-+91-9937148622 |

prerana_bgr@rediffmail.com |

  Monday 17th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ    (16-Aug-2026)       ||      କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||     

HOME   ଜିଲ୍ଲା

ବିଷାକ୍ତ କୀଟ କାମୁଡିବାରୁ, ଅସ୍ଥାୟୀ ବନ କର୍ମଚାରୀଙ୍କ ମୃତ୍ୟୁ ।

25-Apr-2022



ନାକଟିଦେଉଳ(କନ୍ଦର୍ପ ବେହେରା) -ସମ୍ବଲପୁର ଜିଲ୍ଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ ର କିସିଣ୍ଡା ରେଞ୍ଜ ଅନ୍ତର୍ଗତ କଞ୍ଚନପୁର ଜଙ୍ଗଲରେ କାର୍ଯ୍ୟରତ ଜନୈକ ଅସ୍ଥାୟୀ ବନ ବିଭାଗର କର୍ମଚାରୀକୁ କୌଣସି ବିଷାକ୍ତ କୀଟ କାମୁଡି ଦେବାରୁ ଗୁରୁତର ହେବା ପରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତ ଅସ୍ଥାୟୀ ବନ ବିଭାଗର କର୍ମଚାରୀ ଜଣଙ୍କ ହେଲେ କିସିଣ୍ଡା ଗ୍ରାମର ପ୍ରଦୀପ ନାୟକ(୩୫)।ମୃତ ପ୍ରଦୀପ କିସିଣ୍ଡା ରେଞ୍ଜ ବନ୍ୟପ୍ରାଣୀ ବିଭାଗରେ ଅସ୍ଥାୟୀ ରାତ୍ର ଜଗୁଆଳ ଭାବରେ କାମ କରୁ ଥିଲେ ବୋଲି ଜଣା ପଡ଼ିଛି ା ମୃତ ପ୍ରଦୀପ ଶନିବାର କଞ୍ଚନପୁର ଜଙ୍ଗଲ ଅଞ୍ଚଳରେ ତାଙ୍କର ଡିୟୁଟି କରୁଥିବା ବେଳେ ତାଙ୍କୁ କୋୖଣସି ବିଷାକ୍ତ ପୋକ କାମୁଡି ଦେଇ ଥିବା ପରିବାର ଲୋକେ ପ୍ରକାଶ କରିଛନ୍ତି। ପ୍ରଦୀପ ଜଙ୍ଗଲରୁ ଅସୁସ୍ଥତା ଅନୁଭବ କରି ଘରକୁ ଚାଲି ଆସି ଥିଲେ। ହେଲେ ପରିବାର ଲୋକେ ତୁରନ୍ତ ରେଢାଖୋଲ ଉପଖଣ୍ଡ ଡାକ୍ତରଖାନାକୁ ଆଣିବା ବାଟରେ ତାଙ୍କର ମ୍ରୁତ୍ୟୁ ହୋଇଯାଇଥିଲା ା ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ କିସିଣ୍ଡା ଥାନା ପୋଲିସ ରେଢାଖୋଲ ଉପଖଣ୍ଡ ଡାକ୍ତରଖାନା ପହଞ୍ଚି ଏହି ଘଟଣାର ତଦନ୍ତ କରିବା ସହ ଏକ ମାମଲା ରୁଜୁ କରିଛି। ଏହା ସହ ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ମୃତ ଦେହକୁ ହସ୍ତାନ୍ତର କରା ଯାଇଛି। ପ୍ରଦୀପଙ୍କ ପରିବାର ଅତ୍ୟନ୍ତ ଗରିବ ପରିବାରର ହୋଇ ଥିବା ବେଳେ ତାଙ୍କ ଏକ ଛୋଟ ପୁଅ ଅଛି ବନବିଭାଗ ଆର୍ଥିକ ସହାୟତା ଯୋଗାଇ ଦେବାକୁ ପରିବାର ଓ ଗ୍ରାମବାସୀ ମାନେ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏମ୍‌ସିଏଲ୍ ପାଳନ କଲା ସଦ୍‌ଭାବନା ଓ ଦେଶପ୍ରେମର ସହ ୮୦ତମ ସ୍ବାଧୀନତା ଦିବସ   16-Aug-2026
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026

You Might Also Like