-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   (15-Aug-2026)       ||      ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ    (15-Aug-2026)       ||      ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   (15-Aug-2026)       ||      *ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   (15-Aug-2026)       ||      ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   (15-Aug-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   (15-Aug-2026)       ||      ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ    (15-Aug-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   (15-Aug-2026)       ||      ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||     

HOME   ମନୋରଞ୍ଜନ

ପରୋପକାର ରେ ନିଜକୁ ଉତ୍ସର୍ଗ କର : ସବ୍ୟସାଚୀ

27-Apr-2022



ଭୁବନେଶ୍ୱର: ପରୋପକାର ଓ ଜନହିତରେ ନିଜକୁ ଉତ୍ସର୍ଗ କର । ଏଭଳି ଆଦର୍ଶ ସୃଷ୍ଟି କରିବା ସହ ଅନ୍ୟପାଇଁ ଉଦାହରଣ ସୃଷ୍ଟି କର । ଜୁପିଟର ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁସନସ୍ ନିଜସ୍ୱ କ୍ୟାମ୍ପସ୍ ଗଙ୍ଗପଡ଼ାରେ ଇତିମଧ୍ୟରେ ଅନୁଷ୍ଠିତ ‘ସମର ସିଣ୍ଡିଙ୍ଗ' ସେଲିବ୍ରେସନ୍ ଅବସରରେ ଯୋଗଦେଇ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା ସମାଜସେବୀ ସବ୍ୟସାଚି ମିଶ୍ର ଛାତ୍ରଛାତ୍ରୀଙ୍କୁ ଏଭଳି ଆହ୍ୱାନ ଦେଇଛନ୍ତି । "ଜୁପିଟର୍' ୨୦ ବର୍ଷ ପୂର୍ତ୍ତି ଅବସରରେ ମହାଡ଼ମ୍ବରରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ

ଛାତ୍ରଛାତ୍ରୀ ମଧ୍ୟ ସେମାନଙ୍କ ସ୍ୱତନ୍ତ୍ର ପ୍ରତିଭା ପ୍ରଦର୍ଶନ କରିଥିଲେ । ବିଦ୍ୟାର୍ଥୀଙ୍କ ସଙ୍ଗୀତ ଓ ନୃତ୍ୟରେ ଦର୍ଶକ ବିଭୋର୍ ହୋଇଥିଲେ । ଏହି ଅବସରରେ ଜୁପିଟର ହାଇସ୍କୁଲ ସେକେଣ୍ଡାରୀ ସ୍କୁଲର ପ୍ରଥମ ବ୍ୟାଚ୍ ପ୍ରଥମ ଛାତ୍ରୀ ଶ୍ରୀତମ୍ ମିଶ୍ରଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିସହ ବିଭିନ୍ନ ବର୍ଗରେ କୃତୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା ।

ବାର୍ଷିକୋତ୍ସବ କାର୍ଯ୍ୟକ୍ରମରେ ଜୁପିଟର୍ ଗ୍ରୁପ୍ର ସଭାପତି ବିରଞ୍ଚିଞ୍ଚନାରାୟଣ ପଣ୍ଡା, ସମ୍ପାଦକ ପ୍ରସନ୍ନ କୁମାର ପାତ୍ର, ଉପସଭାପତି ବିଶ୍ୱରଞ୍ଜନ ପାତ୍ର, ଜୁପିଟର ସ୍କୁଲ୍ ଅଧ୍ୟକ୍ଷା ନିରୁପମା ପାତ୍ର, ହାୟର ସେକେଣ୍ଡାରୀ ସ୍କୁଲର ଅଧ୍ୟକ୍ଷ କେ. ଭରତଚନ୍ଦ୍ର, ଡିଗ୍ରୀ କଲେ୍ର ଅଧ୍ୟକ୍ଷ ଡ. ଅର୍ଦ୍ଧେନ୍ଦୁ ଆଚାର୍ଯ୍ୟଙ୍କ ଟିଭିସମେତ ରୋହିତ ଷଢ଼ଙ୍ଗୀ, ଦୀପକ ତ୍ରିପାଠୀ, ସୌମେନ୍ଦୁ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ଏବଂ ବିଦ୍ୟାର୍ଥୀଙ୍କୁ ସୁପରାମର୍ଶ ଦେଇଥିଲେ ।

ଛାତ୍ରଛାତ୍ରୀ ମଧ୍ୟ ସେମାନଙ୍କ ସ୍ୱତନ୍ତ୍ର ପ୍ରତିଭା ପ୍ରଦର୍ଶନ କରିଥିଲେ । ବିଦ୍ୟାର୍ଥୀଙ୍କ ସଙ୍ଗୀତ ଓ ନୃତ୍ୟରେ ଦର୍ଶକ ବିଭୋର୍ ହୋଇଥିଲେ । ଏହି ଅବସରରେ ଜୁପିଟର ହାଇସ୍କୁଲ ସେକେଣ୍ଡାରୀ ସ୍କୁଲର ପ୍ରଥମ ବ୍ୟାଚ୍ ପ୍ରଥମ ଛାତ୍ରୀ ଶ୍ରୀତମ୍ ମିଶ୍ରଙ୍କୁ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିସହ ବିଭିନ୍ନ ବର୍ଗରେ କୃତୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା ।

ବାର୍ଷିକୋତ୍ସବ କାର୍ଯ୍ୟକ୍ରମରେ ଜୁପିଟର୍ ଗ୍ରୁପ୍ର ସଭାପତି ବିରଞ୍ଚିଞ୍ଚନାରାୟଣ ପଣ୍ଡା, ସମ୍ପାଦକ ପ୍ରସନ୍ନ କୁମାର ପାତ୍ର, ଉପସଭାପତି ବିଶ୍ୱରଞ୍ଜନ ପାତ୍ର, ଜୁପିଟର ସ୍କୁଲ୍ ଅଧ୍ୟକ୍ଷା ନିରୁପମା ପାତ୍ର, ହାୟର ସେକେଣ୍ଡାରୀ ସ୍କୁଲର ଅଧ୍ୟକ୍ଷ କେ. ଭରତଚନ୍ଦ୍ର, ଡିଗ୍ରୀ କଲେ୍ର ଅଧ୍ୟକ୍ଷ ଡ. ଅର୍ଦ୍ଧେନ୍ଦୁ ଆଚାର୍ଯ୍ୟଙ୍କ ଟିଭିସମେତ ରୋହିତ ଷଢ଼ଙ୍ଗୀ, ଦୀପକ ତ୍ରିପାଠୀ, ସୌମେନ୍ଦୁ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ଏବଂ ବିଦ୍ୟାର୍ଥୀଙ୍କୁ ସୁପରାମର୍ଶ ଦେଇଥିଲେ ।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ସାଇଟ କଲେଜ ରେ ୮୦ ତମ ସ୍ୱାଧିନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ଜେ ଏସ୍ ଏମ୍ କଲେଜରେ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ବରପାଲିରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ।   15-Aug-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ*   15-Aug-2026
  ଜିଲ୍ଲା  
ମାୟାବର୍ହା ବିଦ୍ୟାଳୟ ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳିତ   15-Aug-2026
  ଜିଲ୍ଲା  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ରୁପ୍ରାରୋଡ଼ ପ୍ରାଙ୍ଗଣରେ ୮୦ ତମ ସ୍ୱାଧୀନତା ଦିବସ ମହାସମାରୋହ ରେ ପାଳିତ   15-Aug-2026
  ଜିଲ୍ଲା  
ବିଶିଷ୍ଟ ସଙ୍ଗୀତଜ୍ଞ ଦିପ୍ତୀ ପ୍ରକାଶ ଦାସଙ୍କ ଟ୍ରକ୍ ଧକ୍କାରେ ଦେହାନ୍ତ   15-Aug-2026
  ଜିଲ୍ଲା  
ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ରେ ୮୦ ତମ ସ୍ବାଧୀନତା ଦିବସ ପାଳନ   15-Aug-2026
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm