-+91-9937148622 |

prerana_bgr@rediffmail.com |

  Thursday 13th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   (12-Aug-2026)       ||      ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   (12-Aug-2026)       ||      ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    (12-Aug-2026)       ||      ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ    (12-Aug-2026)       ||      ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   (12-Aug-2026)       ||      ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   (12-Aug-2026)       ||      ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||     

HOME   ଜିଲ୍ଲା

ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

30-Apr-2022



ବଲାଙ୍ଗୀର(ପ୍ରେରଣା ଖବର) - ବଲାଙ୍ଗିର ଜିଲା ତୁଷୁରା କେନ୍ଦ୍ର ସମବାୟ ବ୍ୟାଙ୍କ ପରିଷରରେ ବ୍ୟାଙ୍କ ପରିଚାଳକ କିଶୋର କୁମାର ରାଜପୁତଙ୍କ ସଭାପତିତ୍ୱରେ ଶନିବାର ଅବସର କାଳୀନ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ବ୍ୟାଙ୍କର କୋଷାଧ୍ୟକ୍ଷ ସତ୍ୟ ନାରାୟଣ ଛତରଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିବା ବେଳେ ତୁଷୁରା ବ୍ୟାଙ୍କରେ ପ୍ରାୟ ୪ ବର୍ଷ ଧରି କାର୍ଯ୍ୟ କରୁଥିବା ବେଳେ ସମସ୍ତଙ୍କର ପ୍ରିୟ ପାତ୍ର ହୋଇ ନିଜ କାର୍ଯ୍ୟ ତୁଲାଇଥିବା ବ୍ୟାଙ୍କର କର୍ମକର୍ତ୍ତା ମାନେ ମତ ପ୍ରକାଶ କରିବା ସହ ଆଗାମୀ ଜୀବନ ସୁଖଶାନ୍ତିରେ ବିତିଯାଉ ବୋଳି ଭଗବାନଙ୍କ ଠାରେ ପ୍ରାର୍ଥନା କରିଥିଲେ । ଏହି ଅବସରରେ ଗୁଡଭେଲା ବ୍ଳକର ତୁଷୁରା ପେକ୍ସ ସଂପାଦକ ଶୁଭେନ୍ଦୁ ପ୍ରକାଶ ଭୋଇ, ସୁପରଭାଇଜର ରଶ୍ମିରଞ୍ଜନ ଯୋଷୀ, ତେନ୍ତୁଳିଖୁଣ୍ଟି ପେକ୍ସ ସଂପାଦକ ବିକାଶ କୁମାର ପ୍ରଧାନ, ରୁଷୁଡା ପେକ୍ସ ସଂପାଦକ କାତ୍ତିକ ମଲ୍ଳିକ, ଘୂନା ପେକ୍ସ ସଂପାଦକ ରଶ୍ମିରଞ୍ଜନ ବେହେରା, ରିତା ବାରିକ ଆଦି ସମସ୍ତ ବ୍ୟାଙ୍କ ଓ  ପେକ୍ସ କର୍ମଚାରୀ ଉପସ୍ଥିତ ଥିବା ବେଳେ ଗୁଡଭେଲା ପେକ୍ସ ସଂପାଦକ ହିମାଶୁଂ ଶେଖର ଥନାପତି ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ଶିଶୁ ସୁରକ୍ଷା କର୍ମୀଙ୍କୁ ମାନସିକ ସ୍ଵାସ୍ଥ୍ୟ ପ୍ରଶିକ୍ଷଣ।   12-Aug-2026
  ଜିଲ୍ଲା  
ଭିନ୍ନକ୍ଷମ ଅନ୍ତର୍ଭୁକ୍ତୀକରଣ ଉପରେ ପ୍ରଶିକ୍ଷଣ   12-Aug-2026
  ଜିଲ୍ଲା  
ଲୋକାର୍ପିତ ହେଲା ୪ଟି ଇଭି ମଶା ନିବାରଣ ଗାଡ଼ି ଓ ଆନିମାଲ୍ସ ରେସ୍କ୍ୟୁ ଭେହିକିଲ୍    12-Aug-2026
  ଜିଲ୍ଲା  
ଆରଏମସି ତରଫରୁ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ସ୍ୱେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଚତୁର୍ଥ ଦିନରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ କାର୍ଯ୍ୟକ୍ରମ   12-Aug-2026
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026

You Might Also Like