-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ନିର୍ବାଚିତ ପ୍ରତିନିଧି ପାଳନ କଲେ ପ୍ରତିଶ୍ରୁତି,ଗ୍ରାମବାସୀଙ୍କ ଠାରେ ଖୁସିର ଲହରୀ

30-Apr-2022



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଚରଦା ପଞ୍ଚାୟତ ଫୁଲମୁଠି ଗ୍ରାମ୍ୟ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇଥିଲା ଲୋକଙ୍କ ଯିବା ଆସିବା ମସ୍କିଲ ହୋଇପଡ଼ିଥିଲା ।ତେବେ ସେ ଯାହାବି ହେଉ ନିର୍ବାଚନ ପୂର୍ବରୁ ଦେଇଥିବା ପ୍ରତିଶ୍ରୁତିକୁ ପାଳନ କରିଛନ୍ତି ସମିତିସଭ୍ୟା ନଳିନୀ ସାହୁ ଓ ସରପଞ୍ଚ ବୃନ୍ଦାବତୀ ନାୟକ । ଫଳରେ ଉଭୟ ପ୍ରତିନିଧିଙ୍କ ପାଇଁ ଗ୍ରାମବାସୀ ମହଲରେ ଖୁସିର ଲହରୀ ଖେଳିଯାଇଛି ।ପ୍ରକାଶ ଥାଉକି ଗତ ୨୦୦୨ ମସିହାରେ ବିନିକା ବିଧାନସଭା କ୍ଷେତ୍ରର ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ସମୟରେ ଏହି ଗ୍ରାମ୍ୟ ରାସ୍ତା କଂକ୍ରିଟ କରଣ ହୋଇଥିଲେ ହେଁ ଦୀର୍ଘ ୨୦ବର୍ଷ ଧରି ତାର

ମରାମତି କିମ୍ବା ଆଧୁନିକରଣ ହୋଇ ନଥିବାରୁ ପୁରୁଣା କଂକ୍ରିଟ ରାସ୍ତା ମାଟିରେ ପୋତି ଅସଂଖ୍ୟ ଗର୍ତ୍ତ ସୃଷ୍ଟି କରିଥିଲା ।ଯାହା ଫଳରେ ରାସ୍ତାରେ ଗାଡ଼ି ମଟର ହାତୀ ଝୁଲିଲା ପରି ଯାଉଥିବା ବେଳେ ବାଧ୍ୟ ହୋଇ ଲୋକେ ଯନ୍ତ୍ରଣାଦାୟକ ରାସ୍ତାରେ ବହୁ ଦୁଃଖ କଷ୍ଟରେ ଯିବା ଆସିବା କରୁଥିଲେ ।ରାସ୍ତା ଅବସ୍ଥା ଏପରି ସାଙ୍ଘାତିକ ଥିଲା ଯେ ଅଧିକାଂଶ ସମୟରେ ଛୋଟ ଛୋଟ ଦୁର୍ଘଟଣା ମଧ୍ୟ ଘଟିଥିବା ନଜିର ରହିଛି ।ଗାଁ ଉପରପଡ଼ା ପୂଜା ମଣ୍ଡପ ଠାରୁ ତଳିପଡ଼ା ପର୍ଯ୍ୟନ୍ତ ପ୍ରାୟ ୮୦୦ମିଟର ଏହି ରାସ୍ତା ଅସଂଖ୍ୟ ଛୋଟବଡ ଗର୍ତ୍ତରେ ପରିପୂର୍ଣ ରହିଥିଲା । ତେବେ ସେ ଯାହା ବି ହେଉ ଉଭୟ ପଞ୍ଚାୟତ ପ୍ରତିନିଧି ନିର୍ବାଚନ ବେଳେ ଦେଇଥିବା କଥା କୁ ଅକ୍ଷରେ ଅକ୍ଷରେ ପାଳନ କରି ଆଜି ଉକ୍ତ ଦଦରା ରାସ୍ତାର ନବ କଳେବର କାମ ଆରମ୍ଭ କରିଥିବାରୁ ଗ୍ରାମବାସୀ ମହଲରେ ଖୁସିର ଲହରୀ ଖେଳିଯାଇଛି ।କାମ ସଂପୂର୍ଣ୍ଣକରଣ ନେଇ ଗ୍ରାମର ସମସ୍ତ ୱାର୍ଡ ପ୍ରତିନିଧି ଓ ଗ୍ରାମବାସୀ ସହଯୋଗ କରୁଥିବା ଦେଖିବାକୁ ମିଳୁଛି ।ଆଗାମୀ ଦିନରେ ମଧ୍ୟ ଗ୍ରାମ ତଥା ଚରଦା ପଞ୍ଚାୟତ ବିକାଶ ପାଇଁ ଉଭୟ ସରପଞ୍ଚ ଓ ସମିତି ସଭ୍ୟା ବଦ୍ଧପରିକର ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like