-+91-9937148622 |

prerana_bgr@rediffmail.com |

  Tuesday 18th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (17-Aug-2026)       ||      ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା    (17-Aug-2026)       ||      ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   (17-Aug-2026)       ||      ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||     

HOME   ଜିଲ୍ଲା

ଉଡ୍ର’ ତରଫରୁ ବସ୍ତ୍ର ଓ ଛତା ବଂଟନ

23-Apr-2022



‘ଭବନେଶ୍ୱର : “ଉଡ୍ର” ଚାରିଟେବୁଲ୍ ଟ୍ରଷ୍ଟର ନୂତନ ପ୍ରୟାସ “ଥିଲେ ଦିଅ, ନଥିଲେ ନିଅ” ଅଭିଯାନ ମାଧ୍ୟମରେ ବସ୍ତ୍ର ଓ ଛତା ଆଜି ଅପରାହ୍ନ ଘ.୩.୩୦ ମିନିଟ୍ ସମୟରେ ଭୁବନେଶ୍ୱର ମହାନଗର ନିଗମର ୩୪ ନମ୍ବର ୱାର୍ଡରେ ଅବସ୍ଥିତ ସତ୍ୟନଗର ଡେଭଲପ୍‌ମେଂଟ୍ ଓ କଲଚରାଲ୍ ସୋସାଇଟି (ସତ୍ୟନଗର ହୋମ୍ ଟାଉନ୍ ପାଖ)ରେ ବଂଟନ କରାଯାଇଥିଲା ।  “ଥିଲେ ଦିଅ, ନଥିଲେ ନିଅ” କାର୍ଯ୍ୟକ୍ରମ ମାଧ୍ୟମରେ ସଂଗ୍ରହ କରାଯାଇଥିବା ପୁରୁଣା, ନୂତନ ବସ୍ତ୍ର ଏବଂ ଛତା ଯେଉଁମାନଙ୍କର ବସ୍ତ୍ରର ଅଭାବ ଓ ଛତାର ଅଭାବ ଅଛି ସେହିମାନଙ୍କୁ ବଂଟନ କରାଯାଇଥିଲା । ବସ୍ତ୍ର ଅଭାବ ଥିବା ଏବଂ ଛତା ଅଭାବ ଥିବା ଲୋକମାନଙ୍କୁ ଖଣ୍ଡେ ବସ୍ତ୍ର ଓ ଗୋଟେ ଛତା ଦେଇ ସେହିମାନଙ୍କ ମୁହଁରେ ଟିକିଏ ହସ ଫୁଟାଇବା ପାଇଁ “ଉଡ୍ର” ତରଫରୁ ଏହା ଏକ ଛୋଟ ପ୍ରୟାସ । ଏହି ବସ୍ତ୍ର ବଂଟନ କାର୍ଯ୍ୟକ୍ରମ ଓଡିଶାର ବିଭିନ୍ନ ସ୍ଥାନ ମାନଙ୍କରେ ବିଗତ ୬ ବର୍ଷ ହେବ ହୋଇଆସୁଅଛି । ପୂର୍ବବର୍ଷ ୨୫ ହଜାରରୁ ଉର୍ଦ୍ଧ୍ୱ ବସ୍ତ୍ର ବଂଟନ କରାଯାଇଥିଲା । ଏହି ଅଭିଯାନ ମାଧ୍ୟମରେ ଆପଣ

ଆପଣଙ୍କର ପୁରୁଣା ବସ୍ତ୍ରକୁ ଦିଅନ୍ତୁ ଏକ ନୂତନ ଜୀବନ । ଏହି ବଂଟନ କାର୍ଯ୍ୟକ୍ରମରେ “ଉଡ୍ର” ଚାରିଟେବୁଲ୍ ଟ୍ରଷ୍ଟର ପରାମର୍ଶଦାତା ତଥା ମୋ କଲେଜ ଅଧ୍ୟକ୍ଷ (ଓଡିଶା ସରକାର) ଆକାଶ ଦାସନାୟକ, ସଂପାଦିକା ଶୁଭ୍ରାଜ୍ୟୋତି ଦାସନାୟକ, ଅନନ୍ତ ନାରାୟଣ ଜେନା (ବିଧାୟକ, ଭୁବନେଶ୍ୱର), ସୁଲୋଚନା ଦାସ (ମେୟର, ଭୁବନେଶ୍ୱର ମହାନଗର ନିଗମ), ପୁଷ୍ପାଞ୍ଜଳୀ ସେଠୀ (କର୍ପୋରେଟର, ୱାର୍ଡ ନଂ-୩୪), ନରେନ୍ଦ୍ର କୁମାର ସେଠୀ, ରୁଦ୍ରାକ୍ଷ ପାଣିଗ୍ରାହୀ, ରାଜେନ୍ଦ୍ର ଆଚାର୍ଯ୍ୟ, ଲୋକନାଥ ପଣ୍ଡା, ମମତା ରାଉତ, ତୁଷାର ପଟ୍ଟନାୟକ, ଶୀତଲ୍ ପାତ୍ର, ଜିନା ସାମଲ, ଶୁଭଶ୍ରୀ ମଙ୍ଗରାଜ, ବୈଷ୍ଣବ ଭୋଳ, ଦେବୀପ୍ରସାଦ ମଙ୍ଗରାଜ, ପ୍ରଭାତ ଶତପଥି, କିଶୋର ଦାସ, ଭାଗ୍ୟଧର ସାମଲ, ବାବୁ ବାବୁ, ପୱନ ପାତ୍ରୋ, ଜୋଷିକା ବୋଷ, ତାପି ମିଶ୍ର ଓ “ଉଡ୍ର” ପରିବାରର ସମସ୍ତ କର୍ମକର୍ତା ଉପସ୍ଥିତ ଥିଲେ ।

(ଅମୃତ ନନ୍ଦଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   17-Aug-2026
  ଜିଲ୍ଲା  
ଲୋକାର୍ପିତ କବିତା ସଂକଳନରେ ସୃଜନଶୀଳ ଚିନ୍ତାଧାରାର ପ୍ରତିଫଳନ♦️ କବି ରାଜକିଶୋର ପଣ୍ଡାଙ୍କ ରଚିତ ପୁସ୍ତକରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
କବି ରାଜକିଶୋର ପଣ୍ଡା ରଚିତ ପୁସ୍ତକ ରେ ସ୍ଥାନ ପାଇଛି ୧୦୭ ଟି କବିତା   17-Aug-2026
  ଜିଲ୍ଲା  
ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଐତିହାସିକ ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍ ମିଟ୍   17-Aug-2026
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026

You Might Also Like