-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ରାଜ୍ୟ

ପାନୀୟ ଜଳ ସମସ୍ୟାକୁ ନେଇ ଜନସ୍ୱାସ୍ଥ୍ୟ ଅଧିକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ନାଗରିକ କମିଟି

22-Apr-2022



ବଲାଙ୍ଗିର(ପ୍ରେରଣା ଖବର)- ବଲାଙ୍ଗିର ସହରରେ ପାନୀୟ ଜଳର ଉତ୍କଟ ଅଭାବ ସଂପର୍କରେ  ସ୍ଥାନୀୟ ଜନସ୍ୱାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯନ୍ତ୍ରୀମାନଙ୍କ ସହ ନାଗରିକ କମିଟିର କର୍ମକର୍ତ୍ତା ମାନେ ଆଲୋଚନା କରିଥିଲେ । ଅଧିକ୍ଷଣ ଯନ୍ତ୍ରୀ ପାର୍ବତୀ ମୋହନ ପରିଡାଙ୍କ କହିବା ଅନୁସାରେ ସହରରେ ଦୈନିକ ୧୫୦ ଲକ୍ଷ ଲିଟର ପାନୀୟ ଜଳ ଆବଶ୍ୟକ ପଡୁଥିବା ବେଳେ ବର୍ତ୍ତମାନ ୧୨୦ ଲକ୍ଷ ଲିଟର ଜଳ ଯୋଗାଣ ହୋଇପାରୁଛି । ନନ୍ଦନମାଲ ମହାନଦୀରୁ ପାଣି ଯୋଗାଣ ବନ୍ଦ ହୋଇଯାଇଥିବାରୁ ବର୍ତ୍ତମାନ ତରଭା ନିକଟସ୍ଥ ବୁଦେଲମୁଣ୍ଡାରୁ ଦୁଇଟି ୨୧୪ ଏଚ୍‌ପି ର ଭି.ଟି ପମ୍ପ ସାହାଯ୍ୟରେ ପାନୀୟ ଜଳ ଯୋଗାଣ କରାଯାଉଛି । କିନ୍ତୁ ବର୍ତ୍ତମାନ ଜଳପତ୍ତନ ପ୍ରାୟ ୧ ଫୁଟ କମ ହୋଇଯାଉଥିବାରୁ ଜଳ ଯୋଗାଣରେ ବ୍ୟାଘାତ ସୃଷ୍ଟି ହେଉଛି । ପୁଣି ଜଳ ଉଠାଇବା ଓ ଯୋଗାଣ କରିବା ପାଇଁ  ଉଭୟ ପଟୁ ବିଦ୍ୟୁତ ସରବରାହ ଉପରେ ନିର୍ଭର କରିବାକୁ ପଡୁଛି । ବିଦ୍ୟୁତ ବନ୍ଦ ହେଲେ ଯୋଗାଣରେ ଅସୁବିଧା ହେଉଥିବା ଯନ୍ତ୍ରୀ ପ୍ରକାଶ କରିଥିଲେ । ଏଠାରେ ଆଉ ଗୋଟିଏ ପମ୍ପ ଯଥାଶୀଘ୍ର କାର୍ଯ୍ୟକାରୀ କରାଯିବ ଓ ତିନି ଦିନ ଭିତରେ ଜଳ ଯୋଗାଣରେ ଅସୁବିଧା ହେବ ନାହିଁ ବୋଲି ଯନ୍ତ୍ରୀ ପ୍ରକାଶ କରିଥିଲେ । 
    ଉପଲବ୍ଧ ପାନୀୟ ଜଳକୁ ସହରର ସମସ୍ତ ପଡାରେ ଉଚିତ ବଣ୍ଟନ କରିବାରେ ଜନସ୍ୱାସ୍ଥ୍ୟ ବିଭାଗ ବିଫଳ ହୋଇଥିବାରୁ କମିଟି ତରଫରୁ ଘୋର ଉଦ୍‌ବେଗ ପ୍ରକାଶ ପାଇଥିଲା । ଯେପରି ସମସ୍ତ ଜନସାଧାରଣ ପାନୀୟ ଜଳ ପାଇପାରିବେ ତାର ବ୍ୟବସ୍ଥା ନ ହେଲେ ପରିଣତି ଭୟବହ ହେବ ବୋଲି କମିଟି ତରଫରୁ ସତର୍କ କରାଯାଇଥିଲା । ନାଗରିକ କମିଟିର ସଭାପତି ଇଂ ବେଲାର ସିଂ ଭୋଇ, ସାଧାରଣ ସଂପାଦକ ମନୋରଂଜନ ସାହୁ, ସହ-ସଂପାଦକ ଡା. ଚକ୍ରପାଣି ଦାଶ, ଆବାହକ ଗୋପବନ୍ଧୁ ପୁରୋହିତ, ସଲିମ ଖାନ ଓ ଦିବାକର ହୋତା ଆଲୋଚନା କରିଥିବା ବେଳେ କାର୍ଯ୍ୟାଳୟ ତରଫରୁ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବ୍ରତ ନାୟକ ଓ ପ୍ରକାଶ ବେହେରା ଅଧିକ୍ଷଣ ଯନ୍ତ୍ରୀଙ୍କୁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like