-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଶ୍ରୀ ରାମଲୀଳା ଯାତ୍ରା ଉପଲକ୍ଷେ "ରାମ ଗାଥାରେ ସାମାଜିକ ପ୍ରଭାବ ଓ ବୌଦ୍ଧ ର ରାମଲୀଳା " ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ

26-Apr-2022



ବୌଦ୍ଧ(ପ୍ରେରଣା ଖବର) : ,, ଶ୍ରୀରାମ ଲୀଳା ଯାତ୍ରା ଉପଲକ୍ଷେ ବୌଦ୍ଧ ଠାରେ "ରାମ  ଗାଥାରେ ସାମାଜିକ ପ୍ରଭାବ ଓ ବୌଦ୍ଧ ର ରାମଲୀଳା " ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି l ପଲ୍ଲୀଶ୍ରୀ ଓ ପୁସ୍ତକ ମେଳା ର ତୃତୀୟ ଦିବସ ରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ର ରେ ଉଦଘାଟକ ଭାବରେ ପୂର୍ବତନ ବାଚସ୍ପତି ତଥା ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ, ମୁଖ୍ୟ ଅତିଥି ଭାବରେ ବୌଦ୍ଧ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର, ବରେଣ୍ୟ ଅତିଥି ଭାବରେ ବରଗଡ଼ ମହିଳା ମହାବିଦ୍ୟାଳୟ ର ଅବସର ପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ସୁଦର୍ଶନ

ପୂଜାରୀ,ପ୍ରଖ୍ୟାତ କବି ଓ ସାହିତ୍ୟିକ ରାମକୃଷ୍ଣ ସାହୁ, ସମ୍ମାନୀତ ଅତିଥି ଭାବରେ ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ ର ପ୍ରାଧ୍ୟାପକ ବାସୁଦେବ ପାତ୍ର, ବିଶିଷ୍ଟ ନାଟ୍ୟକାର ହୃଦାନନ୍ଦ ମେହେର ଓ ବୌଦ୍ଧ ଜିଲ୍ଲା କଲଚରାଲ ଏକାଡେମୀ ର ସଭାପତି ହରିହର ପ୍ରଧାନ ଯୋଗଦେଇଥିଲେ l  ଜିଲ୍ଲା ସଂସ୍କୃତି ପରିଷଦ ସଦସ୍ୟ, ପ୍ରାକ୍ତନ ସଦସ୍ୟ ଓଡିଶା ସାହିତ୍ୟ ଏକାଡେମୀ ନୀଳ ଲୋହିତ ମହାପାତ୍ର ସ୍ୱାଗତ ସମ୍ବାଷଣ ଓ ଅତିଥି ପରିଚୟ ପ୍ରଦାନ ସହ ଆଲୋଚନା ଚକ୍ର ର ଉଦ୍ଦେଶ୍ୟଜ୍ଞାପନ ସହ କାର୍ଯ୍ୟକ୍ରମ ର ପରିଚାଳନା କରିଥିଲେ l ଏହି ଆଲୋଚନା ଚକ୍ର ରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାର ସିଂହ, ବରିଷ୍ଠ ସାମ୍ବାଦିକ l

ରଜନୀ କାନ୍ତ ଦାସ, ଜିଲ୍ଲା ସଂସ୍କୃତି ଅଧିକାରୀ ଶୁକ୍ରୁ ସ୍ୱାଇଁ, ଗବେଷକ ବିଶେଶ୍ୱର ପୃଷ୍ଟି, ଜିଲ୍ଲା ଉନ୍ନୟନ ପରିଷଦ ର ସଭାପତି ଚିତ୍ତରଞ୍ଜନ ଦାସ, ଗବେଷକ ସତ୍ୟନାରାୟଣ ପାଣି, ସମ୍ବାଦ ସାହିତ୍ୟ ଘର ବୌଦ୍ଧ ର ସମ୍ପାଦକ ରମେଶ ପ୍ରସାଦ ମେହେର, ସାମ୍ବାଦିକ ରଘୁନାଥ ଷଡ଼ଙ୍ଗୀ, ବୌଦ୍ଧ କଲଚରାଲ ଏକାଡେମୀ ର ସମ୍ପାଦକ ସୁଶାନ୍ତ କୁମାର ମହାପାତ୍ର, ଓଡିଶା ଲେଖିକା ସଂସଦ ବୌଦ୍ଧ ଶାଖା ର ସମସ୍ତ ସଦସ୍ୟା, ରାମଲୀଳା ନାଟ୍ୟ ସଂସଦ ର ସମସ୍ତ କର୍ମକର୍ତ୍ତା, ସାହିତ୍ୟିକ ଗୋପାଳ ଅମାତ, ଗୁରୁ ଦେବାଙ୍ଗନ ମେହେର, ସମାଜସେବୀ ଜୟନାରାୟଣ ମହାନ୍ତି, ବରିଷ୍ଠ ନାଗରିକ ଙ୍କ ସମେତ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ l ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଖଲିଆବଗିଚା ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନେ ସହଯୋଗ କରିଥିଲେ l ଶେଷରେ ଯୁବ ସାହିତ୍ୟିକ ସନ୍ତୋଷ କୁମାର କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like