-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   (17-Aug-2026)       ||      ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   (17-Aug-2026)       ||      ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଓ ବି ସି, ଏସ ଟି,ଏସ ସି ମିଳିତ ମହାମଞ୍ଚ ର ବୁଦ୍ଧିଜୀବି ସମ୍ମିଳନୀ ।

24-Apr-2022



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
 କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଓ ବି ସି, ଏସ ଟି, ଏସ ସି ମିଳିତ ମହା ମଞ୍ଚ ପକ୍ଷରୁ ବୁଦ୍ଧିଜୀବି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ସମ୍ବିଧାନ ଦେଶର ପ୍ରତିଟି ନାଗରିକ ଙ୍କୁ ସାମାଜିକ, ଆର୍ଥିକ ଓ ରାଜନୈତିକ  ନ୍ୟାୟ ଦେବା ପାଇଁ ପ୍ରତିଶ୍ରୁତି ବଦ୍ଧ ହେଲେ ଆଜି ବି ଓ ବି ସି, ଏସ ଟି, ଏସ ସି  ଅବହେଳିତ । ସରକାର ପ୍ରତ୍ୟେକ କ୍ଷେତ୍ରରେ ଓବିଶୀ ,ଏସ ଟି ,ଏସ ସି ଙ୍କ ପ୍ରତି ପରୋକ୍ଷରେ ଅଣଦେଖା କରୁଥିବା ଓ ସାମ୍ବିଧାନିକ ଅଧିକାର ରୁ ବଞ୍ଚିତ ରଖୁଥିବା ନେଇ ବୈଠକରେ ମଞ୍ଚ ର ବୁଦ୍ଧିଜୀବି ମାନେ ଅସନ୍ତୋଷ ପ୍ରକାଶ କରିଥିଲେ ।ଆଗାମୀ ଦିନରେ ଜାତିଗତ ଭେଦଭାବ ରୁ ଦୁରେଇ ରହି ସଙ୍ଗଠନ କୁ ସୁଦୃଢ କରିବା ସହ ନିଜ ସାମ୍ବିଧାନିକ ଅଧିକାର ପାଇବା ପାଇଁ ଲଢ଼ିବାକୁ ନିଜ ନିଜ ଅଭିଭାଷଣ ରେ ବକ୍ତା ମାନେ ମତ ପ୍ରକାଶ କରିଥିଲେ। ଆଇନଜୀବୀ ସମାଜ ସେବୀ ଦିଗାମ୍ବର ଦୁରିଆ ଙ୍କ ନେତୃତ୍ୱ ରେ ଏହି  ବୈଠକ ଟି  ଅନୁଷ୍ଠିତ ହୋଇଥିଲା ଏଥିରେ  ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରୀୟ ମୂଳନିବାସୀ ମହିଳା  ସଙ୍ଘ ଓଡ଼ିଶା ସଭାନେତ୍ରୀ  କମଳିନୀ ଯାଦବ,  ସମ୍ମାନୀତ ଅତିଥି ଭାବେ ଲବଣୀ ନାଏକ ,ବିଭୀଷଣ ନାଏକ,ପୂର୍ବତନ ସରପଂଚ ରମଣୀ ଦୁରିଆ,ଡାକେ ସ୍ୱର ଲହଜଳ, ଲକ୍ଷଜ୍ୟୋତି ଜାଲ, ଚିତ୍ରସେନ ଗୋପାଳ, କମଳ ଲୋଚନ ମାଝୀ,ପୂର୍ବତନ ସରପଂଚ ଗିରିଧାରୀ ତେଜି, ସନ୍ଦିକୁଲିଆରୀ ସରପଂଚ ଜଗତରାମ ବାଗ ,ସମିତି ସୁଜିତ ସାହୁ, ତିପିଗୁଡା ସରପଞ୍ଚ ହାତୀ ରାମ ଦୂର୍ଗା,ସମିତି ତିକେରାମ ସାହୁ,ପୂର୍ବତନ ଯାଦବ ମହାସଭା କଳାହାଣ୍ଡି ସଭାପତି ଡମ୍ବରୁ ଧର ଲହଜଳ,ଶିକ୍ଷାବିତ ଲୋଚନ ନାଏକ,  ଦିଲିପ ଦୁରିଆ ଅପ୍ରେଶ ସ୍ୱାଇଁ, ଗଜିନ୍ଦ୍ର ନାଏକ ପ୍ରମୁଖ ଉପସ୍ଥିତି ହୋଇଥିଲେ । ଉକ୍ତ କର୍ଯ୍ୟ କ୍ରମ କୁ ସୁଧିର ଗୋପାଳ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କଂସର ଓ ଦୁଧିଆମାଳରେ ଯୌନ ଓ ପ୍ରଜନନ ସ୍ୱାସ୍ଥ୍ୟ ନେଇ ତାଲିମ ଶିବିର   17-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ   17-Aug-2026
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026

You Might Also Like