-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   (17-Aug-2026)       ||      ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ    (17-Aug-2026)       ||      ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||     

HOME   ଜିଲ୍ଲା

ସମାଜର ରୀତି ନୀତି ପରମ୍ପରା ଓ ସଂସ୍କୃତି ବଜାୟ ରଖିବାକୁ ଆହ୍ୱାନ, ଷଡ ବଂଶୀୟ ଗଣ୍ଡ ସମାଜର ବାର୍ଷିକ ଉତ୍ସବ।

24-Apr-2022



ରେଢାଖୋଲ, ( ଅନିଲ କୁମାର ପୃଷ୍ଟି ) ଷଡ ବଂଶୀୟ ଗଣ୍ଡ ସମାଜ ପଞ୍ଚ ପାଲି ପୁଞ୍ଜ ନାକଟିଦେଉଳ ବ୍ଲକର ବାର୍ଷିକ ଉତ୍ସବ କାଉଁଶିପାଳ ଆମ୍ବ ତୋଟା ଠାରେ ରବିବାର ଅନୁଷ୍ଠିତ ହୋଇ ଯାଇଛି। କାର୍ଯ୍ୟକ୍ରମ ପ୍ରାରମ୍ଭରେ ଆଦିବାସୀ ପାରମ୍ପରିକ ନୃତ୍ୟ ମାଧ୍ୟମରେ ଅତିଥି ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରା ଯାଇ ଥିଲା।  ଏହି ପରିପ୍ରେକ୍ଷୀରେ ନାକଟିଦେଉଳ ବ୍ଲକ ଗଣ୍ଡ ସମାଜର ପାଞ୍ଚ ପାଲି ପୁଞ୍ଜ ର ସଭାପତି ଯଦୁମଣି ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ  କାର୍ଯ୍ୟକ୍ରମରେ ଦେବଗଡ଼ ଜିଲ୍ଲା ଗଣ୍ଡ ସମାଜର ବରିଷ୍ଠ ନାଗରିକ ତଥା ଅବସର ପ୍ରାପ୍ତ ଫରେଷ୍ଟର ଯଦୁମଣି ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏଥିରେ ଯୁଜୁମୁରା ବ୍ଲକ ଗଣ୍ଡ ସମାଜର ଯଦୁମଣି ଛତ୍ରୀଆ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ  ସମାଜର ରୀତି, ନୀତି, ପରମ୍ପରା, ସଂକୃତି, ଗଣ୍ଡ ଶବ୍ଦର ବିଭିନ୍ନ ଦିଗ, ପ୍ରକୃତି ସହିତ ଗଣ୍ଡ ଜାତିର ସମ୍ପର୍କ ଏବଂ ଗଣ୍ଡ ଜାତିର ଉତ୍ପତ୍ତି ଉପରେ ଆଲୋଚନା ହୋଇ ଥିଲା।ଅନ୍ୟ ମାନଙ୍କ ମଧ୍ୟରେ ସମ୍ବଲପୁର ଜିଲ୍ଲା ଗଣ୍ଡ ସମାଜର ମହା ଶଚିବ ପ୍ରଫୁଲ୍ଲ କୁମୁରା,ରେଢାଖୋଲ ବ୍ଲକ ସଭାପତି ପୁରନ୍ଦର ପଟ୍ଟା, ଆଦିବାସୀ କଲ୍ୟାଣ ସଙ୍ଘ ସମ୍ବଲପୁର ଜିଲ୍ଲା ପ୍ରଭାରୀ  ରୋହିତ କୁମାର ଭୋଇ ,ସମ୍ବଲପୁର ଜିଲ୍ଲା ମହିଳା ସଦସ୍ୟା ଲଳିତା ପ୍ରଧାନ, ଦେବଗଡ଼ ଜିଲ୍ଲାର ପ୍ରାଣୀ ଚିକିତ୍ସକ ଲୋକ ନାଥ ପ୍ରଧାନ, ନାକଟିଦେଉଳ ବ୍ଲକ ସଭାପତି ପୂର୍ଣ ଚନ୍ଦ୍ର ଗଡତିଆ ,   ରଞ୍ଜିତ ଭୋଇ, ସନତ ନାଏକ, ପ୍ରମୁଖ ସଂମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମକୁ ନାକଟିଦେଉଳ ବ୍ଲକ ମହାଶଚିବ ଜଗନ୍ନାଥ ଦେହୁରୀ ମଞ୍ଚ ପରିଚାଳନା କରିଥିଲେ।ଏହି ଅବସରରେ ବଡ ଦେଓଙ୍କ ପୂଜାର୍ଚ୍ଚନା ହେବା ସହିତ କିସିଣ୍ଡା ଗଣ୍ଡୱାନା ଛାତ୍ର ସଂଗଠନ ପକ୍ଷରୁ ଛାତ୍ରୀ ମାନଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଯାଇଥିଲା। ସେହିପରି ଏହାର ଦ୍ୱିତୀୟ ଅଧିବେଶନରେ ଆୟୋଜିତ କାର୍ଯ୍ୟକ୍ରମରେ  ବରିଷ୍ଠ ସାମ୍ବାଦିକ ପ୍ରସନ୍ନ କୁମାର ପ୍ରଧାନ, ଓ ଯୁବ ସାମ୍ବାଦିକ ଅନିଲ କୁମାର ପୃଷ୍ଟି ପ୍ରମୁଖ ଯୋଗ ଦେଇ ଆଗାମୀ ଦିନରେ ଗଣ୍ଡ ସମାଜର ଏହି କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରିବା ସହ ପ୍ରତେକ ଗୁଡି ମାନଙ୍କରେ କରିବା ପାଇଁ ମତାମତ ଦେଇ ଥିଲେ।ଶେଷରେ ସୁବାଷ ଚନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣ୍ତାବାହାଲିଠାରେ ନୂଆଖାଇ ଭେଟଘାଟ ପାଇଁ ପ୍ରସ୍ତୁତି ବୈଠକ   17-Aug-2026
  ଜିଲ୍ଲା  
ନାରୀସେବା ସଙ୍ଘ ପକ୍ଷରୁ ଦେଶର ୮୦ ତମ ସ୍ବାଧିନତା ଦିବସ ପାଳିତ   17-Aug-2026
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like