-+91-9937148622 |

prerana_bgr@rediffmail.com |

  Saturday 15th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   (15-Aug-2026)       ||      ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   (15-Aug-2026)       ||      ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   (14-Aug-2026)       ||      ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   (14-Aug-2026)       ||      ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   (14-Aug-2026)       ||      ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   (14-Aug-2026)       ||      ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର    (14-Aug-2026)       ||      ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   (14-Aug-2026)       ||      ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ    (14-Aug-2026)       ||      ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   (14-Aug-2026)       ||      ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା    (14-Aug-2026)       ||      ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   (14-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ଅଧିବକ୍ତା ଦିବସ ପାଳିତ

28-Apr-2022



ବଲାଙ୍ଗୀର,(ପ୍ରେରଣା ଖବର) - ଆଜି ଅପରାହ୍ନରେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସ୍ଥାନୀୟ ସିଭିଲ କୋର୍ଟ ବାର୍ ହଲ ଠାରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀକୁ ଅଧିବକ୍ତା ଦିବସ ଭାବେ ପାଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବରିଷ୍ଠ ଆଇନଜୀବୀ ଅମରେନ୍ଦ୍ର ମିଶ୍ର  ଯୋଗ ଦେଇ ମଧୁସୂଦନ ଦାସଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଥିଲେ । ଶ୍ରୀ ମିଶ୍ର ନିଜ ବକ୍ତବ୍ୟରେ ଓକିଲ ଓ ମହକିଲର ସଂପର୍କ ଉପରେ  ବକ୍ତବ୍ୟ ଉପସ୍ଥାପନ କରି ସୁପ୍ରିମ କୋର୍ଟର ଗାଇଡ ଲାଇନ୍ ମୁତାବକ ଜଣେ ଓକିଲକୁ ଜଣେ ମହିଲର ମୁକଦ୍ଦମା ଲଢ଼ିବାରେ କେହି ମନା କରିପାରିବେ ନାହିଁ ବୋଲି କହିଥିଲେ । ମହକିଲର  ପକ୍ଷକୁ ଯୁକ୍ତିଯୁକ୍ତ ଭବରେ ଉପସ୍ଥାପନ କରିବା ଜଣେ ଓକିଲ ର ଦାୟିତ୍ଵ ବୋଲି ଶ୍ରୀ ମିଶ୍ର କହିଥିଲେ l ଓକିଲ ମାନଙ୍କ ଏକତା ଓ ଅଖଣ୍ଡତାକୁ 

 ବଜାୟ ରଖିବା ପାଇଁ ଷ୍ଟେଟ ବାର୍ କାଉନସିଲ ଓ ଇଣ୍ଡିଏନ ବାର୍ କାଉନସିଲ  ଧ୍ୟାନ ଦେବା ଉପରେ ଶ୍ରୀ ମିଶ୍ର ଜୋର୍ ଦେଇଥିଲେ  । ଓଡ଼ିଆ ଅସ୍ମିତା ଓ ସ୍ୱାଭିମାନର ପ୍ରତୀକ ମଧୁସୂଦନ ଦାସ ପରବର୍ତ୍ତୀ ପିଢ଼ି ପାଇଁ ଯେଉଁ ଆଦର୍ଶ ଛାଡି ଯାଇଛନ୍ତି ତାହା ଆମ ସମସ୍ତଙ୍କ ପାଇଁ ଅନୁକରଣୀୟ ହେବା ଉଚିତ ବୋଲି ଉପସ୍ଥିତ ବକ୍ତା ମାନେ କହିଥିଲେ ।   ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ବକ୍ତା ଭାବରେ ଆଇନଜୀବୀ ଜୟକୃଷ୍ଣ ସାହୁ ଯୋଗ ଦେଇ ଏକ ଭାଷାଭିତ୍ତିକ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମଧୁବାବୁଙ୍କ ମହନୀୟ ଯୋଗଦାନ ସଂପର୍କରେ ନିଜର ବକ୍ତବ୍ୟ ରଖିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ଓକିଲ ସଂଘର

ସଂପାଦକ ଅଧିକାରୀ ଦନ୍ତା, ଭବାନୀ ଶଙ୍କର ଶତପଥୀ, ଅନନ୍ତ ଥନାପତି, ଚନ୍ଦ୍ରଶେଖର ମିଶ୍ର  ପ୍ରମୁଖ ମଧୁସୂଦନ ଦାସଙ୍କ ସ୍ମୃତିଚାରଣ କରିବା ସହ ମଧୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ହିଁ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି କହିଥିଲେ । ଶେଷରେ ସଂଘର ଉପସଭାପତି ସରୋଜ ଗୁପ୍ତା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଉତ୍ସବରେ ଜିଲ୍ଲା ଓକିଲ ସଂଘର ବହୁ ସଭ୍ୟ ଯୋଗଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଡେ଼ନ ରେ ତ୍ରିରଙ୍ଗା ଶୋଭାଯାତ୍ରା   15-Aug-2026
  ଜିଲ୍ଲା  
ବୋଡ଼େନ ପଞ୍ଚାୟତ ସମିତି ମେମ୍ବରଙ୍କ ସ୍ଵତନ୍ତ୍ର ବୈଠକ   15-Aug-2026
  ଜିଲ୍ଲା  
ଜିଲ୍ଳାସ୍ତରୀୟ ବିଭାଜନ ବିଭୀଷିକା ସ୍ମୃତି ଦିବସ ପାଳିତ   14-Aug-2026
  ଜିଲ୍ଲା  
ଭାରିଯାନ ଗାଡି ଧକ୍କାରେ ବାଇକ ଆରୋହୀ ମୃତ, ଜଣେ ଗୁରୁତର, ଅନ୍ୟ ଜଣେ ଆହତ   14-Aug-2026
  ଜିଲ୍ଲା  
ବରୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଆନୁକୂଲ୍ୟରେ ଏକ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ   14-Aug-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ଯ ପରିଷଦ ତରଫରୁ ସାରସ୍ୱତ ଆସର   14-Aug-2026
  ଜିଲ୍ଲା  
ସାଇବର ସୁରକ୍ଷା ନେଇ ଓଡ଼ିଶା ପୋଲିସର ସର୍ବବୃହତ୍ ରାଜ୍ୟବ୍ୟାପୀ ଜନସଚେତନତା ଅଭିଯାନ   14-Aug-2026
  ଜିଲ୍ଲା  
ଟ୍ରଷ୍ଟଫଣ୍ଡ ମହାବିଦ୍ୟାଳୟରେ ସାଇବର ଅପରାଧ ସଚେତନତା କାର୍ଯ୍ୟକ୍ରମ   14-Aug-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ   14-Aug-2026
  ଜିଲ୍ଲା  
ବ୍ରହ୍ମା କୁମାରୀରେ ଗୁରୁ ଭଗବାନ ସାହୁଙ୍କ ଜୟନ୍ତୀ ଓ ନିଶାନିବାରଣ କର୍ମଶାଳା   14-Aug-2026
  ଜିଲ୍ଲା  
ବରଗଡ଼ ସିମେଣ୍ଟ କାରଖାନାର ପୁନରୁଦ୍ଧାର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ   14-Aug-2026

You Might Also Like