ୪୬୨ ଜଣ ଚାଷୀ ପଞ୍ଜୀକୃତ କରିଥିବା ବେଳେ ତନ୍ମଧ୍ୟରୁ ୪ ଲକ୍ଷ ୧୨ ହଜାର ୨୯୬ ଜଣ ଚାଷୀ ଟୋକନ ପାଇ ସାରିଛନ୍ତି।

  ଆଜି ସୁଦ୍ଧା ରାଜ୍ୟର ୭ଟି ଜିଲ୍ଲାରୁ ମୋଟ ୪ ଲକ୍ଷ ୬୧ ହଜାର ୪୬୨ ଜଣ ଚାଷୀ ପଞ୍ଜୀକୃତ କରିଥିବା ବେଳେ ତନ୍ମଧ୍ୟରୁ ୪ଲକ୍ଷ ୧୨ହଜାର ୨୯୬ଜଣ ଚାଷୀଭାଇମାନେ ନିଜ ନିଜର ଟୋକନ ମଧ୍ୟ ପାଇ ସାରିଛନ୍ତି। 


*ସୂଚନା ମୁତାବକ, ବରଗଡ଼ ଜିଲ୍ଲାରେ ୧ ଲକ୍ଷ ୩୩ ହଜାର ୯୩ ଜଣ ପଂଜିକୃତ ଚାଷୀଙ୍କ ମଧ୍ୟରୁ ୧ ଲକ୍ଷ ୨୯ ହଜାର ୨୩୮ ଜଣଙ୍କ ତନଖି ସାରିଥିବା ବେଳେ ୧ ଲକ୍ଷ ୨୭ ହଜାର ୨୩୦ ଜଣ ଚାଷୀଙ୍କୁ ଟୋକନ ମିଳିଛି। ସେହିପରି ବଲାଙ୍ଗୀରରେ ୬୬ ହଜାର ପଂଜିକୃତ ଚାଷୀଙ୍କ ମଧ୍ୟରୁ ୫୭ ହଜାର ୫୬୦ ଜଣ, କଳାହାଣ୍ଡିରେ ୮୪ ହଜାର ୫୩ ଜଣ ପଂଜିକୃତ ଚାଷୀଙ୍କ ମଧ୍ୟରୁ ୮୨ ହଜାର ୧୦୯ ଜଣ, କୋରାପୁଟରେ ୩୪ ହଜାର ୯୪୩ ଜଣ ପଂଜିକୃତ ଚାଷୀଙ୍କ ମଧ୍ୟରୁ ୨୫ ହଜାର ୬୫ ଜଣ, ନୂଆପଡ଼ାରୁ ୩୩ ହଜାର ୭୪୨ ଜଣ ପଂଜିକୃତ ଚାଷୀଙ୍କ ମଧ୍ୟରୁ ୩୧ ହଜାର ୩୦୬ ଜଣ, ସମ୍ବଲପୁରରେ ୫୩ ହଜାର ୧୪୭ ଜଣ ପଂଜିକୃତ ଚାଷୀଙ୍କ ମଧ୍ୟରୁ ୫୧ ହଜାର ୬୬୮ ଜଣ ଓ ସୋନପୁରରେ ୫୫ ହଜାର ୭୦୨ ଜଣ ପଂଜିକୃତ ଚାଷୀଙ୍କ ମଧ୍ୟରୁ ୩୭ ହଜାର ୩୫୮ ଜଣ ଚାଷୀ ଟୋକନ ପାଇଥିବା ମନ୍ତ୍ରୀ ଟ୍ୱିଟ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like