-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   (18-Aug-2026)       ||      ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   (18-Aug-2026)       ||      ବରୀ ରେ ବନ୍ୟା   (18-Aug-2026)       ||      *ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   (18-Aug-2026)       ||      କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!    (18-Aug-2026)       ||      ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   (18-Aug-2026)       ||      *ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||     

HOME   ମନୋରଞ୍ଜନ

ଝିଲିକ ମୋସନ ପିକ୍‌ଚର ଡବଲ ଧମାକା

22-Apr-2022



ଭୁବନେଶର: ଝିଲିକ ମୋସନ ପିକ୍‌ଚର୍ସ ଦର୍ଶକଙ୍କ ପାଇଁ ଭେଟି ଦବାକୁ ଯାଉଛି ଡବଲ ଧମାକା । ଗୋଟିଏ ଦିନରେ ଦୁଇଟି ଚଳଚ୍ଚିତ୍ରର ମହୁରତ  କରିଛି ଝିଲିକ ମୋସନ ପିକ୍‌ଚରସ । ଆଜି ଭୁବନେଶ୍ୱର ଠାରେ ଦୁଇଟି ଯାକ ଚଳଚ୍ଚିତ୍ରର ଶୁଭମହୁରତ ଅନୁଷ୍ଠିତ ହୋଇଛି । ଏହି ଦୁଇଟି ସିନେମା ମଧ୍ୟରୁ ଗୋଟିଏର ନାଁ ରହିଛି ତୋର ମୋର କଟି ଓ ଅନ୍ୟଟିର ନାଁ ରହିଛି ପ୍ରିୟେ ତୁ ମୋର ସିଏ । ତୋର ମୋର କଟି ଚଳଚ୍ଚିତ୍ରର ମୂଖ୍ୟ ଭୁମିକାରେ ଓଲିଉଡ ମେଗାଷ୍ଟାର ସିଦ୍ଧାନ୍ତ ମହାପାତ୍ର ନଜର ଆସିଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଶୈଳେନ୍ଦ୍ର, ଶୀତଲ, ଟୁକୁନା ଷ୍ଟାଇଲିସ, ସୁଦୀପ୍ତ, କାଳିଆ ଷଣ୍ଢ, ଜୀବନ ପଣ୍ଡା, ଐଶ୍ୱର୍ଯ୍ୟା, ସୁଧାଂଶୁ ମୋହନ ସାହୁ, ଟୁଟୁ ନାୟକ ପ୍ରମୁଖ ନଜର ଆସିବେ ।

ସେହିପରି ଦ୍ୱିତୀୟ ସିନେମା ପ୍ରିୟେ ତୁ ମୋର ସିଏରେ ଅମ୍ଳାନ ନାୟକ ଭୂମିକାରେ ନଜର ଆସିଥିବା ବେଳେ ଏଲିନା ଓ ବବି ମିଶ୍ର ମଧ୍ୟ ନଜର ଆସିବେ । ଏମାନଙ୍କ ସହ ସୋମା ଭୌମିକ, ଅମର, ଗୁଡୁ, ଧରିତ୍ରୀ ଖଣ୍ଡୁଆଳ, ପୃଥ୍ୱୀରାଜ ନାୟକ, ଟିଲୁ ଭାଇ ଓ ଇଲୁ ବାନାର୍ଜୀ ପ୍ରମୁଖ ଅଭିନୟ କରିଛନ୍ତି । ରମେଶ ରାଉତ ତୋର ମୋର କଟି ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଦେଇଥିବା ବେଳେ ଏଥିରେ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ପ୍ରେମାନନ୍ଦ । ସେହିଭଳି ପ୍ରିୟେ ତୁ ମୋର ସିଏ ଚଳଚ୍ଚିତ୍ରରେ ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି ସୁଧାଂଶୁ ସାହୁ । ଏଥିରେ ବୈଦ୍ୟନାଥ ଦାସ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି । ଉଭୟ ଚଳଚ୍ଚିତ୍ରର ପ୍ରଯୋଜନା ଦାଇତ୍ୱ ସମ୍ଭାଳିଛନ୍ତି ଅଭିନେତ୍ରୀରୁ ପ୍ରଯୋଜନାରେ ପାଦ ଥାପିଥିବା ଝିଲିକ ଭଟ୍ଟାଚାର୍ଯ୍ୟ ।

ଆଜିର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ସମାଜସେବୀ ପ୍ରତିମା ଘଡେଇ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ, ଅନ୍ୟମାନଙ୍କ ଭିତରେ ପ୍ରଯୋଜକ ଟୁଟୁ ନାୟକ, ପ୍ରଦ୍ୟୁମ୍ନ ଲେଙ୍କା, ଅଭିନେତା ସିଦ୍ଧାନ୍ତ ମହାପାତ୍ର, ନିର୍ଦ୍ଦେଶକ ସୁଧାଂଶୁ ମୋହନ ସାହୁ, ସଂଗୀତ ନିର୍ଦ୍ଦେଶକ ପ୍ରେମାନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ । 

ପୂର୍ବରୁ ଝିଲିକ ମୋସନ ପିକ୍‌ଚର ବ୍ୟାନରରେ ରୁଦ୍ରାଣୀ ଓ  କିସମିସ ସୁଟିଂ ଶେଷ ହୋଇ ରିଲିଜ ଅପେକ୍ଷାରେ ରହିଛି । ଆଗାମୀ ରଥଯାତ୍ରାରେ ରୁଦ୍ରାଣୀ ସିନେମାଟି ମୁକ୍ତିଲାଭ କରିବ ବୋଲି ପ୍ରାଯୋଜନା ସଂସ୍ଥା ଘୋଷଣା କରିସାରିଛି ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋକଙ୍କୁ ହସାଉଥିବା କଳାକାର ବିଶ୍ୱ ବଗର୍ତ୍ତୀ ଆରପାରିରେ   18-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟ ମନ୍ତ୍ରୀଙ୍କୁ ବି ଏମ ଏସର ସ୍ମାରକ ପତ୍ର .ଶ୍ରମିକଙ୍କ ବିଭିନ୍ନ ଦାବୀର ତୁରନ୍ତ ସମାଧାନ .୧୧ ଦଫା ଦାବୀର ସ୍ମାରକ ପତ୍ର ପ୍ରଦାନ .ଉଦ୍ୟୋଗରେ ବେଆଇନ ଛଟେଇ ପ୍ରତ୍ୟାହାର   18-Aug-2026
  ଜିଲ୍ଲା  
ବରୀ ରେ ବନ୍ୟା   18-Aug-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ ମେଗା ବୃକ୍ଷ ରୋପଣ କାର୍ଯକ୍ରମ*   18-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜି ରେ ସ୍ବାଧୀନତା ଦିବସରେ ସମ୍ବିଧାନ ହତ୍ୟା!   18-Aug-2026
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଲକ୍ଷ୍ୟରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାମୂହିକ ଶପଥ ପାଠ   18-Aug-2026
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm