-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   (15-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   (15-Aug-2026)       ||      *ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   (15-Aug-2026)       ||      ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   (15-Aug-2026)       ||      ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   (15-Aug-2026)       ||      ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   (15-Aug-2026)       ||      ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   (15-Aug-2026)       ||      କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   (15-Aug-2026)       ||      ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ଆମ ଉତ୍କଳ ମହିଳା ବିକାଶ ପରିଷଦ ର ସ୍ୱାଧୀନତା ଦିବସ ପାଳନ    (15-Aug-2026)       ||      ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||     

HOME   ଜିଲ୍ଲା

ସୌର୍ଯ୍ୟଶକ୍ତି ବ୍ୟବହାର ନେଇ ତିନି ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

26-Apr-2022



(ପ୍ରେରଣା ଖବର)
ସ୍ୱାମୀ ବିବେକାନନ୍ଦ ସ୍କୁଲ ଅଫ୍ ଇଂଜିନିୟରିଂ ଏବଂ ଟେକ୍ନୋଲୋଜିରେ ସୌର୍ଯ୍ୟ ଶକ୍ତି ବ୍ୟବହାର ନେଇ ତିନି ଦିନିଆ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଏଇଏସ ଇଣ୍ଡିଆ ଓ ଏସଇଏସଆଇ ଓଡିଶା ଚାପ୍ଟର ଆନୁକୂଲ୍ୟରେ ଏହି ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଛି । ଏହି ତିନିଦିନିଆ ପ୍ରଶିକ୍ଷଣ ଶିବିରରେ ଜିଏଇଏସ ଇଣ୍ଡିଆର ପରିଚାଳନା ନିର୍ଦ୍ଦେଶକ ଦ୍ୱିପେନ୍ ବୋରୁଆ ଓ ଏସଇଏସଆଇ ଓଡିଶା ଚାପ୍ଟରର ଅଧ୍ୟକ୍ଷ ଚନ୍ଦ୍ରଶେଖର ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ଓଡିଶା କ୍ରାଫ୍ଟରର ସମ୍ପାଦକ ବି କେଦାର ରାଓ, ଏସଭିଜିଆଇର ଉପାଧ୍ୟକ୍ଷ ଶର୍ମିଷ୍ଠା ଜେନା, ଏସଭିଏସଇଟିର ପ୍ରିନସିପାଲ ଇଂ ଚିତ୍ତରଂଜନ ରାଉତରାୟ, ଇଲେକ୍ଟ୍ରିକାଲ ଏଚଓଡି ଇଂ କୈଳାସ ସେନାପତି, କମ୍ପୁଟର ଏଚଓଡି ଇଂ ସୁଶୋଭନ ସରକାର ପ୍ରମୁଖ ଯୋଗ ଦେଇଥିଲେ । ସୌର୍ଯ୍ୟଶକ୍ତିର ବ୍ୟବହାର କେତେ ଲାଭଦାୟକ ସେନେଇ ଗଭୀର ଆଲୋଚନା ହୋଇଥିଲା । ଏହାଦ୍ୱାରା ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ ହେବା ସହ ସେମାନେ ଆଗାମୀ ଦିନରେ ସ୍ୱାବଲମ୍ବୀ ହୋଇପାରିବେ ବୋଲି ମତ ପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
“ନିଚ୍ଛକ୍‌”ରେ ଜାତୀୟ ଦିବସ ପାଳିତ   15-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଠାରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଛାତ୍ର ଛାତ୍ରୀ ମାନଙ୍କୁ ରଙ୍ଗା ରଙ୍ଗ ସାଂସ୍କୃତିକ ପ୍ରଦର୍ଶନ ନିମନ୍ତେ ଶୁଭେଚ୍ଛା   15-Aug-2026
  ଜିଲ୍ଲା  
*ବେକରେ ଗାମୁଛା ଲଗାଇ ଗଛରେ ଝୁଲି ଯୁବକର ଆତ୍ମହତ୍ୟା*   15-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀରେ ୮୦ତମ ସ୍ଵାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁ ବାଟିକା ବିଭାଗର ମାତୃ ସମ୍ମିଳନୀ ଅନୁଷ୍ଠିତ ।   15-Aug-2026
  ଜିଲ୍ଲା  
ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
୮୦ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳିତ♦️ ଅଭିବାଦନ ଗ୍ରହଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   15-Aug-2026
  ଜିଲ୍ଲା  
ତେନ୍ତୁଳିଖୁଣ୍ଟି ବ୍ଲକ ଚିତ୍ରକୋଟ ରେ ଧୂମଧାମରେ ର ପାଳିତ ହେଲା ସ୍ବାଧୀନତା ଦିବସ   15-Aug-2026
  ଜିଲ୍ଲା  
ଫୁଲୁଛି ବ୍ରାହ୍ମଣୀ, ଅରୁଆଳ ଘାଇ ଦେଇ ବନ୍ୟା ଜଳ ପ୍ରବେଶ   15-Aug-2026
  ଜିଲ୍ଲା  
କୋକସରା ଗୁଡ଼ ହାଣ୍ଡି ମଞ୍ଚରେ ବ୍ଲକ ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ରାଜ୍ୟ  
ଅଣଶିକ୍ଷକ ପଦବୀ ଓ କଲେଜ ସମସ୍ୟାର ଉତ୍ତର କେବେ ଦେବେ ସରକାର? : ବିଜୁ ଛାତ୍ର ଜନତା ଦଳ   15-Aug-2026
  ଜିଲ୍ଲା  
ସଇଁତଳା ବାଳିକା ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ   15-Aug-2026

You Might Also Like