-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   (18-Aug-2026)       ||      ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   (18-Aug-2026)       ||      କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   (18-Aug-2026)       ||      ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||     

HOME   ଜିଲ୍ଲା

ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ସମ୍ବର୍ଦ୍ଧନା ସଭା

23-Apr-2022



କଣ୍ଟାବାଞ୍ଜି(ଆନନ୍ଦ ମୋଟେ) / ତୁରେକେଲା ବ୍ଳକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଞ୍ଚାୟତର ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ପଞ୍ଚମ ଶ୍ରେଣୀ ପାସ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା।ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବିରଂଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ସିଆରସିସି ଅମରେନ୍ଦ୍ର

କୁମାର ବାଗ,ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ଥମିର ଛତ୍ରିଆ, ଶିକ୍ଷକ କିଶୋର ବରିହା ଓ ଶିକ୍ଷୟିତ୍ରୀ ଦେବକୀ ତାଣ୍ଡି ଯୋଗଦେଇଥିଲେ।ଶ୍ରୀ ଦାଶ ସର୍ବ ପ୍ରଥମେ ସଭାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ତାପରେ ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ଆଗକୁ ଭଲ ପାଠପଢି ବିଦ୍ୟାଳୟର ତଥା ବାପା ମାଆଙ୍କ ସୁନାମ ରଖିବାକୁ ଉପଦେଶ ଦେଇଥିଲେ।

ବିଦାୟ ଛାତ୍ରଛାତ୍ରୀ ମାନଙ୍କୁ ଗଳ୍ପ ପୁସ୍ତକ ଓ କଲମ ପ୍ରଦାନ କରାଯାଇଥିଲା।ତାପରେ ସମସ୍ତ ଛାତ୍ରଛାତ୍ରୀ ସୁସ୍ବାଦୁ ଭୋଜନ କରି ସାରିବା ପରେ ଘରକୁ ଯାଇଥିଲେ।ଏହି ସଭାରେ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ, ସଭ୍ୟା ଓ ଅଭିଭାବକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ରାସ୍ତା ଖାଳିବା ଘଟଣାକୁ କେନ୍ଦ୍ର କରି କେରଣ୍ଡୀ ଗ୍ରାମବାସୀ ଏବଂ ଜମି ମଲିକଙ୍କ ମଧ୍ୟରେ ସୃଷ୍ଟି ହେଲା ବିବାଦ*   18-Aug-2026
  ଜିଲ୍ଲା  
ରାମମନ୍ଦିର କମିଟି ଗେଟ ଓ ମାର୍କେଟୟାଡ଼ ପାଇଁ ତହସିଲଦାର ଙ୍କ ଦ୍ୱାରସ୍ଥ   18-Aug-2026
  ଜିଲ୍ଲା  
କଟକ ମହାନଗର ଶାନ୍ତି କମିଟିର ନବୀକରଣ କର୍ଯ୍ୟାଳୟ ଉଦଘାଟିତ   18-Aug-2026
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026

You Might Also Like