-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (13-Aug-2026)       ||      ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   (13-Aug-2026)       ||      ‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   (13-Aug-2026)       ||      *ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||     

HOME   ଜିଲ୍ଲା

ଷୋହଳପ୍ରହରୀ ନାମଯଜ୍ଞ ଅନୁଷ୍ଠିତ

29-Apr-2022



ପଦ୍ମପୁର(ନିରଞ୍ଜନ ତ୍ରିପାଠୀ) :ପବିତ୍ର କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳ ବ୍ଳକ ଅଧିନସ୍ଥ ଟେମରୀ ଗ୍ରାମପଞ୍ଚାୟତ ର ସୋଢ଼ା ଗ୍ରାମ ଠାରେ ଗ୍ରାମବାସୀ ପ୍ରତିବର୍ଷ ଭଳି ଚଳିତ ବର୍ଷ ଗ୍ରାମ ର ମଝିଦାଣ୍ଡ ଠାରେ ଷୋହଳ ପ୍ରହରୀ ନାମଯଜ୍ଞ ଅବସରରେ ଗ୍ରାମର ମା ଭଉଣୀ ଙ୍କୁ ନେଇ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଗ୍ରାମ ର ପୋଖରୀ କୁ ଯାଇ ଗାଁ ର ମା ଭଉଣୀ ମାନେ ୧୦୮ ଭରା ପୂର୍ଣ୍ଣ ଜଳକଳସ ବୋହି କିର୍ତ୍ତନ୍ୟମଣ୍ଡଳୀ କୁ ଆଣି ଆସ୍ଥାନ କରିଥିଲେ ।କର୍ତ୍ତାଭାବେ ଗ୍ରାମ ର ଦେବାର୍ଚ୍ଚନ ସାହୁ ଏବଂ ତାଙ୍କ ସହଧର୍ମିଣୀ ସୁବୋଦିନୀ ସାହୁ ପୂଜା କାର୍ଯ୍ୟ ତୁଲାଉଥିବାବେଳେ ପୂଜକ ଭାବରେ ଏ ଅଞ୍ଚଳର ଜଣାଶୁଣା ପଣ୍ଡିତ ଶ୍ରୀମାନ ହୃଷିକେଶ ଦେବତା ଦାୟିତ୍ଵ ତୁଲାଉଛନ୍ତି ।ଆଜି ୨୯.୦୪.୨୦୨୨ ତାରିଖ ଠାରୁ ୦୧.୦୫.୨୦୨୨ ତାରିଖ ପର୍ଯ୍ୟନ୍ତ ଦୀର୍ଘ ତିନି ଦିନ ବ୍ୟାପି ଏହି ଷୋହଳ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହେବା ସଙ୍ଗେ ସଙ୍ଗେ ଆଜି ଡଙ୍ଗାଛଞ୍ଚା ର ମହିଳା ରଙ୍ଗିନ ପରେପରେ ପଥୁରି ମହିଳା ରଙ୍ଗିନ ଜି:-ନୂଆପଡା,ବୁକୁରାମୁଣ୍ଡା ପୁରୁଷ ରଙ୍ଗିନ,ନିଜ ଗ୍ରାମ ସୋଢା ର ଉପରପଡା ପୁରୁଷ ରଙ୍ଗିନ,ସୋଢା ର ତଲିପଡା ପୁରୁଷ ରଙ୍ଗିନ ତାଙ୍କ କରିସ୍ମା ଦେଖାଇବେ । ଆସନ୍ତାକାଲି ବଲାଙ୍ଗୀର ଜିଲ୍ଲା ର ମୁଣ୍ଡଘାଟ ଜଗନ୍ନାଥ ଦାସ, ପୁରୁଷ ରଙ୍ଗିନ,ସୂବର୍ଣ୍ଣପୁର ଜିଲ୍ଲା କପାସିରା ଗ୍ରାମ ର ବିଚିତ୍ର ପ୍ରଧାନ ପୁରୁଷ ରଙ୍ଗିନ,ଯୋଖିପାଲି ବରଗଡ ଜିଲ୍ଲା ର ମହିଳା ଉଦଣ୍ଡ,ପିପିଲିପାଲି ର ଦେବକୀ ସାହୁ ମହିଳା ଉଦଣ୍ଡ ଙ୍କୁ କମିଟି ତରଫରୁ ନିମନ୍ତ୍ରିତ କରାଯାଇଛି ବୋଲି ଆୟୋଜକ ମାନଙ୍କ ଠାରୁ ପ୍ରକାଶ । ବିଶେଷ କରି ଗ୍ରାମ ର ଯୁବ ବର୍ଗ ଦୁରସ୍ଥ ସ୍ଥାନ ମାନଙ୍କରୁ ବହୁ ଭକ୍ତ ଙ୍କ ସମାଗମ କୁ ଦୃଷ୍ଟିରେ ରଖି ଆୟୋଜକ ମାନଙ୍କ ତରଫରୁ ଜଳଛତ୍ର ସମେତ ଅନ୍ନଛତ୍ର ର ବ୍ୟବସ୍ଥା ରେ ସହଯୋଗ କରୁଥିବା ଜଣାଯାଏ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସନ୍ତରଣ ପ୍ରତିଭା ସୌରଭ ପୁଟେଲଙ୍କୁ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   13-Aug-2026
  ଜିଲ୍ଲା  
ଲୋଇସିଂହା ରେ କ୍ରାନ୍ତି ଦିବସ ଅବସରରେ ତ୍ରିରଙ୍ଗା ଶୋଭାଯାତ୍ରା ଉତ୍ସାହର ସହ ପାଳନ   13-Aug-2026
  ଜିଲ୍ଲା  
‘ଘରେ ଘରେ ତ୍ରିରଙ୍ଗା’ : ୭୫୦ ଫୁଟ୍ ତ୍ରିରଙ୍ଗାରେ ଡେଙ୍ଗ ଗ୍ରାମ ମୁଖରିତ   13-Aug-2026
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026

You Might Also Like