-+91-9937148622 |
prerana_bgr@rediffmail.com |
Thursday 13th August 2026 |
R.N.I. Regd No. ODIODI/2010/46693
Breaking News
30-Apr-2022
ଦେବଗଡ଼ (ପ୍ରେରଣା ଖବର) ତିଳେଇବଣି ବ୍ଲକ ଛେପଲିପାଲି ପଂଚାୟତ ଅନ୍ତର୍ଗତ ଭାଲିଆଗୁଡ଼ି ଗ୍ରାମରେ ତିଳେଇବଣି ବ୍ଲକ ବିଡିଓ କୃଷ୍ଣ ଚନ୍ଦ୍ର ଦଳପତିଙ୍କୁ ବିଜେପି ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ସହ ତାଙ୍କ ସହଯୋଗୀ ପ୍ରତାପ କୁମାର ପଣ୍ଡା, ରୁନା ପଣ୍ଡା, ଅକାଳୁ ଧଳ ଓ କୁମରମଣି ସାହୁଙ୍କ ସମେତ ୧୦ ରୁ ଉର୍ଦ୍ଧ୍ୱ କର୍ମୀ ମରଣାନ୍ତକ ଆକ୍ରମଣ କରିଥିଲେ l ଆହତ ବିଡ଼ିଓ ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେବାସହ ଥାନାରେ କଲେ ଅଭିଯୋଗ l ଆନ୍ଦୋଳନ ପାଇଁ ଜିଲ୍ଲା ଓଏଏସ ସଂଘ ପକ୍ଷରୁ ପ୍ରସ୍ତୁତ ହେଉଥିବା ଜଣାପଡ଼ିଛି l