-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ    (13-Aug-2026)       ||      ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   (13-Aug-2026)       ||      ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (13-Aug-2026)       ||      ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||     

HOME   ଜିଲ୍ଲା

ବାଲିଗୁଡା ରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନ ଶାନ୍ତି ଶୃଙ୍ଖଳା ର ସହ ଶେଷ

30-Apr-2022



ବାଲିଗୁଡା, (ସୁଶିଲ କୁମାର ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ୍, ମଧ୍ୟମା, ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷାର  ପ୍ରଥମ ଦିନ ଶାନ୍ତି ଶୃଙ୍ଖଳା ର ସହ ଶେଷ ହୋଇଛି । ବାଲିଗୁଡା ଠାରେ ପରୀକ୍ଷାର୍ଥୀ ମାନେ ମାଟ୍ରିକ ପରୀକ୍ଷା 3 ଗୋଟି ସେଣ୍ଟର ରେ ହୋଇଥିଲା  | ସେଣ୍ଟର ଗୁଡିକ ହେଲା ବାଲିଗୁଡାର ସରକାରୀ ଉଚ୍ଚ ବାଳକ ବିଦ୍ୟାଳୟ, ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ଓ ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ବଡ଼ଗାଁ ଠାରେ ହୋଇଥିଲା |ବାଲିଗୁଡା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟରେ 180 ପରୀକ୍ଷାର୍ଥୀ ଙ୍କ ମଧ୍ୟରୁ 171ଜଣ ପରୀକ୍ଷା ଦେଇଥିଲେ | ସରକାରୀ ଉଚ୍ଚ ବାଳକ ବିଦ୍ୟାଳୟ ରେ 204 ପରୀକ୍ଷାର୍ଥୀଙ୍କ ମଧ୍ୟରୁ 189 ଜଣ ପରୀକ୍ଷା ଦେଇଥିଲେ | ବଡ଼ଗାଁ ସେଣ୍ଟର ର ପରୀକ୍ଷା ଖବର ଆମର  ହସ୍ତଗତ ହୋଇ ପାରିନାହିଁ l ଏହି ସେଣ୍ଟର ମାନଙ୍କରେ ସରସ୍ବତୀ ଶିଶୁମନ୍ଦିର, ବନବାସୀ ସେବା ସମିତି ଏବଂ କୁଟିକିଆ ର ପରୀକ୍ଷାର୍ଥୀ ଏହି ସେଣ୍ଟର ରେ ପରୀକ୍ଷା ଦେଇଥିଲେ | ପ୍ରଥମ ଦିନରେ ପରୀକ୍ଷାର୍ଥୀଙ୍କ ଭିତରେ ଉତ୍ସାହ ଅନୁଭୂତ ହୋଇଥିବାର  ଦେଖିବାକୁ ମିଳିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଷ୍ଟ ପ୍ରହରୀ ନାମ ଯଜ୍ଞ ନିମନ୍ତେ ଶୁଭ ସ୍ତମ୍ଭସ୍ଥାପନ   13-Aug-2026
  ଜିଲ୍ଲା  
ବରପାଲିରେ ବିଜେପୁର ନିର୍ବାଚନମଣ୍ଡଳୀସ୍ତରୀୟ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା   13-Aug-2026
  ଜିଲ୍ଲା  
ଡାବୁଗାଁ ରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   13-Aug-2026
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026

You Might Also Like