-+91-9937148622 |

prerana_bgr@rediffmail.com |

  Sunday 16th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଗଲପୁର ବ୍ଲକରେ ଲଘୁ ଖଣିଜ ପଦାର୍ଥର ଚୋରାଚାଲାଣ ବୃଦ୍ଧି

26-Apr-2022



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକରେ ଲଘୁ ଖଣିଜ ପଦାର୍ଥର ଚୋରାଚାଲାଣ ଦିନକୁ ଦିନ ବଢ଼ିବାରେ ଲାଗିଛି l ବ୍ଲକରେ ମୁଖ୍ୟତଃ ବାଲି, ପଥର, ମୋରମ ଇତ୍ୟାଦି ଅଧିକ ପରିମାଣରେ ଚୋରି ହେଉଛି l ଲୋକେ ବେଖାତିର ଭାବରେ  ଚୋରି କରିବାରେ ଲାଗପଡିଛନ୍ତି l ତହସିଲ ଅଫିସ ତରଫରୁ ଅନେକ ଥର ଅନେକ ଜାଗାରେ ବହୁ ଚୋରାଚାଲାଣ ଚାଲିଥିବା ଗାଡ଼ି ଗୁଡ଼ିକ ଜବତ୍ କରି ଫାଇନ ମଧ୍ୟ ଆଦାୟ କରାଯାଇଛି l ହେଲେ ଚୋରାଚାଲାଣ କମିବାର ନା ଧରୁନି l ଠିକ୍ ସେମିତି

ଆଜି ଏପରି ଏକ ଚୋରାଚାଲାଣ ଗାଡ଼ି ଗୁଡ଼ିକୁ ତହସିଲ ବିଭାଗ ଜବତ କରାଯାଇଛି l ଆଗଲପୁର ବ୍ଲକର ରୋଥ, ଫଟାମୁଣ୍ଡା ଓ ଦୁଡ଼ୁକାମୁଣ୍ଡା ଗ୍ରାମରୁ ଚୋରାଚାଲାଣ ହେଉଥିବା ବାଲି ବୋଝେଇ ଟ୍ରାକ୍ଟରକୁ ତହସିଲ ବିଭାଗ ର ଏକ ସ୍ବତନ୍ତ୍ର ଟିମ୍ ଚଢାଉ କରି ଗାଡ଼ି ଗୁଡ଼ିକୁ ଜବତ କରିଛି l ଏହି ଟିମରେ ଆଗଲପୁର ତହସିଲଦାର ସୁଚିତା ପୁଷ୍ପା ନିଜେ ଟିମ୍ ସହିତ ଚଢ଼ୌକରି ଜବତ୍ କରି ବାଲି ବୋଝେଇ ଟ୍ରାକ୍ଟରକୁ 25 ହଜାର ଓ ପଥର ବୋଝେଇ ଟ୍ରାକ୍ଟରକୁ 30 ହଜାର ଟଙ୍କା ଫାଇନ ପକାଇଛନ୍ତି l ତହସିଲଦାରଙ୍କ ଠାରୁ ବାଇଟ ନେବାକୁ ଚେଷ୍ଟା କରାଗଲା ହେଲେ ସେ ବାଇଟ୍ ଦେବାକୁ ମନା କରିଥିଲେ l ସେ କାହାରି ନାମ ନ ନେଇ ଏଥିରେ ସମସ୍ତଙ୍କର ହାତ ଅଛି ବୋଲି କହିଥିଲେ l ଜବତ୍ ଗାଡ଼ି ଗୁଡ଼ିକର ନମ୍ବର ହେଉଛି OD 03 D5101, OD 03U 7689, OD 03 D 2386, OD 17E 3517 l


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like