-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ନବ ନିର୍ବାଚିତ ପଞ୍ଚାୟତ ସ୍ତରୀୟ ପ୍ରତିନିଧି ମାନଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

23-Apr-2022



କନ୍ଧମାଳ,(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତ ଗଞ୍ଜୁଗୁଡ଼ା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଓଡ଼ିଶା ମହିଳା ଜୀବିକା ସୁରକ୍ଷା ମଞ୍ଚ କନ୍ଧମାଳର ଫୁଲବାଣୀ ଶାଖା ତରଫରୁ ବ୍ଲକ ର ନବ ନିର୍ବାଚିତ ପଞ୍ଚାୟତ ସ୍ତରୀୟ ପ୍ରତିନିଧି ମାନଙ୍କୁ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶାଖାର ଫୁଲବାଣୀ ଓ ଫିରିଙ୍ଗିଆ ଦାୟିତ୍ୱରେ ଥିବା ବ୍ଲକ ସଂଯୋଜିକା ଭାରତୀ ରାଓ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଫୁଲବାଣୀ ପଞ୍ଚାୟତ ସମିତି ଅଧ୍ୟକ୍ଷା ସସ୍ମିତା କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଗଂଜୁଗୁଡ଼ା ସରପଂଚ ଆଲୋକ କହଁର, ଗଂଜୁଗୁଡ଼ା ସମିତି ସଭ୍ୟ ପ୍ରଭାକର ପ୍ରଧାନ, କେରେଡ଼ି ସରପଂଚ ବିନିତା ପ୍ରଧାନ, ମିଣିଆ ସରପଞ୍ଚ ଗୌତମ ମଲିକ,ଗୁମାଗଡ଼ ସରପଂଚ ପ୍ରତାପ ଚନ୍ଦ୍ର କହଁର,ଆଲାମୀ ସରପଂଚ ଭରତ କହଁର, ବିଶିପଡ଼ା ସରପଂଚ ସାକାଳି ମଳିକ, ଦଡ଼କି ସରପଂଚ ନମିତା ମଲିକ, ତୁଡ଼ିପାଜୁ ସମିତି ସଭ୍ୟା, କଟ୍ରିଙ୍ଗିଆ ସମିତି ସଭ୍ୟା, ଗୁମାଗଡ଼ ନାଏବ ସରପଂଚ, କେରେଡ଼ି ନାଏବ ସରପଂଚ ପ୍ରମୁଖ ଉପସ୍ଥିତ ଥିଲେ।ଏହି କାର୍ଯ୍ୟକ୍ରମ ପ୍ରଥମ ପର୍ଯ୍ୟାୟରେ ଉପସ୍ଥିତ ଥିବା ୧୧ ଟି ପଞ୍ଚାୟତ ର ଜନ ପ୍ରତିନିଧି ମାନଙ୍କୁ ପଞ୍ଚାୟତ ସ୍ତରରେ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ, ପଲ୍ଲିସଭା, ଗ୍ରାମସଭା ସଠିକ ଭାବରେ ପରିଚାଳନା କରିବା, ପେଶା ଆଇନ ଜରିଆରେ ଲୋକଙ୍କୁ ଜୀବିକା ଯୋଗାଇବା, ପଞ୍ଚାୟତକୁ ଓ ଲୋକଙ୍କ ପାଇଁ ଆସୁଥିବା ବିଭିନ୍ନ ସରକାରୀ ଯୋଜନାକୁ ଲୋକଙ୍କୁ କିଭଳି ଭାବରେ ଅବଗତ କରାଇବା ଓ ପଞ୍ଚାୟତ ସ୍ତରରେ ଲୋକମାନେ କିଭଳି ଭାବରେ ପଞ୍ଚାୟତ ଓ ବ୍ଲକ ସ୍ତରରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରୁ ଲାଭ ଉଠାଇ ପାରିବେ ସେ ବିଷୟରେ ସଚେତନ କରାଯାଇଥିଲା।ଅନ୍ୟ ପଟେ ଏହି କାର୍ଯ୍ୟକ୍ରମକୁ ମହିଳା ଜୀବିକା ସୁରକ୍ଷା ମିଶନର ଜନ ସାଥି କୁନି ଦିଗାଲ,ବିଷ୍ଣୁପ୍ରିୟା ପ୍ରଧାନ, ସରୋଜିନୀ ନାୟକ, ଶ୍ରୀମତି ନାୟକଙ୍କ ସହ ଟିକାବାଲି ବ୍ଲକ ସଂଯୋଜକ ସଞ୍ଜୟ ଦିଗାଲ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like