-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   (17-Aug-2026)       ||      ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   (17-Aug-2026)       ||      ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   (17-Aug-2026)       ||      ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ    (17-Aug-2026)       ||      କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||     

HOME   ଜିଲ୍ଲା

ଅକ୍ଷୟ ତୃତୀୟା ପାଇଁ ପ୍ରସ୍ତୁତି ବୈଠକ

24-Apr-2022



ପଦ୍ମପୁର/ଗାଇସିଲେଟ:  ଆଜି ଦିନ ଅପରାହ୍ନ ୫ ଘଟିକା ସମୟରେ ରାଜ ବୋଡା ସମ୍ଵର କୃଷକ ସଙ୍ଗଠନ ଗାଇସିଲେଟ ବ୍ଲକ ର ସଭାପତି ଶ୍ରୀଯୁକ୍ତ ଅରବିନ୍ଦ ପଣ୍ଡା ଙ୍କ ଅଧ୍ୟକ୍ଷତା ରେ ଭାଙ୍ଗମୁଣ୍ଡା ଗ୍ରାମର କୀର୍ତ୍ତନ ମଣ୍ଡଳୀ ଠାରେ ଭାଙ୍ଗମୁଣ୍ଡା ଗ୍ରାମବାସୀ ଙ୍କ ସହିତ ମୁଠି ଛୁଆଁ ମହୋତ୍ସବ ୨୦୨୨ ର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l ଆଜି ଗ୍ରାମବାସୀ ଅପରାହ୍ନ ୨ ଘଟିକା ସମୟରେ ପଣ୍ଡିତ ଶ୍ରୀମାନ ଦିଲ୍ଲୀପ ପାଣି ଙ୍କୁ ଡକାଇ ପାଞ୍ଜି  ଶୁଣିଥିଲେ ଓ  ଅକ୍ଷୟ ତୃତୀୟା ର ତିଥିନୁସାରେ  ପାଳନ କରିବା ପାଇଁ ଉତ୍ସାହର ସହିତ ଗ୍ରାମବାସୀ ମତବିନିମୟ କରିଥିଲେ l ପରେ ରାଜ ବୋଡା ସମ୍ବର କୃଷକ ସଙ୍ଗଠନ ର ପୂର୍ବ ନିର୍ଦ୍ଧାରିତନୁଯାୟୀ ଭାଙ୍ଗମୁଣ୍ଡା ଠାରେ ଆଗାମୀ ୩-୫-୨୦୨୨ ମଙ୍ଗଳବାର ଦିନ ଗ୍ରାମବାସୀ ଓ ରାଜ ବୋଡା ସମ୍ବର କୃଷକ ସଙ୍ଗଠନ ତରଫ ରୁ ମିଳିତ ଭାବରେ ଅକ୍ଷୟ ତୃତୀୟା ମହୋତ୍ସବ ପାଳନ  କରିବାକୁ  ପ୍ରସ୍ତୁତି ବୈଠକ କରା ଯାଇଥିଲା ଗାଁ ର ଚାଷୀ ମାନେ  ଅନେକ  ମତାମତ ଦେଇଥିଲେ l କେମିତି ସୁନ୍ଦର କରି ପାରିବା ସେ ବିଷୟ ରେ ବିଶେଷ ଆଲୋଚନା ହୋଇଥିଲା lବହୁତ ଉତ୍ସାହ ର ସହିତ ସମସ୍ତେ ଏହି ନିଷ୍ପତି କୁ ପ୍ରଶଂସା କଲେ ଓ ଧୁମ ଧାମ ରେ ପାଳନ କରିବା ପାଇଁ  ଗାଁର ଗଉନ୍ତିଆ ଶ୍ରୀମାନ ବିମ୍ବାଧର ସାହୁ ମତ ଦେଇଥିଲେ l ଏହି ବୈଠକରେ କୃଷକ ସଙ୍ଗଠନ ର ସମ୍ପାଦକ ଗଜପତି ସାହୁ ,ଗ୍ରାମ୍ୟ କମିଟି ର ସଭାପତି ବିପିନ ସାହୁ,ବକୁଳ ସାହୁ,ଡୋଳାମଣି ସାହୁ , ୱାର୍ଡ ମେମ୍ବର ସୁଦାମ ଧରୁଆ,କୀର୍ତ୍ତନ ଛତ୍ରୀଆ,ସୁଦାମ ଚରଣ ସାହୁ, କୁଳମଣି ସାହୁ, ସୁଦାମ ଚରଣ ସାହୁ,ଦିଲ୍ଲୀପ ସାହୁ,ଗୁପ ଛତ୍ରୀଆ,ଲଳିତ ସାହୁ, ଅକ୍ଷୟ ସାହୁ ଓ ଗ୍ରାମବାସୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଦାୟିତ୍ୱ ଗ୍ରହଣ   17-Aug-2026
  ଜିଲ୍ଲା  
ମାନ୍ୟବର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଙ୍କ ପ୍ରେସମିଟ   17-Aug-2026
  ଜିଲ୍ଲା  
ସମ୍ବଲପୁରରେ ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ସମ୍ବଲପୁରର ସର୍ବାଙ୍ଗୀଣ ବିକାଶ ସରକାରଙ୍କ ପ୍ରାଥମିକତା: ମାନ୍ୟବର ମନ୍ତ୍ରୀ   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ମେଘପାଳ ସରପଞ୍ଚଙ୍କ ମହନୀୟ କାର୍ଯ୍ୟ   17-Aug-2026
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026

You Might Also Like