-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   (18-Aug-2026)       ||      ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||     

HOME   ଜିଲ୍ଲା

ବୌଦ୍ଧ ଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ଅନ୍ତର୍ଭୁକ୍ତ ହିତାଧିକାରୀ ମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ

22-Apr-2022



ବୌଦ୍ଧ(ପ୍ରେରଣା ଖବର) ଆଜି ଦିନ ୧୧ ଘଟିକା ସମୟରେ ଟାଉନ ହଲ, ବୌଦ୍ଧ ଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ଅନ୍ତର୍ଭୁକ୍ତ ହିତାଧିକାରୀ ମାନଙ୍କୁ କାର୍ଯ୍ୟାଦେଶ ବଣ୍ଟନ ସମାରୋହ ଅନୁଷ୍ଠିତ ହୋଇ ଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବେ  ଜ଼ିଲ୍ଲାପାଳ, ବୌଦ୍ଧ ଶ୍ରୀଯୁକ୍ତ ଲଲାଟେନ୍ଦୁ ମିଶ୍ର, ସମ୍ମାନିତ ଅତିଥି ଭାବେ  ଅଧ୍ୟକ୍ଷ, ଏନ. ଏ. ସି. ମୃତ୍ୟୁଞ୍ଜୟ ମିଶ୍ର, ଉପ -ନଗରପାଳ ସୁବାସିନୀ ସେଠୀ, ଜ଼ିଲ୍ଲା ସୂଚନା  ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ  ଯୋଗ ଦେଇଥିଲେ l କାର୍ଯ୍ୟ ନିର୍ବାହୀ ଅଧିକାରୀ, ବୌଦ୍ଧଗଡ଼ ଏନ. ଏ. ସି. ଇଂ. ମନୋରଞ୍ଜନ ପଣ୍ଡା  ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ଦେଇଥିଲେ l ନଗରପାଳ ଶ୍ରୀ ମିଶ୍ର ହିତାଧିକାରୀ ମାନେ  କାର୍ଯ୍ୟl ଦେଶ ପାଇବା ମାତ୍ରେ କାମ ଯଥା ଶୀଘ୍ର ଆରମ୍ଭ କରିବାକୁ ସମସ୍ତ ହିତାଧିକାରୀ ଙ୍କୁ ଆହ୍ୱାନ କରିଥିଲେ l ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲାପାଳ ଶ୍ରୀ ମିଶ୍ର ଯୋଗ ଦେଇ କାର୍ଯ୍ୟlଦେଶରୁ ପ୍ରକୃତ ହିତାଧିକାରୀ  ସୁଫଳ ପାଇବା ସହ ନିର୍ଧାରିତ ସମୟ ଭିତରେ କଲେ  ପ୍ରୋତ୍ସାହନ ରାଶି ମିଳିବ ବୋଲି ମତ ବ୍ୟକ୍ତ କରିବା ସହ  ସମସ୍ତ ଅତିଥି, ସମସ୍ତ କାଉନସିଲର, ଇ. ଓ. ଶ୍ରୀ ପଣ୍ଡା ୩୪ ଟି ନିଜସ୍ୱ ପଟା ଏବଂ  ୨୩୫ ହିତାଧିକାରୀ ଙ୍କୁ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ

ବଣ୍ଟନ କରିଥିଲେ l ଏହି କାର୍ଯ୍ୟକ୍ରମରେ କର୍ମଚାରୀ ପ୍ରଫୁଲ୍ଲ କୁମାର ପଟ୍ଟନାୟକ, ଗୋଷ୍ଠୀ ସଂଗଠିକା ସୁପର୍ଣ୍ଣା ମହାନ୍ତି, ଯାଗl ସଂଯୋଜିକା ରାହୁଲ ପାଳ, ପରାମର୍ଶ ଦାତା ଜଗମୋହନ ମହାରଣା, ଏନ. ଏ. ସି. ର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ସମସ୍ତ କାଉନସିଲର, ଗଣ ମାଧ୍ୟମ ପ୍ରତିନିଧି, ବସ୍ତି  ବାସିନ୍ଦା, ସମସ୍ତ ୱାର୍ଡ ର ହିତାଧିକାରୀ ଯୋଗ ଦେଇ ଥିଲେ l ଏହି କାର୍ଯ୍ୟକ୍ରମକୁ   ପ୍ରଫୁଲ୍ଲ କୁମାର ପଟ୍ଟନାୟକ, ଇ ଓ ଶ୍ରୀ ମିଶ୍ର ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁମାନବ ଗଢ଼ିବାର ଶ୍ରେଷ୍ଠ ସମୟ ଛାତ୍ର ଜୀବନ: ନୀଳଜି ସରସ୍ବତୀ ଶିଶୁ ମନ୍ଦିରର ସ୍ୱାଧୀନତା ଦିବସ ପାଳନ ଅବସରରେ ରେ ବାର୍ତ୍ତା ଦେଲେ ମୁଖ୍ୟ ଅତିଥି   18-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026

You Might Also Like

                   
  ଜିଲ୍ଲା  

ବରୀ ରେ ବନ୍ୟା