-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   (18-Aug-2026)       ||      ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   (18-Aug-2026)       ||      ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||     

HOME   ଜିଲ୍ଲା

କଟକ ଜ଼ିଲ୍ଲା ସଭାପତି ତଥା ତିର୍ତ୍ତୋଲ ର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

22-Apr-2022



ତିର୍ତ୍ତୋଲ (ଅମୃତ ନନ୍ଦ)- କଟକ ର ପୂର୍ବତନ ବିଧାୟକ ତଥା କଟକ ଜ଼ିଲ୍ଲା ସଭାପତି ଦେବାଶିଷ ସାମନ୍ତରାୟ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଲେ ତିର୍ତ୍ତୋଲ ବିଜୁ ଜନତା ଦଳର କର୍ମକର୍ତ୍ତା ।  ଆଜି ତିର୍ତ୍ତୋଲ ବ୍ଲକ କୋଲର ପଂଚାୟତ ରେ ପୂର୍ବତନ ବିଧାୟକ ତଥା କଟକ ଜ଼ିଲ୍ଲା ସଭାପତି ଦେବାଶିଷ ସାମନ୍ତରାୟ ଙ୍କୁ ତିର୍ତ୍ତୋଲ ବ୍ଲକ ଅଧକ୍ଷ ମନୋଜ ବେହେରା, ଉପାଧ୍ୟାକ୍ଷା ସନ୍ଧ୍ୟା ରାଣୀ ମହାନ୍ତି, ରଘୁନାଥପୁର ବ୍ଲକ ଉପାଧ୍ୟାକ୍ଷ ତଥା ବ୍ଲକ ବିଜେଡି ସଭାପତି ଦେବାଶିଷ ତ୍ରିପାଠୀ ପ୍ରମୁଖ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିବା ଦେଖିବାକୁ ମିଳିଛି ।  କଟକ ମେୟର ନିର୍ବାଚନ ରେ ଶ୍ରୀଯୁକ୍ତ ସାମନ୍ତରାୟ ଙ୍କ ପ୍ରଚେଷ୍ଟା ରେ ବିଜେଡି ପ୍ରାଥୀ ସୁବାଷ ସିଂହ ଙ୍କ ବିଜୟ ଲାଭ ତଥା କଟକ ର କାଉନସିଲର ମାନଙ୍କ ର ବିଜୟ କରିଥିବାରୁ ଆଜି କୋଲରସ୍ଥିତ ଦେବାଶିଷ ସାମନ୍ତରାୟ ଙ୍କ ବାସଭବନ ରେ ତିର୍ତ୍ତୋଲ ବିଜେଡି ର ଭେଟରାନ ନେତା ମାନେ ଦେବାଶିଷ ସାମନ୍ତରାୟ ଙ୍କୁ ପୁଷ୍ପ ଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା କରିଥିଲେ ।  ଏଥିରେ  ଆଲୋକ ଦାସ, ନାରାୟଣ ନାୟକ, ସୁଦୀପ୍ତ ରାଉତ, ତିର୍ତ୍ତୋଲ ର ପୂର୍ବତନ ବ୍ଲକ ବିଜେଡି ସଭାପତି ଅଶ୍ୱିନୀ ଦାସ, ବ୍ଲକ ବିଜେଡି ସଭାପତି ଗଙ୍ଗାଧର ବିଶ୍ୱାଳ, ଏକ ନମ୍ବର ଜୋନ ଜ଼ିଲ୍ଲାପରିଷଦ ରଂଜିତା ସିଂହ, ଜ଼ିଲ୍ଲାପରିଷଦ ସୁନୀଲ ବେହେରା, ବିକ୍ରମ ରାଉତ, ହାଜି ଶେଖ କାଳିମୁଲ୍ଲା, ଚିତ୍ତରଞ୍ଜନ ରଥ, ସୁବ୍ରତ ଦାଶ, ବିକ୍ରମ ମହାନ୍ତି, ସୂର୍ଯ୍ୟ ନାରାୟଣ ବେହେରା, ଅଭିମନ୍ୟୁ ମହାନ୍ତି, କୁନା ମନହୋରି, କୋଲର ସରପଞ୍ଚ, ଆମ୍ବେରୀ ସରପଞ୍ଚ, ଶିତିକଣ୍ଠ ସ୍ୱାଇଁ, ବୈରାଗୀ ସ୍ୱାଇଁ, ତାରାକାନ୍ତ ଜେନା, ଶଙ୍କର ରାଉତ, ଦିଲୀପ ମହାନ୍ତି, ଦିଲୀପ ଦାସ, ସିଦ୍ଧାର୍ଥ ଶଙ୍କର ରାଉଳ, ପ୍ରଭାତ ମହାନ୍ତି,କୃଷ୍ଣ ଚନ୍ଦ୍ର ମଲ୍ଲିକ, ଜିତେନ୍ଦ୍ର ମଲ୍ଲିକ, ଅରୁଣ ସୁତାର, ପ୍ରବୀର ରାୟ, ବାଲିକଣି ପୂର୍ବତନ ସରପଞ୍ଚ ପ୍ରମୋଦ ସ୍ୱାଇଁ, କୋଳରେ ସମିତି ସଭ୍ୟା ରାଜକୁମାରୀ ଦାସ, ଲୋଟନ ସ୍ୱାଇଁ, ଇବ୍ରିସଙ୍ଗି ସମିତି ସେଭ୍ୟା ସୁଭଦ୍ରା ଦାସ,  କୃଷ୍ଣାନନ୍ଦପୁର ସମିତିସଭ୍ୟ ସୁବାଷ ବେହରା, ରବୀନ୍ଦ୍ର ସ୍ୱାଇଁ, ବିଚତ୍ରା ନନ୍ଦ ସାହୁ, ନାରାୟଣ ନାୟକ, ଅଶ୍ୱିନୀ ମଲ୍ଲିକ, ମାନସ ମହାନ୍ତି, ଶଶିକାନ୍ତ ଗୋପାଳପୁର ସମିତିସଭ୍ୟା ବିଷ୍ଣୁ ପ୍ରିୟା ପ୍ରଧାନ, ଲୋଟନ ସ୍ୱାଇଁ, ପ୍ରମୋଦ କୁମାର ମାଝୀ ସମେତ ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ଶତାଧିକ ବିଜେଡି କର୍ମୀ ଯୋଗଦେଇ ପୂର୍ବତନ ବିଧାୟକ ଶ୍ରୀଯୁକ୍ତ ସାମନ୍ତରାୟ ଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରରେ ବିଜେଡି ପକ୍ଷରୁ ବିଶାଳ ଶିକ୍ଷାବଞ୍ଚାଅ ଶୋଭାଯାତ୍ରା,ଗଣଶିକ୍ଷାମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ତୋରଣ ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କୁ ଲିଖିତ ଅଭିଯୋଗ   18-Aug-2026
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026

You Might Also Like

               
  ଜିଲ୍ଲା  

ବରୀ ରେ ବନ୍ୟା