-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   (13-Aug-2026)       ||      *ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   (13-Aug-2026)       ||      ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||     

HOME   ଜିଲ୍ଲା

ସବୁଦିନ ପାଇଁ ନିରବୀ ଗଲା ପୁଷ୍ପାଞ୍ଜଳୀ ଙ୍କ ପ୍ରେରଣାର ସ୍ୱର

29-Apr-2022



ସକାଳ ପାହିଲେ ଖବର କାଗଜ  ପଢ଼ିବାର  ନିଶା ବା ଆଗ୍ରହ ପ୍ରକାଶ କରିବା ସାଧାରଣତଃ  ଗୃହିଣୀ ନାରୀଙ୍କ  କ୍ଷେତ୍ରରେ ନିଆରା  ।ଏମିତି ଜଣେ ମହିଳା   ଥିଲେ ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ୱାର୍ଡ ନମ୍ୱର୍ ୧୦ ରେ,ଯିଏ ସକାଳ ପାହିଲେ ଖବର କାଗଜ ପଢ଼ିବା ସହ  ସାଧାରଣଙ୍କ  ମଣିଷର ସ୍ୱରକୁ ଲୋକଲୋଚନକୁ ଆଣିବା ପାଇଁ ସାମ୍ବାଦିକ ମାନଙ୍କୁ ପ୍ରେରଣା ଦେଉଥିଲେ,ଲୋକଙ୍କର ଦୁଃଖ ଖବର ପଢ଼ି ନିଜେ କାନ୍ଦି ପକାଉଥିଲେ, ସେ ହେଲେ  ଅତାବିରା  ଲlଦେରପାଲି ଶ୍ରୀବତ୍ସ ଦାଶ ଙ୍କ ଧର୍ମ ପତ୍ନୀ ପୁଷ୍ପାଞ୍ଜଳୀ ଦାଶ।ଆଜି  ସେ  ମାତ୍ର ୬୨ ବର୍ଷରେ ମୃତ୍ୟୁ ପଥର ଯାତ୍ରୀ ପାଲଟି ଯାଇଛନ୍ତି। ଜଣେ ନାରୀ ଯେତେବେଳେ ତାର ମହତ ଉଦ୍ଦେଶ୍ୟକୁ ଚରିତାର୍ଥ କରିପାରେ ନାହିଁ,ତାର ସନ୍ତାନ ମାନଙ୍କ ଦ୍ଵାରା ତାହା ପୂର୍ଣ୍ଣ କରିବାକୁ ଚେଷ୍ଟା କରେ।ଠିକ  ସେହିପରି ଏହି ମହିୟସୀ ମହିଳା ତାଙ୍କର ମହତ ଚିନ୍ତାଧାରାକୁ ତାଙ୍କ ପୁତ୍ର ଦ୍ଵାରା ଚରିତାର୍ଥ କରିପାରିଥିଲେ। ପୁଅକୁ ସାମ୍ବାଦିକ କରାଇ,ତାଙ୍କୁ ସଦା ସର୍ବଦା ପ୍ରେରଣା ଯୋଗାଇ ନିର ପେକ୍ଷ ସମ୍ବାଦ ପ୍ରକାଶ କରି ସାଧାରଣ ମଣିଷ  ପ୍ରତି ହେଉଥିବା ଅନ୍ୟାୟ ଅତ୍ୟାଚାର କୁ ଲୋକ ଲୋଚନକୁ ଆଣିବା,ତାକୁ ତାର ହକ ପ୍ରଦାନ କରିବା,ନ୍ୟାୟ ପ୍ରଦାନ କରିବା  ଆଦି  ପାଇଁ ସେ ସବୁବେଳେ ପ୍ରେରଣା ଦେଉଥିଲେ।ଯାହାର ପ୍ରେରଣାରେ ପୁଅ ନବୀନ ଦାଶ  ଜଣେ ସୁଯୋଗ୍ୟ  ସାମ୍ବାଦିକ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିଛନ୍ତି,ଉତ୍ସାହ ଓ ସାହସ ପାଇଛନ୍ତି ।ଆଜି ସେଇ ପ୍ରେରଣାଦାୟୀ ସ୍ୱର ସବୁଦିନ ପାଇଁ ନିରବୀ ଯାଇଛି।ଦୁଇ ପୁଅ ,ଝିଅ, ପାଞ୍ଚ ଟି ନାତି ନାତୁଣୀ  ସର୍ବୋପରି ତାଙ୍କ ଜୀବନ ସାଥି / ସ୍ବାମୀଙ୍କୁ ଶୋକ ସାଗରରେ  ଭସେଇ ଦେଇ ସେ ଆର ପାରିକି ସବୁଦିନ ପାଇଁ ଚାଲିଯାଇଛନ୍ତି ।ତାଙ୍କରି ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ସେ ଜଣେ ସ୍ପଷ୍ଟ ବାଦିନୀ,ଧର୍ମ ପରାୟଣl,ପରୋପକାରୀ ମହିଳା ଥିଲେ।ଅଞ୍ଚଳ ବିଭିନ୍ନ ପ୍ରାନ୍ତରୁ ସାମ୍ବାଦିକ,ବୁଦ୍ଧିଜୀବୀ ,ବିଭିନ୍ନ ଅନୁଷ୍ଠାନ ତଥା ବନ୍ଧୁ ବର୍ଗ ତାଙ୍କର ଶେଷ ଦର୍ଶନ କରି ତାଙ୍କ ଅମର ଆତ୍ମାର ସଦଗତି କାମନା କରିଥିଲେ ।ନିକଟସ୍ଥ ଝାଉଁ ନଦୀ କୂଳରେ ଥିବା ସ୍ବର୍ଗ ଦ୍ଵାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଯାଇଛି । ବଡ ପୁଅ ନବୀନ ଦାଶ ମୁଖାଗ୍ନୀ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ଯୁବମୋର୍ଚ୍ଚା ଆଗଲପୁର ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ ଓ ପାହାଡ ଶିଖର ରେ ତ୍ରିରଙ୍ଗା ଉଡାଣ   13-Aug-2026
  ଜିଲ୍ଲା  
*ଅଞ୍ଚଳର ଚାଷୀକୁଳ ଆଶ୍ବସ୍ତ* - *ଡୁଙ୍ଗୁରିପାଲି ଅତିରିକ୍ତ ତହସିଲ କାର୍ଯ୍ୟାଳୟ ଉଦଘାଟିତ*-   13-Aug-2026
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026

You Might Also Like