-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   (16-Aug-2026)       ||      *ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   (16-Aug-2026)       ||      ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   (16-Aug-2026)       ||      ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ    (16-Aug-2026)       ||      ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   (16-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   (16-Aug-2026)       ||      “ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୧୧୭ ଅଭିଯୋଗ ଦରଖାସ୍ତ ଗ୍ରହଣ : ତୁରନ୍ତ ସମାଧାନ ହେଲା ୬୯ ଅଭିଯୋଗ

26-Apr-2022



ସୁବର୍ଣ୍ଣପୁର/// ଗତକାଲି ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲପାଳ(ରାଜସ୍ବ ) ସୂର୍ଯ୍ୟନାରାୟଣ ଦାଶ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୧୧୭ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୧0୬ ଗୋଟି,  ସାମୁହିକ ଦରଖାସ୍ତ 0୯ ଗୋଟି ରହିଥିବା ବେଳେ,0୨ ଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ସାହାଯ୍ୟ ନିମନ୍ତେ ଗ୍ରହଣ କରାଯାଇଛି l ଗ୍ରହଣ କରାଯାଇଥିବା ୧୧୭ ଦରଖାସ୍ତ ମଧ୍ୟରୁ ଶିବିରରେ ବିଭିନ୍ନ

ମାମଲାର ୬୯ ଗୋଟି ଅଭିଯୋଗ ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୮ଟି ଅଭିଯୋଗ ଦରଖାସ୍ତକୁ ନିର୍ଦିଷ୍ଟ ସମୟ ମଧ୍ୟରେ ସମାଧାନ ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗ  ଗୁଡିକୁ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ବି ଡି ଓ ତ୍ରିପୁର ମହାନନ୍ଦିଆଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପିଡି. ଡି.ଆର.ଡି.ଏ-  ଡୋଳାମଣି ପଟେଲ, ଉପଜିଲ୍ଲାପାଳ, ସୋନପୁର  ନିହାର ରଞ୍ଜନ କଁହର, ଜିଲ୍ଳାସ୍ତରୀୟ ଅଧିକାରୀ, ତହସିଲଦାର, ବ୍ଲକସ୍ତରୀୟ କର୍ମଚାରୀ ମାନେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କଲେ ଅଧ୍ୟକ୍ଷା ପ୍ରେମ ଶିଳା ନାଗ   16-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସ ପାଳନ*-   16-Aug-2026
  ଜିଲ୍ଲା  
ବନ୍ଦେ ବିଶ୍ୱ ଭାରତ ବୀର ପୁରସ୍କାରରେ ସମ୍ବର୍ଦ୍ଧିତ ହେଲେ ବିନିକାର "ଶାଶ୍ୱତ"   16-Aug-2026
  ଜିଲ୍ଲା  
ବଲାଙ୍ଗୀରରେ ୮୦ତମ ସ୍ୱାଧୀନତା ଦିବସ ପାଳିତ   16-Aug-2026
  ଜିଲ୍ଲା  
ରାଉରକେଲାରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ   16-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଫୁଟବଲ ଟୁର୍ନାମେଣ୍ଟ - 2026 କାର୍ଯ୍ୟକ୍ରମ ଅନୁଷ୍ଠିତ   16-Aug-2026
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like