-+91-9937148622 |
prerana_bgr@rediffmail.com |
Thursday 7th May 2026 |
R.N.I. Regd No. ODIODI/2010/46693
Breaking News
19-Nov-2020
ଭୁବନେଶ୍ବର (ପ୍ରେରଣା ଖବର) -ରାଜ୍ଯରେ ଆଜି ପୁଣି ୮ଶହ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଆଜି ନୂଆ ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯୯ ଓ ଅନ୍ୟ ୩୬୯ ଲୋକାଲ କଣ୍ଟାକ୍ଟ। ରାଜ୍ଯରେ ଏଯାବତ୍ ୩,୧୧,୭୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ଯ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା!!*