-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   (13-Aug-2026)       ||      ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା    (13-Aug-2026)       ||      ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||     

HOME   ଜିଲ୍ଲା

ଉତ୍ତପ୍ତ ସିନ୍ଧେକେଲା ଅଞ୍ଚଳ, ଅଗ୍ନି ପିଣ୍ଡୁଳା ରେ ପରିଣତ ସିନ୍ଧେକେଲା.... , ପ୍ରଖର ତାତି ସହ ଅସହ୍ଯ ଗୁଳୁଗୁଳି ରେ ବେହାଳ ସାଧାରଣ ଜନତା

30-Apr-2022



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ) : ବର୍ତ୍ତମାନ ପୁରା ରାଜ୍ଯରେ ଗ୍ରୀଷ୍ମ ପ୍ରବାହ ଜାରିରହିଛି। ସରକାରୀ ଆକଳନ ଅନୁଯାଇ  କୋଉଠି ୪୦ ତ କୋଉଠି ୪୪ ଡିଗ୍ରି ଉପରେ ପହଞ୍ଚିଲାଣି ଗରମ। ସେହିପରି ଭାବେ ଅନ୍ୟ ସ୍ଥାନ ମାନଙ୍କ ଅପେକ୍ଷା ବଲାଙ୍ଗୀର ଜିଲ୍ଲାର ଶେଷ ସିମାନ୍ତ ରେ ଅବସ୍ଥିତ ଥିବା ସିନ୍ଧେକେଲା ରେ ମଧ୍ଯ ପ୍ରବଳ ଗରମ ଅନୁଭୂତ ହେଉଥିବା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ଦେଖାଯାଉଛି। ଏହି ଗାଁ ବଲାଙ୍ଗୀର ,କଲାହାଣ୍ଡି ଓ ନୁଆପଡା ଜିଲ୍ଲାର ସିମାନ୍ତ ରେ ଅବସ୍ଥିତ ଏହି ଗାଁ ପ୍ରକୃତିର ପ୍ରାକୃତିକ କୋଳରେ ଜନ୍ମ ହୋଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ । କାହିଁକି ନା ପୁର୍ବ, ପଶ୍ଚିମ ଓ ଉତ୍ତର ଦିଗରେ ଛିଡ଼ାହୋଇଛି ବଡବଡ ପାହାଡ ଏହା ସହ ଦକ୍ଷିଣରେ ବହି ଯାଇଛି ବିସ୍ତିର୍ଣ୍ଣ ଉନ୍ଦେର ନଦୀ। ହେଲେ ଏବେ ଏହି ପ୍ରାକୃତିକ ସମ୍ପଦ ସବୁ ବିପନ୍ନ ଅବସ୍ଥାରେ ପହଞ୍ଚି ଥିବାରୁ ଜିବନ ଦାଇ ପ୍ରାକୃତିକ ସମ୍ପଦ ଏବେ ଗରମ ତାବାର ରୁପ ନେଇଛି। ଗୋଟିଏ ପାହାଡ ଛାଡିଦେଲେ ବାକି ସବୁତକ ପାହାଡ ଏବେ ଲଣ୍ଡା ତେଣୁ ବିସ୍ତିର୍ଣ୍ଣ ବଡବଡ ପାହାଡ ର ପଥରର ଗରମ ତା ସାଙ୍ଗକୁ ଶୁଖିଲା ଉନ୍ଦେର ନଦୀର ବାଳୁକା ରାଶିର ଗରମ। ଏପଟେ ସିନ୍ଧେକେଲାର ମୁଖ୍ଯ ରାସ୍ତା ସହ ଗଳିକନ୍ଦି ସବୁ କଂକ୍ରିଟ ରୋଡ। ଏ ସବୁ ପ୍ରଭାବରେ ଅଗ୍ନି ପିଣ୍ଡୁଳା ରେ ପରିଣତ ହେଲାଣି ସିନ୍ଧେକେଲା ଅଞ୍ଚଳ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକତା କ୍ଷେତ୍ରରେ ଅବଦାନ ପାଇଁ ଶରତ ମହାକୁରଙ୍କୁ ସମ୍ମାନ   13-Aug-2026
  ରାଜ୍ୟ  
ମାଁ ଦ୍ୱାରସେହ୍ନୀ ମନ୍ଦିରରୁ ଚୋରୀ , ଦେବୀ ଙ୍କ ଆଦେଶ ରେ ପୁଣି ମନ୍ଦିର ପ୍ରତିଷ୍ଠା   13-Aug-2026
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026

You Might Also Like