-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   (17-Aug-2026)       ||      ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   (17-Aug-2026)       ||      ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   (17-Aug-2026)       ||      ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   (17-Aug-2026)       ||      *କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   (17-Aug-2026)       ||      ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   (17-Aug-2026)       ||      *ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   (17-Aug-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   (17-Aug-2026)       ||      ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   (17-Aug-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||     

HOME   ଜିଲ୍ଲା

ହଲଦୀପାଲି ଛକରେ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ଜଣେ ମୃତ

24-Apr-2022



 ବରଗଡ଼: ବରଗଡ଼ ହଲଦୀପାଲି ଛକରେ ଆଜି ଭୋର ୪.୩୦ସମୟରେ ଏକ କାର ଓ ବସ ମଧ୍ୟରେ ମୁହାଁମୁହିଁ ଧକା ଲାଗିଥିଲା ଘଟଣା ସ୍ଥଳରେ ଜଣେ ମୃତ ହୋଇଥିବା ବେଳେ ତିନି ଜଣ ଆହତ ବ୍ୟକ୍ତିଙ୍କୁ ୧୦୮ ଅମ୍ବୁଲାନ୍ସ ସାହାଯ୍ୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ତାଙ୍କ ମଧ୍ୟରୁ ଦୁଇଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ବିଭାଗୀୟ ଡାକ୍ତର ତାଙ୍କୁ ଭୀମସାର ବୁର୍ଲା କୁ ସ୍ଥାନାନ୍ତର କରିଛନ୍ତି ।  ତେବେ ମୃତ ବ୍ୟକ୍ତି ଜଣକ ହେଲେ ବରଗଡ଼ ୱାର୍ଡ ନମ୍ବର ୧୩ ର  ଭକ୍ତ ଗୁର୍ଲା (୨୮)  ଆହତ ବ୍ୟକ୍ତି ମାନେ ହେଲେ ବରଗଡ଼ ୱାର୍ଡ ନମ୍ବର ୮ ର ଲଳିତ ସୁନା(୧୮) , ୱାର୍ଡ ନମ୍ବର ୭ ର ନୀତିନି ଦାସ(୩୧) ଓ ସୁଭମ ସାହୁ(୨୫) ତାଙ୍କ ମଧ୍ୟରୁ ନିତିନ ଓ ସୁଭମ ଙ୍କୁ ଭୀମସାର ବୁର୍ଲା କୁ ସ୍ଥାନାନ୍ତରିତ କରାଯାଇଥିବା ବେଳେ ଲଳିତ ସୁନା ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗକୁ ନୂଆଖାଇ ପାଟଣେଶ୍ୱରୀ ମନ୍ଦିର ଗମ୍ଭାର ଘର ମରାମତି କେବେ ?   17-Aug-2026
  ଜିଲ୍ଲା  
ଦେଓଗାଁରେ ଓଷ୍ଟା ପକ୍ଷରୁ ସାମ୍ବିଧାନିକ ବୈଠକ   17-Aug-2026
  ଜିଲ୍ଲା  
ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ପାଇଁ ଓଡିଶା ଦଳ ଘୋଷଣା   17-Aug-2026
  ରାଜ୍ୟ  
ସ୍ମାର୍ଟ ଜଳସେଚନ ଓ ଚାହିଦାଭିତ୍ତିକ ଜଳ ପରିଚାଳନା ଉପରେ ଜଳ ସମ୍ପଦ ବିଭାଗ ପକ୍ଷରୁ ଏକଦିନିଆ କର୍ମଶାଳା   17-Aug-2026
  ଜିଲ୍ଲା  
*କଳାହାଣ୍ଡି ଜିଲ୍ଲା ଆତ୍ମା ପକ୍ଷରୁ ଚାଷୀ ଙ୍କୁ ନେଇ ସୁବର୍ଣ୍ଣପୁର କ୍ଷେତ୍ର ପରିଦର୍ଶନ*- *ଚାଷୀ ଓ ବୈଜ୍ଞାନିକ ଙ୍କ ଭାବ ବିନିମୟ କାର୍ଯ୍ଯ କ୍ରମ*-   17-Aug-2026
  ଜିଲ୍ଲା  
ଝରଣିପାଲି ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   17-Aug-2026
  ଜିଲ୍ଲା  
*ଏବେ ବି ବଞ୍ଚିଛି ମାନବିକତା*- *ବୋଲବମ ଚାରିଟେବୁଲ ଟ୍ରଷ୍ଟ କୁ ବୁଦ୍ଧିଜୀବି ମହଲରେ ପ୍ରଶଂସା*-   17-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ପ୍ରିମିଅର ଲିଗ୍ ଚରଦା ହାଇସ୍କୁଲ୍ ପଡ଼ିଆରେ ଉଦଘାଟିତ ।   17-Aug-2026
  ଜିଲ୍ଲା  
ଶିକ୍ଷକ ଯୋଗାଇବାର ପ୍ରତିଶ୍ରୁତି ପରେ ସ୍କୁଲ ଗେଟରୁ ଖୋଲିଲା ତାଲା   17-Aug-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026

You Might Also Like