-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||     

HOME   ଜିଲ୍ଲା

ରେଙ୍ଗାଲଜୁରୀ  ଗୌନ୍ତିଆ ତଥା ପୂର୍ବତନ ୱ।ଡ଼ମେମ୍ବର ସଂକିର୍ତ୍ତନ ବରିହା ଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳୀ ସଭା

24-Apr-2022



ପାଟଣାଗଡ଼(ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼ ଉପଖଣ୍ଡ ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ ଗ୍ରାମ ର  ସାମ୍ବାଦିକ ଗୋରେଖନାଥ ବରିହା ଙ୍କ ବଡ଼ ବାପା ମଝିଆ  ଗୌନ୍ତିଆ  ପୂର୍ବତନ ୱ।ଡମେମ୍ବର ସଂକିତ୍ତନ ବରିହା ଙ୍କ ଏକାଦଶହ ଉପଲକ୍ଷେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଆୟୋଜନ କରାଯାଇଥିଲା ।  ଉକ୍ତ ସଭାରେ ଆଦିବାସୀ ସଂଗଠକ ,ମଞ୍ଚକଳାକାର ତଥା  ଆଦର୍ଶ  ଶିକ୍ଷକ ଲେକୃ ଧରୁଆ , କୌଶଳୀଆ ମାଳୀ ସମାଜ ର ଉପଦେଷ୍ଟା ତଥା କଲ୍ୟାଣ ସ୍ବେଚ୍ଛାସେବୀ ସଂଗଠନ ସଭାପତି ସୁନାରାମ ପୁଟେଲ , ଆଞ୍ଚଳିକ  କରମା ନାଗଫେଣ ସଭାପତି ଭୋଜରାଜ ସିଂ ମାଝୀ  ପ୍ରମୁଖ ଯୋଗଦେଇ ସ୍ବର୍ଗତ ବରିହା ଙ୍କ ଫୋଟୋରେ ପୁଷ୍ପାଞ୍ଜଳି ଅର୍ପଣ କରି ଅମର ଆତ୍ମା ସଦଗତି କାମନା କରିବା ସହିତ ସ୍ବର୍ଗତ ବରିହା ଙ୍କ  ଜଣେ  ସଂକିତ୍ତନ ଗାୟକ , ଦୁଇ ଦୁଇ ଥର ୱ।ଡ଼ ମେମ୍ବର ହୋଇ ଥିଲେ । ସେ ଜଣେ ମିଠଭାଷି ଥିଲେ ବୋଲି ସ୍କୃତିଚାରଣ କରିଥିଲେ । ରହି ନାହିଁ କେହିଁ ରହିବେ ନାହିଁ ଟି ଭବରଙ୍ଗ ଭୂମିତଳେ , ମଞ୍ଚ ମଣ୍ଡଳେ ଦେହ ବହି ଦେବତା ହେଲେ ହେଁ ମରଇ ବୋଲି କହିବା ସହ ମରଣ ଚିରନ୍ତନ ସତ୍ୟ ଏଣୁ ସ୍ବର୍ଗତ ବରିହା ପରିଣତି ବୟସ ଦେହାନ୍ତ ହୋଇଯାଇଛି ତେଣୁ ଆମେ ଧ୍ୱର୍ଯ୍ୟ ଧରି   ଭାଇ ଭାଇ ମଧ୍ୟରେ ଏକତା ସଂମ୍ପର୍କ ରକ୍ଷାକରି ଚଲିବ ମାଁ ମାତାଙ୍କୁ ସେବା ଶୁଶ୍ରୁଷା କରିବା , ଝିଅ  ଜ୍ବାଇଁ ମାନଙ୍କୁ ଉତ୍ତମ ଭାବରେ ମାନିବା  ବୋଲି ପରାମର୍ଶ ଦେଇଥିଲେ  ଆଦର୍ଶ ଶିକ୍ଷକ ଲେକୃ ଧରୁଆ । ଏଥିସହ ଶ୍ରଦ୍ଧାଞ୍ଜଳୀ ସଭା ରେ ବିଭିନ୍ନ ଅଞ୍ଚଳରୁ ଅନେକ ବିଶିଷ୍ଟ ବ୍ୟକ୍ତି , ଶିକ୍ଷାବିତ , ରାଜନେତା ଙ୍କ ସମେତ ସର୍ବ ଭାରତୀୟ ବିଂଝାଲ ସମାଜ ର ଖପ୍ରାଖୋଲ ବ୍ଳକ ସଭାପତି ଚନ୍ଦ୍ରଶେଖର ବରିହା ,ନାନ୍ଧୁପଲା ପଞ୍ଚାୟତ ସଭାପତି ଶଶିକାନ୍ତ ବରିହା , ପାଟଣାଗଡ଼ ବ୍ଲକ କୋଷାଧ୍ୟକ୍ଷ ଗୌରୀ ଶଙ୍କର ବରିହା , ରଘୁନାଥ ବରିହା ,ଓ ଚଲଣି ସମାଜ ବନ୍ଧୁ ବର୍ଗ  ପ୍ରମୁଖ ଙ୍କ ସହ ଅନ୍ୟ ମାନେ ଉପସ୍ଥିତ ଥିଲେ । ଆଦିବାସୀ ସଂଗଠକ ମଞ୍ଚକଳାକାର ତଥା ଆଦର୍ଶ ଶିକ୍ଷକ ଲେକୃ ଧରୁଆ ସଭା ପରିଚାଳନା କରିଥିବା ବେଳେ ସାମ୍ବାଦିକ ଗୋରେଖନାଥ ବରିହା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like