-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   (16-Aug-2026)       ||      ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   (16-Aug-2026)       ||      ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||     

HOME   ରାଜ୍ୟ

ଓଡିଶା ଗୋଷ୍ଠୀ ସହାୟିକା (ସିଆରପିସିଏମ୍‌) ଜିଲ୍ଲାସ୍ତରୀୟ ବୈଠକ

25-Apr-2022



ବଲାଙ୍ଗିର,(ପ୍ରେରଣା ଖବର)- ଆଜି ବଲାଙ୍ଗିର ସ୍ଥିତ ଯାଦବ ଭବନ ଠାରେ ଓଡିଶା ଗୋଷ୍ଠୀ ସହାୟିକା ସଂଘର ଜିଲ୍ଲା ବୈଠକ ଚମ୍ପେଶ୍ୱରୀ ଶବରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଉକ୍ତ ସଭାରେ ମୁଖ୍ୟ ଅତିଥି ଏଆଇଟିୟୁସି ଜିଲ୍ଲା ସଭାପତି  ବିଭୁଦତ୍ତ ମିଶ୍ର ଏବଂ ସମ୍ମାନିତ ଅତିଥି ଭାବେ ଏଆଇଟିୟୁସିର ଜିଲ୍ଲା ଉପସଭାପତି ତଥା ନିଖିଳ ଓଡିଶା ଆଶା କର୍ମୀ ସଂଘ ଜିଲ୍ଲା ସଭାପତି ତୀର୍ଥ ପଧାନ ଯୋଗଦେଇ ଗୋଷ୍ଠୀ ସହାୟିକାମାନଙ୍କର ବିଭିନ୍ନ ଅସୁବିଧା ଗୁଡିକୁ ଆଖି ଆଗରେ ରଖି ଏହାର ତୁରନ୍ତ ସମାଧାନ ପାଇଁ ସରକାରଙ୍କୁ ଚେତାବନୀ ଦେଇଥିଲେ । ସଂଘର ଜିଲ୍ଲା ସଂପାଦିକା  ଲକି ହୋତା ବିବରଣୀ ପାଠ କରି ଦାବୀ ପୁରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ ପାଇଁ ପ୍ରସ୍ତୁତ ରହିବାକୁ ସମସ୍ତ ସଦସ୍ୟାମାନଙ୍କୁ ଆହ୍ୱାନ ଦେଇଥିଲେ । ନିଯୁକ୍ତି ପର ଠାରୁ ସମସ୍ତ ବକେୟା ରାଶି ତୁରନ୍ତ ନିୟମିତ ପ୍ରଦାନ କରିବାକୁ ଏବଂ ସମଗ୍ର ଜିଲ୍ଲାରେ ସମାନ

ଅନୁପାତରେ ପାରିଶ୍ରମିକ ଦେବା ପାଇଁ ଦାବି କରାଯାଇଥିଲା ।  ବିଶେଷ କରି ବଲାଙ୍ଗିର ସଦର ବ୍ଲକରେ ଦୀର୍ଘ ଦିନ ଧରି ବକେୟା ରାଶି ତଥା ପ୍ରୋତ୍ସାହନ ରାଶି ନ ମିଳୁଥିବାରୁ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇବା ସଙ୍ଗେ ସଙ୍ଗେ ଆଗାମୀ ୭ ଦିନ ଭିତରେ ଏହାର ସମାଧାନ କରାନଗଲେ ସଂଘ ବାଧ୍ୟ ହୋଇ ଆନ୍ଦୋଳାତ୍ମକ ପନ୍ଥା ଗ୍ରହଣ କରିବ ବୋଲି ସର୍ବ ସମ୍ମତିକ୍ରମେ ବୈଠକରେ ନିଷ୍ପତ୍ତି  ହୋଇଥିଲା । ମଂଜୁଶ୍ରୀ ମଲ୍ଲିକ, ପାର୍ବତି ତ୍ରିପାଠୀ, ନବାସିନୀ ପଟେଲ, ସଙ୍ଗୀତା ମେହେର, ମୁକ୍ତାମଣି ରାୟ, ମୀନା ପଟେଲ, କୁନ୍ତି କଅଁର, ଚଞ୍ଚଳା ରଣା, ମହିନ୍ଦ୍ରୀ ଜେନା, ପ୍ରଭାସିନି ରଣା, ତପସ୍ମିନୀ ପ୍ରଧାନ, ଜ୍ୟୋସ୍ନାରାଣୀ ଭାଟି, ଉମି ଗୁପ୍ତା, ସାହେବ ନନ୍ଦ, ଦୁର୍ଯ୍ୟୋଧନ ବିଶ୍ୱାଲ, ଜ୍ୟୋତିଷ ହୋତା ପ୍ରମୁଖ ବୈଠକରେ ଭାଗ ନେଇ ନିଜର ମତାମତ ରଖିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଭୋଇ ହସ୍‌ପିଟାଲ ପରିଦର୍ଶନ ରୋଗୀଙ୍କୁ ଭେଟି ସମସ୍ୟା ପଚାରିଲେ ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର   16-Aug-2026
  ଜିଲ୍ଲା  
ସୁନ୍ଦରଗଡ଼ ଠାରେ ଜିଲ୍ଲାସ୍ତରୀୟ ୭୯ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସରେ ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଆଗଲପୁର ବ୍ଳକ ତରଫରୁ ରକ୍ତଦାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ   16-Aug-2026
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026

You Might Also Like