-+91-9937148622 |

prerana_bgr@rediffmail.com |

  Friday 14th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (13-Aug-2026)       ||      ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   (13-Aug-2026)       ||      ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||     

HOME   ଜିଲ୍ଲା

ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ସୁମଣ୍ଡଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ମେଗା ସ୍ବାସ୍ଥ୍ୟ ଶିବିର

29-Apr-2022



 ବେଗୁନିଆପଡା :ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଗଞ୍ଜାମ ଜିଲ୍ଲା ସୁମଣ୍ଡଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ଏକ ବିଶାଳ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି| କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଉକ୍ତ ସ୍ୱାସ୍ଥ୍ୟ ଶିବିର କୁ ଉଦଘାଟନ କରିଥିବା ବେଳେ ବହୁ ରୋଗୀ ଏହି ଶିବିରରେ ଯୋଗଦେଇ ନିଜର ସ୍ବାସ୍ଥ୍ୟ ପରୀକ୍ଷା କରି ମାଗଣା ଔଷଧ ନେବାରେ ସକ୍ଷମ ହୋଇଛନ୍ତି । ରୋଗୀଙ୍କୁ ସେବା ଯୋଗାଇବାରେ ମେଡିକାଲ କର୍ମଚାରୀ ଓ ଅଞ୍ଚଳର ସ୍ବେଚ୍ଛାସେବୀ ମାନଙ୍କ ଭୂମିକା ଅତୁଳନୀୟ ବୋଲି କହିଛନ୍ତି କୋଦଳା ଭାରପ୍ରାପ୍ତ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ । ଶିବିରରେ ୧ ହଜାରରୁ ଊର୍ଦ୍ଧ୍ବ ରୋଗୀ ପଂଜୀକରଣ କରି ପ୍ରାକ୍ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ୬ ଜଣ ଅଭିଜ୍ଞ ଡ଼ାକ୍ତର ଓ ୧୦୦ ଜଣ ପାରାମେଡ଼ିକାଲ କର୍ମଚାରୀ ରୋଗୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବାରେ ନିୟୋଜିତ ହୋଇଥିଲେ। ଆଜି ସକାଳୁ ରୋଗୀମାନେ ଲାଇନରେ ଆସି ପଂଜୀକରଣ କରି ବିଭିନ୍ନ ବିଭାଗ ଡ଼ାକ୍ତରଙ୍କ ସହ ପରାମର୍ଶ କରିଥିଲେ। ବେଗୁନିଆପଡ଼ା ବ୍ଳକର କୋଣ ଅନୁକୋଣରୁ ରୋଗୀମାନେ ଆସିଥିବା ଜଣାପଡିଛି। ରୋଗୀଙ୍କୁ ନେବା ଆଣିବା ପାଇଁ ଷ୍ଟ୍ରେଚର ବ୍ୟବସ୍ଥା ଥିବା ବେଳେ ହ୍ବିଲ ଚେୟାରର ସୁବିଧା ରହିଥିଲା। ଗୁରୁତର ରୋଗୀଙ୍କୁ ଆମ୍ବୁଲାନ୍ସ ଯୋଗେ ଭିତରକୁ ନିଆଯାଇଥିଲା। ଅଞ୍ଚଳର ସ୍ବାସ୍ଥ୍ୟ କର୍ମୀ, ଆଶା, ଅଂଗନବାଡ଼ି କର୍ମୀ ମାନେ ନିୟୋଜିତ ରହି ମେଗା ସ୍ବାସ୍ଥ୍ୟ ଶିବିରରେ ରୋଗୀଙ୍କୁ ପଂଜୀକରଣ କରିବା, ଦିବ୍ୟାଙ୍ଗମାନଙ୍କୁ ସୁବିଧାରେ ଭିତରକୁ

ନେବା, ଖାଦ୍ୟ ଓ ପାନୀୟଜଳ ପ୍ରଦାନ କରିବା, ଡ଼ାକ୍ତରଙ୍କ ପାଖରେ ରହି ଶୃଙ୍ଗଳାରେ ଭିତରକୁ ଛାଡିବାରେ ପ୍ରମୁଖ ଭୂମିକା ନେଇଥିଲେ। ଏହି ମେଳାରେ ଆୟୁଷ ଚିକିତ୍ସା ସୁବିଧା ମଧ୍ୟ ମାଗଣାରେ ଉପଲବ୍ଧ କରାଯାଇଥିଲା। ସ୍ବାସ୍ଥ୍ୟ ପାଇଁ ଯୋଗ କେତେ ଉପଯୋଗୀ ସେ ନେଇ ଯୋଗ ଶିକ୍ଷକ ମାନେ ଉପସ୍ଥିତ ରହି ବୁଝାଇଥିଲେ। ସେହିପରି ସ୍ବାସ୍ଥ୍ୟ ତଥା ବିଭିନ୍ନ ରୋଗର ସଚେତନତାକୁ ନେଇ ଏକ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଥିଲା।( ଉମା ମହାରଣା - କୋଦଳା )


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଅରୁଣା ତରଫରୁ ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   13-Aug-2026
  ଜିଲ୍ଲା  
ବର୍ଲ୍ଲା ବାହାଲ ଛକ ନିକଟରେ ବାଇକ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ   13-Aug-2026
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026

You Might Also Like