-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   (16-Aug-2026)       ||      ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗିର ପୁଅ ପ୍ରେମରେ ପରଦେଶୀ ଚଢ଼େଇ, ପଡ଼ିଲା ହାତଗଣ୍ଠି

25-Apr-2022



ବଲାଙ୍ଗିର,(ଅନ୍ତର୍ଯ୍ୟାମୀ ସାହୁ ) ପ୍ରେମରେ ନ ଥାଏ ଭାଷା ନ ଥାଏ ସୀମା ସରହଦ।  ଦୁଇଟି ହୃଦୟ ଯୋଡ଼ି ହେବାକୁ କଥାକୁହା ଆଖି ହିଁ ଯଥେଷ୍ଟ। ଏକ ସଙ୍ଗେ କାମ କରୁ କରୁ କେତେବେଳେ ପରସ୍ପରର ନିକଟତର ହୋଇଗଲେ, କେତେବେଳେ ପରସ୍ପରର ହୃଦୟର ସ୍ପନ୍ଦନ ପାଲଟିଗଲେ ଜାଣି ପାରିଲେନି ଏହି ଯୋଡ଼ି। ଶେଷରେ ପ୍ରେମ ନେଲା ବାସ୍ତବ ରୂପ । ସାତ ସମୁଦ୍ର ପାର୍‌ ହୋଇ ଓଡ଼ିଅ ଘରର ବୋହୂ ସାଜିଲେ ବିଦେଶୀ ଯୁବତୀ ମଥାରେ ଓଢ଼ଣୀ, ସିନ୍ଥିରେ ସିନ୍ଦୂର ପିନ୍ଧାଇ ସ୍ଲୋଭେନିଆ ଯୁବତୀ ଏମାଙ୍କୁ ନିଜ ଘରଣୀ ଭାବ ଗ୍ରହଣ କଲେ ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ୍ ଡେଡ଼ଗାଁର ସୌରଭ ସେନାପତି।  ବେଦୀ ନିଆଁରେ ସାତ ଜନ୍ମ ପାଇଁ ପରସ୍ପରର ସାଥୀ ହୋଇ ବାଟ ଚାଲିବେ ବୋଲି ଶପଥ ନେଲେ  ସୌରଭ ଓ ଏମା । ଡେଡ଼ଗାଁର ପ୍ରେମଲାଲ ସେନାପତିଙ୍କ ପୁଅ ସୌରଭ  ଜର୍ମାନୀର ଏକ କମ୍ପାନୀରେ ଚାକିରି କରୁଛନ୍ତି  । ସେହି କମ୍ପାନୀରେ  ଏମା ମଧ୍ୟ କାର୍ଯ୍ୟରତ ଅଛନ୍ତି। ଉଭୟଙ୍କ ମଧ୍ୟରେ ଥିବା ଔପଚାରିକତା କେତେବେଳେ ଯେ, ପ୍ରେମରେ ରୂପାନ୍ତର ହେଲା ତାହା ଉଭୟ ସୌରଭ ଓ ଏମା ମଧ୍ୟ ଜାଣିପାରିଲେନି। ହେଲେ ପରସ୍ପରଠୁ ଦୂରତା ଉଭୟଙ୍କୁ ଖୁବ୍‌ ବାଧିଲା। ଏହାପରେ ଉଭୟେ ସାତ ଜନ୍ମ ପାଇଁ ସାଥୀ ହେବେ ବୋଲି  ନିଷ୍ପତ୍ତି  ନେଲେ ପୁଅର ଖୁସିରେ ସୌରଭଙ୍କ ପରିବାର ସମ୍ମତି ପ୍ରକାଶ କରିବା ପରେ    ଗତ ୨୦ ତାରିଖରେ  ଭୁବନେଶ୍ୱରର ଏକ ହୋଟେଲରେ  ଆୟୋଜିତ ହେଲା ବିବାହ ଉତ୍ସବ।   କନ୍ୟା ଏମାଙ୍କ ପୁରା ପରିବାର ଏହି ଉତ୍ସବରେ ସାମିଲ ହୋଇ ବାହାଘରର ମଜା ନେଇଥିଲେ । ସେମାନଙ୍କୁ ଓଡ଼ିଶାର ସଂସ୍କୃତି, ପରମ୍ପରା, ରୀତିନୀତି, ଖାଦ୍ୟପେୟ ଓ ପୋଷାକ ପରିଧାନ ଶୈଳୀ ଖୁବ୍‌ ଭଲ ଲାଗିଥିବା କହିଛନ୍ତି । ସେହିପରି ପୁଅ ଘର ଗାଁ ଦେଢ଼ଗାଁ ଠାରେ ପରିବାର ସଦସ୍ୟ ଓ ସମାଜ ଲୋକଙ୍କୁ ନେଇ ମଧ୍ୟ ଏକ ଭୋଜିର ଆୟୋଜନ କରାଯାଇଥିଲା ।ଏହି ଵିଵାହ କୁ ନେଇ ବଲାଙ୍ଗୀର ଜିଲ୍ଲାରେ ଚର୍ଚ୍ଚା ଜୋର ଧରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୮୦ ତମ ସ୍ୱାଧୀନତା ଦିବସ ମହୋତ୍ସବ ପାଳନ   16-Aug-2026
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026

You Might Also Like