-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ    (17-Aug-2026)       ||      ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   (17-Aug-2026)       ||      ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||     

HOME   ଜିଲ୍ଲା

ପାନୀୟ ଜଳ ସମସ୍ୟାକୁ ନେଇ, ଜନସ୍ୱାସ୍ଥ୍ୟ ଅଧିକ୍ଷଣ ଯନ୍ତ୍ରୀଙ୍କୁ  ଜିଲ୍ଲା ନାଗରିକ କମିଟି ସାକ୍ଷାତ କଲା ପରେ ଜଳଯୋଗାଣ ହେଲା , ଜନସ୍ୱାସ୍ଥ୍ୟ ଅଧିକ୍ଷଣ ଯନ୍ତ୍ରୀଙ୍କୁ ସାଧୁବାଦ ଜଣାଇଲା ଜିଲ୍ଲା ନାଗରିକ କମିଟି

24-Apr-2022



ବଲାଙ୍ଗିର,(ପ୍ରେରଣା ଖବର) ବଲାଙ୍ଗିର ସହରରେ ପାନୀୟ ଜଳର ଉତ୍କଟ ଅଭାବ ସଂପର୍କରେ  ସ୍ଥାନୀୟ ଜନସ୍ୱାସ୍ଥ୍ୟ ବିଭାଗର ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯନ୍ତ୍ରୀମାନଙ୍କ ସହ ନାଗରିକ କମିଟିର କର୍ମକର୍ତ୍ତାମାନେ ଆଲୋଚନା କରିଥିଲେ ।  ଆଲୋଚନା ପରେ କାର୍ଯ୍ୟରତ ଅଧିକ୍ଷଣ ଯନ୍ତ୍ରୀ ପାର୍ବତୀ ମୋହନ ପରିଡା ଉତ୍କଟ ପାଣିର ଅଭାବକୁ ଦୃଷ୍ଟିରେ ରଖି ନିୟମିତ ଜଳଯୋଗାଣର ବ୍ୟବସ୍ଥା କରିଥିବାରୁ ବଲାଙ୍ଗୀର ନାଗରିକ କମିଟି  ଶ୍ରୀ ପରିଡାଙ୍କୁ ସାଧୁବାଦ  ଜଣାଇବା ସହ ଆଗକୁ ଯେପରି ଏହା ଜାରି ରହେ ସେ ଉପରେ ଦୃଷ୍ଟି ଦେବାକୁ ନିବେଦନ କରିଛି । ଅଧିକ୍ଷଣ ଯନ୍ତ୍ରୀ ପାର୍ବତୀ ମୋହନ ପରିଡାଙ୍କ କହିବା ଅନୁସାରେ ସହରରେ ଦୈନିକ ୧୫୦ ଲକ୍ଷ

ଲିଟର ପାନୀୟ ଜଳ ଆବଶ୍ୟକ ପଡୁଥିବା ବେଳେ ବର୍ତ୍ତମାନ ୧୨୦ ଲକ୍ଷ ଲିଟର ଜଳ ଯୋଗାଣ ହୋଇପାରୁଛି । ନନ୍ଦନମାଲ ମହାନଦୀରୁ ପାଣି ଯୋଗାଣ ବନ୍ଦ ହୋଇଯାଇଥିବାରୁ ବର୍ତ୍ତମାନ ତରଭା ନିକଟସ୍ଥ ଗୁଦେଲମୁଣ୍ଡାରୁ ଦୁଇଟି ୨୧୪ ଏଚ୍‌ପି ର ଭି.ଟି ପମ୍ପ ସାହାଯ୍ୟରେ ପାନୀୟ ଜଳ ଯୋଗାଣ କରାଯାଉଛି । କିନ୍ତୁ ବର୍ତ୍ତମାନ ଜଳପତ୍ତନ ପ୍ରାୟ ୧ ଫୁଟ କମ ହୋଇଯାଉଥିବାରୁ ଜଳ ଯୋଗାଣରେ ବ୍ୟାଘାତ ସୃଷ୍ଟି ହେଉଛି । ପୁଣି ଜଳ ଉଠାଇବା ଓ ଯୋଗାଣ କରିବା ପାଇଁ  ଉଭୟ ପଟୁ ବିଦ୍ୟୁତ ସରବରାହ ଉପରେ ନିର୍ଭର କରିବାକୁ ପଡୁଛି । ବିଦ୍ୟୁତ ବନ୍ଦ ହେଲେ ଯୋଗାଣରେ ଅସୁବିଧା ହେଉଥିବା ଯନ୍ତ୍ରୀ ପ୍ରକାଶ କରିଥିଲେ । ତେବେ ବଲାଙ୍ଗୀର ନାଗରିକ କମିଟିର ଆଲୋଚନା ଓ ପ୍ରେରଣା ସମେତ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା । କାଲିଠାରୁ ବଲାଙ୍ଗୀର ସହରବାସୀଙ୍କ ପାଇଁ ପିଏଚ୍‌ଡି ପାଣି ଉପଲବ୍ଧ ହେଉଛି । ସହରବାସୀଙ୍କୁ ନିୟମିତ ଓ ଏକ ନିର୍ଦ୍ଦିଷ୍ଟ ସମୟରେ ପିଇବା ପାଣି ଯୋଗାଇ ଦେବାକୁ ଜିଲ୍ଲା ପ୍ରଶାସନ ପାଖରେ ବଲାଙ୍ଗୀର ନାଗରିକ କମିଟି ସାଧାରଣ ସଂପାଦକ ମନୋରଂଜନ ସାହୁ ଅନୁରୋଧ କରିଛନ୍ତି ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ବେଲପଡ଼ା ବ୍ଲକ ସଂଘର ସମ୍ମିଳନୀ ଅନଷ୍ଠିତ ଓ ନୂତନକର୍ମକର୍ତ୍ତାଙ୍କୁ ନେଇ କାର୍ଯକାରୀ କମିଟି ଗଠନ   17-Aug-2026
  ଜିଲ୍ଲା  
ଡୁଙ୍ଗରିପାଲି ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୪୪ଟି ଦରଖାସ୍ତ ଗ୍ରହଣ   17-Aug-2026
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026

You Might Also Like