-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା କଂଗ୍ରେସ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

19-Nov-2020



ବଲାଙ୍ଗିର,- ବଲାଙ୍ଗିର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସ୍ଥାନୀୟ କଂଗ୍ରେସ କାର୍ଯ୍ୟାଳୟରେ ସଭାପତି ଦିଲିପ ବେହେରାଙ୍କ ସଭାପତିତ୍ୱରେ ଭାରତର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ସ୍ୱର୍ଗତା ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ପରେ ମହୀୟସି ଇନ୍ଦିରା ଗାନ୍ଧୀଙ୍କ ସ୍ମୃତି ଚାରଣ ଉଦ୍ଦେଶ୍ୟରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ଟାଉନ କଂଗ୍ରେସ ସଭାପତି ବୁଲୁ ଦାନୀ, ପି.ସି.ସି. ସଂପାଦକ ଉମାଶଙ୍କର ପଣ୍ଡା, ଅଜୟ ବାଲି, ଉପ-ସଭାପତି ଉମାକାନ୍ତ ସାହୁ, ରାମ ପ୍ରସାଦ ମିଶ୍ର, ଜିଲ୍ଲା କଂଗ୍ରେସ ପ୍ରବକ୍ତା ସାନନ୍ଦ ମିଶ୍ର, ପ୍ରେମ ମିଶ୍ର, ଅଙ୍କିତ ସାହୁ, ନାରୀ ନେତ୍ରୀ ମିଳନୀ ସାହୁ, କାଉନସିଲର ସୌମ୍ୟଦୀପ

ସରାଫ, ଅଖଣ୍ଡ ସେଠ ପ୍ରମୁଖ ସ୍ୱର୍ଗୀୟ ଇନ୍ଦିରା ଗାନ୍ଧୀଙ୍କ ଦେଶ ପାଇଁ ତଥା ଅବହେଳିତ ବଲାଙ୍ଗିର ଜିଲ୍ଲାର ବିକାଶ ପାଇଁ ପ୍ରମୁଖ ଅବଦାନ ବିଷୟରେ ଆଲୋକପାତ କରିଥିବା ବେଳେ ସଂଜୟ ମିଶ୍ର, ଚିଣ୍ଟୁ ପଣ୍ଡା, ବ୍ୟାସଦେବ ନନ୍ଦ, ମାନସ ମହାନ୍ତି, କୈଳାସ ମିଶ୍ର, ଟିଟୁ ରଣା, ବ୍ରଜ ସେଠୀ, ଗୋବିନ୍ଦ ପଣ୍ଡା, ମିଟୁ ସାହୁ, ଲୋପନ ମିଶ୍ର, କିଶୋର ଦଣ୍ଡସେନା, ଅନନ୍ତ ମଚଖଣ୍ଡ, ବିଟୁନ ସ୍ୱାଇଁ, ଜୁଲୁ ପଟ୍ଟନାୟକ, ବିଜୟ ଖରସେଲ, ପବିତ୍ର ନେପାକ, ରିଙ୍କୁ ତ୍ରିପାଠି, ସୁରେନ୍ଦ୍ର ଅଶ୍ୱପାଳ, ସୁଦର୍ଶନ ମିଶ୍ର, ଜଗ ପ୍ରଧାନ, କୁନା ପ୍ରଧାନ, ସ୍ୱାଧୀନ ମହାକୁର, କମଲ ବାଗ, ସୁଦାମ ପଟେଲ, ବ୍ରଜ କିଶୋର ମେର୍ଲି, ତୁଷାର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like