-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   (16-Aug-2026)       ||      ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ    (16-Aug-2026)       ||      ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   (16-Aug-2026)       ||      *ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   (16-Aug-2026)       ||      ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   (16-Aug-2026)       ||      ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ରାଜ୍ୟ

ରେଗିଂର ଶୀକାର ହୋଇ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜରେ ଡାକ୍ତରୀ ଛାତ୍ରଙ୍କ ଆତ୍ମହତ୍ୟା ଘଟଣା-  ଘଟଣାକୁ ଦୃଢ଼ ନିନ୍ଦା କଲା ବଲାଙ୍ଗୀର ନାଗରିକ କମିଟି

25-Apr-2022



ବଲାଙ୍ଗୀର// ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜରେ ମେଡିକାଲ ଛାତ୍ରଙ୍କ ଆତ୍ମହତ୍ୟା ଘଟଣା ରହସ୍ୟଜନକ ରହିଛି । ମୃତ ଛାତ୍ରର ବାପା ମାଁ ସିଧାସଳଖ କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଥିବା ବେଳେ ରେଗିଂ ର ଶିକାର ହୋଇ ପିଲା ର ଜୀବନ ଯାଇଛି ବୋଲି କୁହାଯାଇଛି । ଏପରି ଏକ ଦୁଃଖଦ ଘଟଣାକୁ ବଲାଙ୍ଗୀର ନାଗରିକ କମିଟି ଦୃଢ଼ ନିନ୍ଦା କରିଛି । ଏହା ପୁର୍ବରୁ ମଧ୍ୟ ଆଉ ଜଣେ ମେଡିକାଲ ଛାତ୍ରୀଙ୍କ ଏପରି ରହସ୍ୟଜନକ ଭାବରେ ମୃତ୍ୟୁ ହୋଇଥିବା ବେଳେ ବଲାଙ୍ଗୀର ମେଡିକାଲ କଲେଜରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ସ୍ୱତଃ ଏକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ବୋଲି ବଲାଙ୍ଗୀର ନାଗରିକ କମିଟିର ସାଧାରଣ ସଂପାଦକ ମନୋରଂଜନ ସାହୁ କହିଛନ୍ତି ।  ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ପ୍ରକୃତ ସତ୍ୟ ଲୋକଲୋଚନକୁ ଅଣାଯାଉ l ଏଥିସହ ଭବିଷ୍ୟତରେ ଯେପରି ଏପରି ଘଟଣାର ପୁନଃରାବୃତ୍ତି ନ ଘଟିବ ସେଥିପାଇଁ କଲେଜ କର୍ତ୍ତୃପକ୍ଷ ତୀକ୍ଷ୍ଣ ଦୃଷ୍ଟି ଦେବାକୁ ବଲାଙ୍ଗୀର ନାଗରିକ କିମିଟି ନିବେଦନ କରିଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
କଦମପଡା ଶିଶୁ ମନ୍ଦିରରେ “ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା” ଅନୁଷ୍ଠିତ   16-Aug-2026
  ଜିଲ୍ଲା  
ସୋହେଲାରେ ମହାସମାରୋହରେ ପାଳିତ ହେଲା ଗୁରୁ ଭଗବାନ ସାହୁଙ୍କ ୯୬ତମ ଜୟନ୍ତୀ   16-Aug-2026
  ଜିଲ୍ଲା  
ରେଳ ଉପଭୋକ୍ତ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବଲାଙ୍ଗିର ଗୁଡିଆ ସମାଜର ସିଦ୍ଧିବିନାୟକ ମନ୍ଦିର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି ବୈଠକ   16-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ଅବସରରେ ବନ୍ଧୁତ୍ୱ ପୂର୍ଣ୍ଣ ଫୁଟବଲ୍ ମ୍ୟାଚ ଅନୁଷ୍ଠିତ*-   16-Aug-2026
  ଜିଲ୍ଲା  
ତ୍ରିରଙ୍ଗା ପତାକା ତଳେ ନୀଳଜି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଦେଶପ୍ରେମର ମହକ, ଛାତ୍ରଛାତ୍ରୀଙ୍କ ମନରେ ଜାଗିଲା ଦେଶଭକ୍ତି   16-Aug-2026
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026

You Might Also Like