-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ମଧୁ ବାବୁ ଜୟନ୍ତୀ ପାଳିତ

29-Apr-2022



ଭୁବନେଶ୍ୱର,: ଉତ୍କଳ ଗୌରବ ମଧୁବାବୁଙ୍କ ଜୟନ୍ତୀ ଅବସରରେ ବିଶ୍ଵବ୍ୟାପୀ ଓଡ଼ିଆ ଜାତୀୟତା ଜାଗରଣ ଅଭିଯାନ 'ବିଶ୍ବ ଓଡ଼ିଶା' ପୂର୍ବ ଭାରତର ସମୁଦ୍ର ତ୍ରୁଟିବଶତଃ ବଙ୍ଗ ଉପସାଗର ଭାବରେ ନାମିତ ହୋଇଥିବାରୁ ଏହାକୁ ଐତିହାସିକ ଓ ପୌରାଣିକ ଖ୍ୟାତ 'କଳିଙ୍ଗ ସାଗର' ନାମରେ ନାମିତ ହେଉ ବୋଲି ଆହ୍ବାନ ରଖିଛି ।

ରାଜଭବନ ସମ୍ମୁଖ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ଉପସ୍ଥିତ ଓଡ଼ିଆ ବୁଦ୍ଧିଜୀବୀ, ଯୁବକ, ଛାତ୍ର ସମୂହ ଓ ଅନୁଷ୍ଠାନ ଏକ ସଂକଳ୍ପ ଗ୍ରହଣ କରିଥିଲେ ଯେ, ପୂର୍ବ ଭାରତର ପ୍ରସିଦ୍ଧ ମହୋଦଧି ଦୀର୍ଘ ଶତାବ୍ଦୀ ଧରି ସମଗ୍ର ବିଶ୍ୱରେ ପରିଚିତ ହୋଇପାରିଥିବା 'କଳିଙ୍ଗ ସାଗର' ପୁନଃ ନାମିତ ହେବା ନିମନ୍ତେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ପାଖରେ ଦାବି କରୁଛୁ ।
ଏହା ଦ୍ୱାରା ଓଡ଼ିଆ ଜାତିର ସ୍ୱାଭିମାନ, ଆତ୍ମସମ୍ମାନ ଜାତୀୟ ସ୍ତରରେ ଆହୁରି ପ୍ରତିଷ୍ଠା ହୋଇପାରିବ ବୋଲି ଉପସ୍ଥିତ ବୁଦ୍ଧିଜୀବୀମାନେ ମତବ୍ୟକ୍ତ କରିଥିଲେ ।

ଏଥିନିମନ୍ତେ ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟପାଳ ଓ ବାଚସ୍ପତିଙ୍କ ମାଧ୍ୟମରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିବାକୁ ନିଷ୍ପତ୍ତି ଗ୍ରହଣ କାରାଯାଇଛି ।ଏହି ସଂକଳ୍ପ ସମାବେଶରେ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍

 

ଶତପଥୀ, ପୂର୍ଣ୍ଣାଙ୍ଗ ଉତ୍କଳ ଉନ୍ନୟନ ନ୍ୟାସୀ ମଣ୍ଡଳର ସଭାପତି ସୀତାବଲ୍ଲଭ ମହାପାତ୍ର, ସାଧାରଣ ସମ୍ପାଦକ ପର୍ଶୁରାମ ଦ୍ବିବେଦୀ, ସମ୍ପାଦକ ରାମ ନାରାୟଣ ମିଶ୍ର, ବିଜେପି ନେତା ଭୃଗୁ ବକ୍ସିପାତ୍ର, ଉତ୍କଳ ସମ୍ମିଳନୀ ମଞ୍ଚେଶ୍ୱର ଶାଖା ସଭାପତି ଦିଲୀପ ଦାଶଶର୍ମା, ରାଜ୍ୟ ଉପସଭାପତି ଡ. ସୁରେନ୍ଦ୍ର ମିଶ୍ର, ଶାଖା ଉପସଭାପତି ଶୀତଳ ଚନ୍ଦ୍ର ମହାନ୍ତି, ସମ୍ପାଦକ ଗୋବିନ୍ଦ ଚନ୍ଦ୍ର ସୁବୁଦ୍ଧି, ବିଶିଷ୍ଟ ସଂଗ୍ରାହକ ସୁଦର୍ଶନ ସାହୁ, ସମାଜବାଦୀ ନେତା ରବି ବେହେରା, ଉତ୍କଳ ଯାଦବ ଆଇନଜୀବୀ ପରିଷଦର କର୍ମକର୍ତ୍ତା ଅକ୍ଷୟ ପ୍ରସାଦ ବେହେରା, ମହେଶ୍ୱର ବେହେରା, ଦୀପକ ବେହେରା, ଉତ୍କଳ ଷ୍ଟୁଡେଣ୍ଟସ ଆସୋସିଏସନର ସୌମ୍ୟ ରଞ୍ଜନ ସାମଲ, ନିର୍ମାଲ୍ୟ କୁମାର ସାହୁ, ଭବାନୀ ଶଙ୍କର ମହାନ୍ତ, ପ୍ରକାଶ କୁମାର ନାୟକ, ସମାଜସେବୀ ରମେଶ ଚନ୍ଦ୍ର ପାହାଡ଼ସିଂହ, ରମାକାନ୍ତ ମିଶ୍ର, ନିରୋଜ ନଳିନୀ ସାମଲ, ସଞ୍ଜୟ କୁମାର ଦାସ, ନିରଞ୍ଜନ ସାହୁ, ସଙ୍ଗୀତ ନିର୍ଦ୍ଦେଶକ ପବିତ୍ର ପଟ୍ଟନାୟକ, ନିହାର ରଞ୍ଜନ ଆଚାର୍ଯ୍ୟ, 'ଆମ ପରିଚୟ' ସମ୍ବାଦପତ୍ରର ପରିଚାଳନା ସମ୍ପାଦକ ମନୋଜ କୁମାର ନାୟକ, ସମ୍ପାଦକ ମହାଦେବ ସେଠୀ, ସମାଜବାଦୀ ଦଳର ସୁଦର୍ଶନ ପ୍ରଧାନ, ଦେବାଶିଷ ମହାପାତ୍ର, ଅକ୍ଷୟ କୁମାର ଛୁରା ପ୍ରମୁଖ ଉପସ୍ଥିତ ଥିବାବେଳେ ବିଶ୍ବ ଓଡ଼ିଶା ସାହିତ୍ୟ ପରିଷଦର ଅଧ୍ୟକ୍ଷା ପ୍ରତିଭା ମହାରଥୀ, ଉପସଭାପତି ଦିଲୀପ ରାୟ, ଉପସଭାପତି ଦ୍ବୀପାୟନ ପଟ୍ଟନାୟକ, ବିଶ୍ୱ ଓଡ଼ିଶା ମହିଳା ପରିଷଦର ରାଜ୍ୟ ସଂଯୋଜିକା ରଶ୍ମିତା ରାଉତ ମାର୍ଗଦର୍ଶନ କରିଥିଲେ ।

ବିଶ୍ବ ଓଡ଼ିଶା ରାଜ୍ୟ ସଂଯୋଜକ ଦୀନବନ୍ଧୁ ଷଡ଼ଙ୍ଗୀ ଓ ସାଧାରଣ ସମ୍ପାଦକ ମନୋଜ ମନ୍ମୟ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ ।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like