-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେଳ ଉପଭୋକ୍ତା ସଂଘର ସାଧାରଣ ପରିଷଦ ବୈଠକ  (ନୂତନ କର୍ମକର୍ତାଙ୍କ ଶପଥପାଠ ଉସ୍‌ôବ)

24-Apr-2022



ବଲାଙ୍ଗିର,(ପ୍ରେରଣା ଖବର)-ସ୍ଥାନୀୟ ଅମଲାଭବନ ଠାରେ ବଲାଙ୍ଗିର ରେଳ ଉପଭୋକ୍ତା ସଂଘର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହେବା ସହ ଆଗାମୀ ତିନି ବର୍ଷ ପାଇଁ ନୂତନ ଭାବେ ନିର୍ବାଚିତ ହୋଇଥିବା ସଭାପତି ପ୍ରଫେସର ତରୁଣ କୁମାର ମିଶ୍ର ଓ  ସାଧାରଣ ସଂପାଦକ ନାରାୟଣ ପାଢୀଙ୍କୁ ଶପଥପାଠ କରାଯାଇଥିଲା । ଏହି ଅବସରରେ ସଭାପତି ପ୍ରଫେସର ଶ୍ରୀ ମିଶ୍ର ତାଙ୍କର ନୂତନ ଟିମ ଚୟନ କରି ନାମ ଘୋଷଣା କରିଥଲେ । ଉପସଭାପତି ଭାବେ ଅଶୋକ କୁମାର ମିଶ୍ର, ଜଏଣ୍ଟ ସେକ୍ରେଟେରୀ ଦିବାକର ହୋତା ଓ ଟ୍ରେଜେରର ଭାବରେ ଅଶୋକ କୁମାର ଚାନ୍ଦଙ୍କୁ ଚୟନ କରାଯାଇଥିଲା । ଉପଦେଷ୍ଟା ଭାବରେ ବିକ୍ରମାନନ୍ଦ ବହିଦାର, ବୃନ୍ଦାବନ ବରାଳ,

ଧର୍ମବ୍ରତ ରଥ, ଗୋପବନ୍ଧୁ ପୁରୋହିତ, ନିତ୍ୟାନନ୍ଦ ମିଶ୍ର, ପ୍ରଭାକର ମିଶ୍ର, ଗୋପଭୂଷଣ ନାଥଙ୍କୁ ନିଆଯାଇଛି । ସେହିପରି କାର୍ଯ୍ୟକାରୀଣୀ କମିଟି ସଦସ୍ୟ ଭାବରେ ବିନୟ କୁମାର ମିଶ୍ର, ଛବିଲାଲ ବେହେରା, ହିତେଶ କୁମାର ସାହୁ, ମହେଶ୍ୱର ସାହୁ, ମନୋରଜଂନ ପୁରୋହିତ, ଯୁଧୀଷ୍ଟୀର ମିଶ୍ର, ପର୍ଷୁରାମ ନାୟକଙ୍କୁ ଚୟନ କରାଯାଇଥିବା ବେଳେ ପ୍ରବକ୍ତା ଭାବରେ ରୁତୁରାଜ ସିଂହଙ୍କୁ ଚୟନ କରାଯାଇଥିଲା । ବାଇ-ଲ ରିଫର୍ମ କମିଟି ସଦସ୍ୟ ଭାବରେ ଭବାନୀ ଶଙ୍କର ଶତପଥି, ପ୍ରଭାକର ମଶ୍ର, ନିତ୍ୟାନନ୍ଦ ମିଶ୍ର ଓ ଯୁଧୀଷ୍ଟୀର ମିଶ୍ରଙ୍କୁ ରଖାଯାଇଥିଲା । ସଂଘର ନୂତନ ସଭାପତି ପ୍ରଫେସର ଶ୍ରୀ ମିଶ୍ର ସମସ୍ତ ସହଯୋଗ କାମନା କରିବା ସହ ସଂଘକୁ କିପରି ସୁଦୃଢ କରାଯିବ ଏବଂ ରେଳ ଉପଭୋକ୍ତାମାନଙ୍କ ପାଇଁ କିପରି ସୁବିଧା କରାଯାଇ ପାରିବ ସେନେଇ ନିଜର ବକ୍ତବ୍ୟ ରଖିଥିଲେ ।     


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like