-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା    (17-Aug-2026)       ||      ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||     

HOME   ରାଜ୍ୟ

ବଲାଙ୍ଗିରରେ ଉଚ୍ଚ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ନାଗରିକ କମିଟି- ସ୍ଥାନୀୟ ଛାତ୍ରଛାତ୍ରୀଙ୍କୁ ନାମଲେଖା ପାଇଁ ୫୦% ସଂରକ୍ଷଣ ଦାବି

24-Apr-2022



ବଲାଙ୍ଗିର,(ପ୍ରେରଣା ଖବର)- ବଲାଙ୍ଗିର ଏକ ପୁରୁଣା ସହର । ଏକଦା ଏଠାରେ ଶିକ୍ଷା ବ୍ୟବସ୍ଥା ଅନ୍ୟ ଅଂଚଳ ଅପେକ୍ଷା ଉନ୍ନତମାନର ଥିଲା । କିନ୍ତୁ ବର୍ତ୍ତମାନ ଶିକ୍ଷା ବ୍ୟବସ୍ଥା ସମ୍ପୁର୍ଣ୍ଣ ବ୍ୟପର୍ଯ୍ୟସ୍ତ । ଜୁଲାଇ ୧୯୪୪ ମସିହାରେ ଖୋଲିଥିବା ରାଜେନ୍ଦ୍ର ମହାବିଦ୍ୟାଳୟ, ବହୁ ବର୍ଷ ପରେ ଡିସେମ୍ବର ୨୦୧୯ ରେ ବିଶ୍ୱ ବିଦ୍ୟାଳୟ ମାନ୍ୟତା ପାଇ ଉନ୍ନତିକରଣ କରାଯାଇଥିଲା । କିନ୍ତୁ ଦୁଃଖର ବିଷୟ ଏହି ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ୧୨୬ ଟି ଅଧ୍ୟାପକ ପଦବୀରୁ ମାତ୍ର ୩୧ ଜଣ ଅଛନ୍ତି । ଏବଂ ୧୫୦ ଜଣ ଅଣ ଶିକ୍ଷକ ପଦରୁ ମାତ୍ର ୯ ଜଣରେ କାମ ଚଳାଉଛନ୍ତି । ଆଗରୁ ଭାଇସ ଚାନସେଲରମାନଙ୍କର ଅଧ୍ୟାପକ ଓ କର୍ମଚାରୀ ମାନଙ୍କୁ  ନିଯୁକ୍ତି ଦେବାର କ୍ଷମତା ଥିଲା କିନ୍ତୁ ୨୦୧୯ ରୁ ଏହି କ୍ଷମତା ସରକାର ପ୍ରତ୍ୟାହୃତ କରିବା ଫଳରେ ରାଜ୍ୟରେ କେବଳ ଏହି ବିଶ୍ୱ ବିଦ୍ୟାଳୟରେ ବିଭିନ୍ନ ପଦବିକୁ ପୂରଣ କରାଯାଇପାରୁନାହିଁ । ଫଳରେ ଏଠାରେ ଘୋର ଆଂଚଳିକ ବୈଷମ୍ୟ ସୃଷ୍ଟି

 ହୋଇଛି ବୋଲି ବୁଦ୍ଧଜୀବୀ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଉଛି । ପଶ୍ଚିମ ଓଡିଶା ଏକ ଅନ୍ୟତମ ପୁରାତନ ମହିଳା ମହାବିଦ୍ୟାଳୟ ଯାହାକି ୧୯୬୨ ମସିହାରେ ଖୋଳାଯାଇଥିଲା ତାର ମଧ୍ୟ ଅବସ୍ଥା ସାଂଘାତିକ । ଏଠାରେ ୨୩ ଜଣ ଅଧ୍ୟାପକ ମଧ୍ୟରୁ କେବଳ ୮ଜଣରେ କାମ ଚଳାଯାଉଛି । ସେହିପରି ଆଶ୍ଚର୍ଯ୍ୟର ବିଷୟ ଯେ,   ୨୦୧୫ ରୁ ଖୋଲାଯାଇଥିବା ମହିଳା ଯୁକ୍ତ ଦୁଇ ବିଜ୍ଞାନ କଲେଜରେ ଗୋଟିଏ ମଧ୍ୟ କର୍ମଚାରୀ ଏ ପର୍ଯ୍ୟନ୍ତ ନିଯୁକ୍ତି ହୋଇନାହାନ୍ତି ।  ବିଶ୍ୱ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଦେଖାଣିଆ ଭାବେ ଅତିଥି ଶିକ୍ଷକମାନଙ୍କ ଦ୍ୱାରା ପାଠ ପଢା ଯାଉଛି । 
    ସେହିପରି କଲେଜ ଅଧିନରେ ବର୍ତ୍ତମାନ ୪୨ ଏକର ଜମି ଥିବା ବେଳେ ଅବଶିଷ୍ଟ ୬୦ ଏକରରୁ ଅଧିକ ଜବରଦଖଲରେ ଥିବାରୁ କଲେଜ ନାଁ ରେ ପାର୍ଚ୍ଚା କିମ୍ବା ସରକାରୀ ମାନଚିତ୍ରଟିଏ ମଧ୍ୟ ନାହିଁ । ଏ ସମ୍ବନ୍ଧରେ

ବଲାଙ୍ଗିର ନାଗରିକ କମିଟି ତରଫରୁ ମହାମହିମ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମହାସଚିବ, ଶିକ୍ଷା ଓ ଉଚ୍ଚ ଶିକ୍ଷା ବିଭାଗ ମନ୍ତ୍ରୀ, ଭାଇସ ଚାନ୍‌ସେଲର ଓ  ବଲାଙ୍ଗିର ଜିଲ୍ଲାର ସମସ୍ତ ବିଧାୟକ ତଥା ସାଂସଦ ପ୍ରମୁଖଙ୍କୁ ଉକ୍ତ ସମସ୍ୟା ସମାଧାନ ପାଇଁ ଦାବିପତ୍ର ପ୍ରଦାନ କରାଯାଇଛି । 
    ଆହୁରି ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ସ୍ନାତକୋତ୍ତର ଶ୍ରେଣୀରେ ସ୍ଥାନୀୟ ଛାତ୍ର ଛାତ୍ରୀମାନଙ୍କୁ ୫୦% ନାମଲେଖା ପାଇଁ ସଂରକ୍ଷଣ ବ୍ୟବସ୍ଥା ଦାବି କରିଛି । ଫଳରେ ଭବିଷ୍ୟତରେ ଏ ଅଂଚଳରୁ ଅଧ୍ୟାପକ ତଥା ମେଧାବୀ ଛାତ୍ରଛାତ୍ରୀ ସୃଷ୍ଟି ହେଲେ, ଅଧ୍ୟାପକ ପଦବୀ ପୁରଣ କରିବା ରେ ସାହାଯ୍ୟ କରିବ ବୋଲି ନାଗରିକ କମିଟି ତରଫରୁ ସଭାପତି  ଇଂ ବେଲାର ସିଂ ଭୋଇ ଓ ସାଧାରଣ ସଂପାଦକ ମନୋରଂଜ ସାହୁ ପ୍ରକାଶ କରି ସରକାର ଓ ପ୍ରଶାସନ ଉପରେ ଦାବି ଉପସ୍ଥାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହନୀ ଉତ୍ସବ ପାଇଁ ସମ୍ବଲପୁରୀ ଲୋକନୃତ୍ୟ ପ୍ରତିଯୋଗିତା   17-Aug-2026
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026

You Might Also Like