-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

କାଉ ଡୋଳା ଠାରେଷୋହଳ ପ୍ରହର ଅଖଣ୍ଡ ନାମ ଯଜ୍ଞ ଆଜି ସମାପନ l

26-Apr-2022



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା )
ଆଜି ସାରା ଭାରତ ବର୍ଷରେ ପୁରାତନ ସଂସ୍କୃତିକ ଓ ପରମ୍ପରାକୁ ଅବ୍ୟାହତ ରଖିବା ଲକ୍ଷନେଇ ବା ଭଗବାନଙ୍କ ଠାରେ ସରଣା ପନ୍ନ ହୋଇ, ହିନ୍ଦୁ ଧର୍ମର ରୀତିନୀତିରେ   ଗ୍ରାମଶାନ୍ତି, ଦେଶଶାନ୍ତି,ବିଶ୍ୱଶାନ୍ତି, କାମନାର ଆଶା ନେଇ କାମ, କ୍ରୋଧ, ଲୋଭ, ମୋହ,ମାୟା ତ୍ୟାଗକରି ପବିତ୍ର ଭାବନା ଓ ମହାନ ଚିନ୍ତାଧାରା ନେଇ । ଶୁଦ୍ଧ , ଚିତ୍ତ ମନୋଭାବନାରେ ଷୋହଳ ପ୍ରହର ଅଖଣ୍ଡ ନାମ ଯଜ୍ଞ ଅନୁଷ୍ଠିତ ହୋଇ ଯାଉଛି। କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ସ୍ଥିତ କାଉଡୋଳା ଗ୍ରାମ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ। ଏଠାରେ ଷୋହଳ ପ୍ରହର ଅଖଣ୍ଡ ନାମ ଯଜ୍ଞ ଅନୁଷ୍ଠିତ ହେବାକୁ ଥିବାବେଳେ ଭକ୍ତି ଭାବନାରେ ହରିନାମ ଶ୍ରବଣ କରିବା ପାଇଁ ସମସ୍ତ ଙ୍କୁ  ନିମନ୍ତ୍ରଣ କରାଯାଇ ଅଛି । ଆଜି   ଅଧିବାସ  ବା ପୂଜାର ପ୍ରାରମ୍ଭ ଦିନ ଏବଂ କଳସ ଯାତ୍ରା  ହୋଇ ଯାଇଛି। ରବିବାର ଦିନ ସକାଳ ଛଅ ଘ.ସମୟରେ ଶାନ୍ତି ପୂର୍ଣ ଭାବରେ ହରିନାମ ଗାନ ସହିତ ଷୋହଳ ପ୍ରହର ଅଖଣ୍ଡ ନାମ ଯଜ୍ଞ ଆରମ୍ଭ ହୋଇ ଥିବା ଦେଖିବାକୁ ମିଳିଛି ଏବଂ ମଙ୍ଗଳବାର ଦିନ ନାମ ଯଜ୍ଞ ସମାପନ, ପୂର୍ଣ୍ଣାହୁତୀ, ନଗରକିର୍ତ୍ତନ, ଦଧିହାଣ୍ଡି ଭଗ୍ନ ଏବଂ ଦିବା ଘ. ୧୨ ପ୍ରସାଦସେବନ ଓ ବୈଷ୍ଣବ ବିଦାୟ ହେବ । ଏହି ଯଜ୍ଞରେ ଆଠଟି ସଂକୀର୍ତ୍ତନ ମଣ୍ଡଳୀ ଯୋଗ ଦେଇ ଅଛନ୍ତି । ଏଠାରେ ଆନନ୍ଦ ବଜାରରେ  ଅନ୍ନ ଛତ୍ର ବ୍ୟବସ୍ଥା ରହିଛି । ଏହି ନାମ ଜଜ୍ଞ ପରିଚାଳନା ପାଇଁ ପ୍ରଥମେ ଷୋହଳ ପ୍ରହର ଅଖଣ୍ଡ ନାମ ଯଜ୍ଞ କମିଟି ଗଠନ କରାଯାଇଥିଲା ଏବଂ ଉପଦେଷ୍ଟା କମିଟି ଗଠନ କରାଯାଇଥିଲା। ବର୍ତ୍ତମାନ  ଭକ୍ତି ଭାବନାରେ  ବିମୋହିତ ହୋଇ ସମସ୍ତ ଗ୍ରାମବାସୀ ସେବାକାର୍ଯ୍ୟ ପାଇଁ ତତ୍ପର ହୋଇ କି ଭଳି ଶାନ୍ତି ର ସହିତ ସମସ୍ତ କାର୍ଯ୍ୟ ସମାପନ ହୋଇଥିଲା ଓ ଦହି ହାଣ୍ଡି ବୋହିକି ଗ୍ରାମ ସାର ବହୁ ସମାଗମରେ  ପରିଭ୍ରମଣ କରି  , ଶେଷରେ ପ୍ରସାଦ ସେବନ କରିବା ପାଇଁ ସମସ୍ତ ଲୋକ ଙ୍କୁ ନିବେଦନ କରି ଥିଲେ ଓ କାଉ ଡୋଳା ପୁଜା କମିଟି ଙ୍କୁ ଧନ୍ୟବାଦ ଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like