-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   (13-Aug-2026)       ||      ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||     

HOME   ଜିଲ୍ଲା

ଆଇପିଏସସ୍ତରରେ ବଡଧରଣର ଅଦଳବଦଳ/ ଏସ.ପି ଭାବେ ପରମର ସମ୍ବିତ ପୁରୁଷୋତ୍ତମ ଦାଶ ଙ୍କୁ ମିଳିଲା ବରଗଡ ଜିଲ୍ଲା ଦାୟିତ୍ଵ

29-Apr-2022



ବରଗଡ଼:-ଓଡ଼ିଶା ରାଜ୍ୟ ସରକାର ଆଜି ଆଇପିଏସସ୍ତରରେ ବଡଧରଣର ଅଦଳବଦଳ କରିଛନ୍ତି । କଟକ-ଭୁବନେଶ୍ୱରର ଦୁଇ ଡି.ସି.ପିଙ୍କ ସହ ୫ ଜିଲ୍ଲାର ଏସ.ପି ବଦଳିଛନ୍ତି । ଏଥିସହିତ ଏକାଧିକ ବରିଷ୍ଠ ଆଇ.ପି.ଏସ ସ୍ତରରେ ମଧ୍ୟ ଅଦଳ ବଦଳ କରାଯାଇଛି ।ସରକାରୀ ବିଜ୍ଞପ୍ତି ଅନୁସାରେ, ଭୁବନେଶ୍ୱର ଡି.ସି.ପି ଉମାଶଙ୍କର ଦାସ ପଦୋନ୍ନତି ପାଇ କଟକ-ଭୁବନେଶ୍ୱରର ଅତିରିକ୍ତ ପୋଲିସ କମିଶନର ଭାବେ ଅବସ୍ଥାପିତ ହୋଇଛନ୍ତି । ତାଙ୍କ ସ୍ଥାନରେ କଟକ ଡି.ସି.ପି ପ୍ରତୀପ ସିଂହଙ୍କୁ ଭୁବନେଶ୍ୱର ଡି.ସି.ପି ଭାବେ ବଦଳି କରାଯାଇଛି । ସେହିପରି ବ୍ରହ୍ମପୁର ଏସ.ପି ପିନାକ ମିଶ୍ରଙ୍କୁ କଟକ ଡି.ସି.ପି ଭାବେ ଅବସ୍ଥାପିତ କରାଯାଇଛି ।

ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ଆଇ.ପି.ଏସ ମନୋଜ ଛାବ୍ରାଙ୍କୁ ଜେଲ ଡି.ଜି ଭାବେ ବଦଳି କରାଯାଇଥିବା ବେଳେ ଜେଲ ଡି.ଜି ସନ୍ତୋଷ ଉପାଧ୍ୟାୟଙ୍କ ଅଗ୍ନିଶମ ବିଭାଗ ଡି.ଜି ଭାବେ ଅବସ୍ଥାପିତ କରାଯାଇଛି । କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜିବ ପଣ୍ଡାଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଏହା ସହ ତାଙ୍କୁ ପୋଲିସ ଗୃହ ନିର୍ମାଣ ନିଗମର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ସେହିପରି ପରିବହନ କମିଶନର ଥିବା ଅରୁଣ ବୋଥ୍ରାଙ୍କୁ କ୍ରାଇମବ୍ରାଞ୍ଚ ଏଡିଜି ଭାବେ ବଦଳି କରାଯାଇଛି । ଗଜଭିୟେ ଏସକେ ଇଶ୍ୱରଦାସଙ୍କୁ ଆଇ.ଜି କମ୍ୟୁନିକେସନ, ଆଇ.ଜି ହୋମଗାର୍ଡ ଥିବା ସଫିନ ଅହମ୍ମଦଙ୍କୁ ଏଚ.ଆର.ପି.ସି ଆଇ.ଜି ଭାବେ ଅବସ୍ଥାପିତ କରାଯାଇଛି । ଅତିରିକ୍ତ ପୋଲିସ କମିଶନର ନିତି ଶେଖରଙ୍କୁ ଡି.ଆଇ.ଜି ରାଉରାକେଲାକୁ ବଦଳି କରାଯାଇଛି ।

ସେହିପରି ଏସ.ପି ନବରଙ୍ଗପୁର ପରମର ସମ୍ବିତ ପୁରୁଷୋତ୍ତମ ଦାସଙ୍କୁ ବରଗଡ ଏସ.ପି, ବରଗଡ ଏସ.ପି ରହୁଲ ଜେନଙ୍କୁ ଝାରସୁଗୁଡା ଏସ.ପି,କଳାହାଣ୍ଡି ଏସ.ପି ସରଭନା ବିବେକଙ୍କୁ ବ୍ରହ୍ମପୁର ଏସ.ପି, ନୟାଗଡ ଏସ.ପି ସିଦ୍ଧାର୍ଥ କଟରିଆଙ୍କୁ ଖୋର୍ଦ୍ଧା ଏସ.ପି ଭାବେ ବଦଳି କରାଯାଇଛି । ଭୁବନେଶ୍ୱର ଡି.ସି.ପି ଟ୍ରାଫିକ ଏସ. ସୁଶ୍ରୀଙ୍କୁ ନବରଙ୍ଗପୁର ଏସ.ପି ଏସଟିଏଫ ଏସ.ପି ଅଭିଲାଷଙ୍କୁ କଳାହାଣ୍ଡି ଏସ.ପି ଓ ଖୋର୍ଦ୍ଧା ଏସପି ଅଲେଖ ପହିଙ୍କୁ ନୟାଗଡ ଏସ.ପି ଭାବେ ବଦଳି କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆସନ୍ତା ୧୬ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ସୁବର୍ଣ୍ଣପୁର ସିନିଅର ଫୁଟବଲ୍ ଲିଗ୍*- *ଅଂଶ ଗ୍ରହଣ କରିବେ ୬୫ ଗୋଟି ଦଳ*   13-Aug-2026
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026

You Might Also Like